ଭୋଟ୍ ଦେବାକୁ ଆସି ଫେରିଗଲେ ଭୋଟର
ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର ସମେତ…
ଲୋକ ସଭା ନିର୍ବାଚନ ମଝିରେ ଦୁଃଖଦ ଖବର: ହୃଦ୍ଘାତରେ ଆଖି ବୁଜିଲେ ବିଧାୟକ
ଚଣ୍ଡିଗଡ଼,୨୫।୫: ଲୋକ ସଭା ନିର୍ବାଚନ ମଧ୍ୟରେ ହରିୟାଣାରୁ ଦୁଃଖଦ ଖବର ସାମ୍ନାକୁ ଆସିଛି। ରାଜ୍ୟର ଗୁରୁଗ୍ରାମର ବାଦଶାହାପୁର ବିଧାନସଭା ଆସନରୁ ବିଧାୟକ ରାକେଶ ଦୌଲତାବାଦଙ୍କ ମୃତ୍ୟୁ ଘଟିଛି। ଶନିବାର ସକାଳ ୧୦.୩୦ରେ ତାଙ୍କୁ ହୃଦ୍ଘାତ ଆସିଥିଲା, ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି…
ପତ୍ନୀ ନତାଶାଙ୍କୁ ଆଲିମନି ଟଙ୍କା ଦେବା ଲାଗି ଗୁଜରାଟରୁ ମୁମ୍ବାଇ ଆସିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା? ସାମ୍ନାକୁ ଆସିଲା ଚକିତ କଲା ଭଳି…
ନୂଆଦିଲ୍ଲୀ,୨୫।୫: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଜୀବନରେ କିଛି ବି ଠିକ୍ ଚାଲିନାହିଁ। ପ୍ରଥମେ ଆଇପିଏଲ୍ ୨୦୨୪ରେ ଖରାପ ପ୍ରଦର୍ଶନ ପରେ ଏବେ ବିବାହ ବିଚ୍ଛେଦ ନେଇ ଖବର ଚର୍ଚ୍ଚାରେ ରହିଛି। ପତ୍ନୀ ନତାଶା ଷ୍ଟାନକୋଭିକଙ୍କଠାରୁ ପାଣ୍ଡ୍ୟା…
ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ
ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%,…
ଛାଡ଼ପତ୍ର ହେଲେ ନିଜର ୭୦% ସମ୍ପତ୍ତି ପତ୍ନୀଙ୍କୁ ଦେବେ ପାଣ୍ଡ୍ୟା,ନୂଆ ମୋଡ ନେଉଛି …
ନୂଆଦିଲ୍ଲୀ,୨୫।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼ ସୃଷ୍ଟି ହୋଇଥିବା ଚର୍ଚ୍ଚା ଜୋର ଧରିଛି। ପ୍ରଥମେ ପତ୍ନୀ ନତାଶା ଷ୍ଟାନକୋଭିକ ନିଜର ଇନ୍ଷ୍ଟାଗ୍ରାମ ହ୍ୟାଣ୍ଡେଲରୁ ପାଣ୍ଡ୍ୟାଙ୍କ ସରନେମ୍ ହଟାଇଥିଲେ। କିଛିଦିନ ଧରି ଉଭୟ ପରସ୍ପରର କୌଣସି ଫଟୋ…
ଭାଜପା କର୍ମୀଙ୍କ ଉପରକୁ ଟେକାପଥର ମାଡ଼, ଜୀବନ ବଞ୍ଚାଇବାକୁ ପ୍ରାଣ ବିକଳରେ ଦୌଡ଼ିଲେ
କୋଲକାତା,୨୫ା୫: ପଶ୍ଚିମବଙ୍ଗରେ ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ ଟେକାପଥର ମାଡ଼ କରିବାରୁ ଭାଜପା କର୍ମୀମାନେ ନିଜ ଜୀବନ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଦୌଡ଼ିଥିଲେ। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସକୁ ଦାୟୀ କରିଛି। #WATCH | West…
ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ ଜଣେ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା କୁହାଯାଉଛି। ଏହି ଘଟଣାର ଭିଡିଓ ଫୁଟେଜ ମିଳିଛି।…
Lok Sabha Elections 2024: ଏହି ବଡ଼ ରାଜନୈତିକ ବିଶେଷଜ୍ଞଙ୍କ ଆକଳନକୁ ସମର୍ଥନ କଲେ ପ୍ରଶାନ୍ତ କିଶୋର, କହିଦେଲେ ଏମିତି…
ନୂଆଦିଲ୍ଲୀ,୨୫।୫: ୨୦୨୪ ନିର୍ବାଚନ ଶେଷ ପଯ୍ୟାୟ ପହଞ୍ଚିଥିବାବେଳେ ରେଜଲ୍ଟ ନେଇ ବିଭିନ୍ନ ପ୍ରକାର ଆକଳନ କରାଯାଉଛି। ଯଦିଓ ଏପର୍ଯ୍ୟନ୍ତ ଏକଜିଟ୍ ପୋଲ୍ ସାମ୍ନାକୁ ଆସିନାର୍ହି କିନ୍ତୁ ବିଭିନ୍ନ ରାଜନୈତିକ ବିଶେଷଜ୍ଞମାନେ ବିଭିନ୍ନ ପ୍ରକାର ଭବିୟେବାଣୀ କରୁଛନ୍ତି। ତେବେ ଏସବୁ ମଧ୍ୟରେ ରାଜନୈତିକ…
ପ୍ରତ୍ୟେକ ଭୋଟ୍ର ହିସାବ ଦେଲେ ନିର୍ବାଚନ ଆୟୋଗ, କହିଲେ ତଥ୍ୟରେ ପରିବର୍ତ୍ତନ ଅସମ୍ଭବ
ନୂଆଦିଲ୍ଲୀ,୨୫ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ଶନିବାର ଦେଶର ୫୭ଟି ଆସନରେ ମତଦାନ ଚାଲିଥିଲା। ଏହି ସମୟରେ ନିର୍ବାଚନ ଆୟୋଗ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନର ଅନ୍ତିମ ତଥ୍ୟ ପ୍ରକାଶ କରିଛନ୍ତି। କୁହାଯାଇଛି, ଏହି ପାଞ୍ଚଟି ପର୍ଯ୍ୟାୟରେ…
‘ଅବ୍କି ବାର୍ ୪୦୦ ପାର୍’ ଅସମ୍ଭବ, ତଥାପି ‘ଇଣ୍ଡିଆ’ ମେଣ୍ଟକୁ ବଡ଼ ଝଟ୍କା ଲାଗିବ ବୋଲି ଭବିଷ୍ୟବାଣୀ କଲେ…
ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନ ଅନ୍ତିମ ଚରଣରେ ପହଞ୍ଚିଛି। ୬ଷ୍ଠ ପର୍ଯ୍ୟାୟରେ ଶନିବାର ଭୋଟ ଗ୍ରହଣ କରାଯାଉଛି। ଜୁନ୍ ୧ରେ ୭ମ ପର୍ଯ୍ୟାୟ ଭୋଟିଂ ହେବା ପରେ ଏହା ଶେଷ ହେବ। ଏହାପରେ ଅପେକ୍ଷା ଜୁନ୍ ୪ର ରହିବ, କାରଣ ଏହିଦିନ…
ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ
ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍ଫଣ୍ଡ ଘୋଟାଲା ହେଲା,…
ଇଭିଏମ୍ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍ଥ୍ରେ ପଶି ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…
Archives


