Home

ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍‌

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ। ଆମେ…

କଣ୍ଟାବାଞ୍ଜିରେ ଲଢିବା ଚକ୍ରାନ୍ତକୁ ନେଇ ମୁହଁ ଖୋଲିଲେ ନବୀନ, କହିଦେଲେ ଏତେ ବଡ଼ କଥା

ଭୁବନେଶ୍ୱର,୫।୧୧: କିଛିଦିନ ପୂର୍ବରୁ ନବୀନ ପଟ୍ଟନାୟକଙ୍କୁ ନେଇ ସାଂଘାତିକ ବୟାନ ଦେଇଥିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଏହାପରେ ତାଙ୍କ ସ୍ବାମୀ ଦେବୁଲି ଦାସ ମଧ୍ୟ ମୁହଁ ଖୋଲିଥିଲେ। ସେ କହିଥିଲେ, ନବୀନଙ୍କୁ ହାରିବାକୁ କଣ୍ଟାବାଞ୍ଜି ପଠାଯାଇଥିଲା। ଏସବୁ କାର୍ତ୍ତିକ…

ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍‌ ଟ୍ରେନ୍‌ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍‌ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ

ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ଭଗ୍ନାଂବଶେଷ ତଳେ ପୋତି ହୋଇଯାଇଛନ୍ତି। ଖବର ଅନୁଯାୟୀ, ଭାସାଦ ନଦୀ ନିକଟରେ…

ସଲମାନ ରାଗି ଯାଇ ଭାଙ୍ଗି ଦେଇଥିଲେ ଐଶ୍ୱର୍ଯ୍ୟାଙ୍କ ହାତ! ଗୁମର ଖୋଲିଲେ ପୂର୍ବ ପ୍ରେମିକା…

ବମ୍ବେ: ବଲିଉଡ ଦବଙ୍ଗ ଖାନ୍‌ ସଲମାନଙ୍କ ସହ ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ପ୍ରେମକାହାଣୀ ଆଜି ବି ରହୁଛି ଚର୍ଚ୍ଚାରେ। ଏକ ସମୟରେ ଦୁହେଁ ଦୁହିଁଙ୍କ ପ୍ରେମରେ ଉବୁଟୁବୁ ହେଉଥିଲେ। ହେଲେ ସମ୍ପର୍କରେ ଘୋଟି ଆସିଥିଲା କଳା ବାଦଲ। ସଲମାନଙ୍କ ଉପରେ ନାନାଦି…

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ ଦଳୀୟ କର୍ମୀମାନେ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଏବଂ ୫୯ ନଂ ଜାତୀୟ ରାଜପଥ ମେଡିୟାନରେ…

ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ ନିଜର…

ସ୍କୁଟିରୁ ମିଳିଲା ୨ ଲକ୍ଷ ୮୦ ହଜାର ଟଙ୍କା, ସ୍ବାସ୍ଥ୍ୟ ବିଭାଗ ବରିଷ୍ଠ ସହାୟକ ଗିରଫ

କେନ୍ଦୁଝର,୫।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭିଜିଲାନ୍ସ ଗତକାଲି ସନ୍ଧ୍ୟାରେ ହୋଟେଲ ଅଜନ୍ତା ନିକଟରୁ ଟଙ୍କା ସହ ଧରିଥିବା ଏଡିପିଏଚ୍‌ଓ (ପରିବାର କଲ୍ୟାଣ)ଙ୍କ ଅଧିନରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶେଖର ଲାଲ ସାହୁଙ୍କୁ କେସ ନମ୍ବର ୧୪/୨୦୨୪ ଦଫାରେ ଆଜି ଗିରଫ କରି…

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ ଅଧିବେଶନ ହେବ। ଏହି ଅଧିବେଶନ ପୁରୁଣା ସଂସଦର ସେଣ୍ଟ୍ରାଲ ହଲରେ ଅନୁଷ୍ଠିତ ହେବ। ସମ୍ବିଧାନର…

କୋହଲିଙ୍କ ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଅନୁଷ୍କା

ଲଣ୍ଡନ,୫।୧୧: ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡଠାରୁ ଭାରତୀୟ କ୍ରିକେଟ ଦଳ ଲଜ୍ଜାଜନକ ୩-୦ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ଟିମ ଇଣ୍ଡିଆର ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ଆଶା ପାଇଁ ଏକ ବଡ ଝଟକା ଦେଇଛି। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ…

କୋହଲିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି ଜିନିଷ ମାଗିଦେଲେ ଯୁବରାଜ

ଆଜି ଭାରତୀୟ କ୍ରିକେଟର୍‌ ବିରାଟ କୋହଲି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଦିନରେ ବିରାଟ କୋହଲିଙ୍କୁ କିଛି ଦେବା ପରିବର୍ତ୍ତେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ ତାଙ୍କୁ ଏକ ଜିନିଷ ମାଗିଛନ୍ତି। ଯୁବରାଜ ସିଂ ତାଙ୍କ ଜନ୍ମଦିନର ଅଭିନନ୍ଦନ…

ଇନକୁମ୍ବେନ୍ସି ଚାର୍ଟରେ ପୂର୍ବତନ ଜିଲାପାଳଙ୍କ ନାମ: ଉଠିଲା ପ୍ରଶ୍ନ

ହାଟଡିହୀ,୫l୧୧(ଶୁଭକାନ୍ତ ନାୟକ):ସମ୍ପ୍ରତି ସମାଜରେ ଦୈନନ୍ଦିନ ଜୀବନରେ ଅନ ଲାଇନ ଉପରେ ପ୍ରାୟତଃ ସମସ୍ତେ ନିର୍ଭରଶୀଳ ଅଟନ୍ତି l ବିଭିନ୍ନ କାର୍ଯ୍ୟ ପାଇଁ ଅନ ଲାଇନ ପଦ୍ଧତି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି l କେନ୍ଦୁଝର ଜିଲାପାଳ ଭାବେ ବିଶାଲ ସିଂ…

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ ବାହରୁଥିବା ପାଣି ପିଉଥିବାର ନଜର ଆସିଥିଲେ। ସୋସିଆଲ ମିଡିଆରେ ଏହି ଭିଡିଓରେ ଅନେକ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?