ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର
ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା…
ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର
ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…
ସାତକୋଶିଆରେ ଜନ୍ମନେଲେ ୩୫ ଘଡ଼ିଆଳ ଶାବକ
ବୌଦ୍ଧ,୨୬ା୫(ଅଜିତ କୁମାର ବାରିକ): ସାତକୋଶିଆ ଗଣ୍ଡରେ ୩୫ ଘଡ଼ିଆଳ କୁମ୍ଭୀର ଶାବକ ଜନ୍ମ ନେଇଥିବା ଜଣାପଡ଼ିଛି। ଗତ ଗୁରୁବାର ସାତକୋଶିଆର ବଳଦମଡ଼ା ନିକଟରେ ଏକ ଘଡ଼ିଆଳ କୁମ୍ଭୀର ୩୫ ଶାବକକୁ ଜନ୍ମ ଦେଇଛି। ୪୦ବର୍ଷର ବ୍ୟବଧାନ ପରେ ଏଥରକୁ ମିଶାଇ ଲଗାତର…
ଆଜି ଆସିବ ମାଟ୍ରିକ, ଯୁକ୍ତ୨ ପରୀକ୍ଷା ଫଳ; ଜାଣନ୍ତୁ କେଉଁଠି ଏବଂ କିଭଳି ଜାଣିବେ ରେଜଲ୍ଟ…
ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ।…
ଇଭିଏମ୍ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ
ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍ରେ ପଶି…
୩ୟ ପର୍ଯ୍ୟାୟରେ ୭୧% ମତଦାନ
ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ…
ଇଭିଏମ୍ ସିଲ୍ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର
ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ ବଞ୍ଚ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ମୃତ ଭାବି ଥାନାରେ ଆତ୍ମସମର୍ପଣ କଲେ ଦୁଇ ଆକ୍ରମଣକାରୀ
ଛତ୍ରପୁର,୨୫ା୫(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l କୌଣସି କାରଣ ନେଇ ଜଣେ ଯୁବକଙ୍କୁ ମରଣାତ୍ମକ ଭାବେ ଆକ୍ରମଣ କରିଛନ୍ତି ୨ ଜଣ ଆକ୍ରମଣକାରୀ l ପରେ…
କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ କାହିଁକି ଅନୁପସ୍ଥିତ ଥିଲେ ଏନେଇ ସେ ମୁହଁ ଖୋଲିଛନ୍ତି। ସାକ୍ଷାତକାର ଦେଇ ସେ କହିଛନ୍ତି,…
ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା
କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍ ଅସୁସ୍ଥ…
ଗେମିଂ ଜୋନ୍ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ
ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି।…
ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ ଘନଘନ…
Archives


