ପିଡିଏସ୍ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି…
ଲୋଇସିଂହା,୭ା୧୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ ଯାଇ ଜଣେ ସରକାରୀ କର୍ମଚାରୀ ପୂର୍ବରୁ ରଖିଥିବା ଏକ ଅନ୍ତରଙ୍ଗ ମୁର୍ହୂତ୍ତର ଭିଡିଓ ଭାଇରାଲ…
ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ଆଉ ଜଣେ ସେବାୟତଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ ୬ା୧୧(ଅଜିତ କୁମାର ମହାନ୍ତି)-ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସମ୍ପୃକ୍ତି ଥିବା ପନ୍ତିବଡୁ ସେବକ ଅମିତ୍ରାଂଶୁ ସାମନ୍ତରାୟ ଓରଫ ଜୁଜିକୁଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ର ୨୧- ଖ(କ) ଧାରା ଅନୁସାରେ…
ଶୁଣିଲାନି ପ୍ରଶାସନ: ୩ କିମି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି…
କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ
ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ ହେଲେ ବରଗଡ ପୌର ପରିଷଦ ଅଧିନ ଗଙ୍ଗାଧର ନଗର ନିବାସୀ ଗଣେଶ ଦାଶ। ସେ…
‘ତମକୁ ଦେଖିନବୁ’
କୋଲକାତା, ୭।୧୧: ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ଗତ ମାସ ୨୭ ତାରିଖରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଭାଜପାର ଏକ ସଦସ୍ୟତା ଗ୍ରହଣ ଅଭିଯାନରେ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗରେ ବୁଧବାର ତାଙ୍କ…
ଟ୍ରମ୍ପ୍ଙ୍କ ପ୍ରତ୍ୟାବର୍ତ୍ତନ
୪ ବର୍ଷର ବ୍ୟବଧାନ ପରେ ରିପବ୍ଲିକାନ୍ ଡୋନାଲ୍ଡ ଜେ. ଟ୍ରମ୍ପ୍ ହ୍ବାଇଟ୍ ହାଉସ୍କୁ ଫେରିବାକୁ ଯାଉଛନ୍ତି। ନଭେମ୍ବର ୫ରେ ଅନୁଷ୍ଠିତ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭୮ ବର୍ଷୀୟ ଟ୍ରମ୍ପ୍ ୨୯୪ ଇଲେକ୍ଟୋରାଲ କଲେଜ ଭୋଟ ପାଇ ନିଜ ବିଜୟ ସୁନିଶ୍ଚିତ କରିଛନ୍ତି।…
ଧାନଫସଲରେ ମାଟି ପୋତିବା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚାଷ ହୋଇଥିବା ଧାନଫସଲ ଉପରେ ମାଟି ପୋତିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ, ବରଗଡ଼ର ତଫିକ ଖାନ । ବରଗଡ଼…
ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ସ୍ମୋକ୍ ଆର୍ଟିଷ୍ଟ ଦୀପକ କୁମାର, କହିଲେ ମୁଁ ଏହି…
କଟକ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍ହାଉସ୍କୁ ବୃହତ, ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନରେ କମଲା ହାରିସ୍ଙ୍କୁ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ତେବେ ଏହି ନିର୍ବାଚନରେ ଟ୍ରମ୍ପ ୨୭୭ ଖଣ୍ଡ ଭୋଟ୍ ପାଇଥିବାବେଳେ…
ଭବାନୀପାଟଣାରୁ ବିଶାଖାପାଟଣାକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ୍
ଭବାନୀପାଟଣା,୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ବିଶାଖାପାଟଣା ମଧ୍ୟରେ ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍ ଭଲ୍ବୋ ବସ୍ ସେବାର ଶୁଭାରମ୍ଭ ହୋଇଛି। ବୁଧବାର ଅପରାହ୍ନରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ। ଏହି ଅତ୍ୟାଧୁନିକ…
ନିର୍ବାଚନ ତ ଜିତିଗଲେ ଟ୍ରମ୍ପ ମାତ୍ର ଆସନ୍ତାବର୍ଷ ପର୍ଯ୍ୟନ୍ତ ହୋଇପାରିବେନି ରାଷ୍ଟ୍ରପତି, ସାମ୍ନାକୁ ଆସିଲା ଏହି ବଡ଼ କାରଣ…
ଓ୍ବାଶିଂଟନ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍ ହାଉସକୁ ଏକ ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି କିନ୍ତୁ ସମ୍ଭବତଃ ସେ ନୂଆବର୍ଷ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇପାରିବେ ନାହିଁ। ସଠିକ୍ ଭାବରେ ବାଲଟ ଗଣନା କରିବାର ବ୍ୟାପକ ପ୍ରକ୍ରିୟା ଜାରି ରହିଥିବାରୁ…
ମହିଳାଙ୍କୁ ପ୍ରତି ମାସରେ ୩୦୦୦ ଟଙ୍କା, କୃଷକଙ୍କୁ ଋଣ ଛାଡ଼ ଘୋଷଣା
ମୁମ୍ବାଇ,୬ା୧୧: ମହାରାଷ୍ଟ୍ରରେ ମହାବିକାଶ ଅଗାଡ଼ି ଭୋଟରଙ୍କୁ ଆକୃଷ୍ଟ କରିବାକୁ କିଛି ନିର୍ବାଚନୀ ପ୍ରତିଶ୍ରୁତି ଦେଇଛି। ଯେଉଁଥିରେ ମହିଳା, କୃଷକ ଏବଂ ଯୁବ ପିଢ଼ିଙ୍କୁ ଗୁରୁତ୍ୱ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ,…
କେନ୍ଦ୍ର କ୍ୟାବିନେଟ୍ରେ ବିଦ୍ୟାଲକ୍ଷ୍ମୀ ଯୋଜନା ମଞ୍ଜୁରୀ, ଛାତ୍ରୀଛାତ୍ରଙ୍କୁ ମିଳିବ ପଢ଼ିବା ପାଇଁ ଋଣ
ନୂଆଦିଲ୍ଲୀ,୬ା୧୧: ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍ରେ ବୁଧବାର ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ…

