ପପୁଆ ନ୍ୟୁଗିନିରେ ଭୂସ୍ଖଳନ, ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ
ସିଡନୀ,୨୪।୫: ପାପୁଆ ନ୍ୟୁ ଗିନିର ଏକ ସୂଦୂର ଗ୍ରାମରେ ଭୂସ୍ଖଳନ ହେତୁ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଷ୍ଟ୍ରେଲୀୟ ଗଣମାଧ୍ୟମ ଅନୁଯାୟୀ, ସ୍ଥାନୀୟ ସମୟ ସକାଳ ପ୍ରାୟ ୩ଟା ସମୟରେ ଏଙ୍ଗା ପ୍ରଦେଶର କୋକାଲାମ ଗ୍ରାମ…
ନିର୍ବାଚନ ପୂର୍ବରୁ ଅପରାଜିତାଙ୍କୁ ଗ୍ରାସିଲା ଭୟ: ଲେଖିଲେ ଚିଠି
ଭୁବନେଶ୍ୱର,୨୪।୫:ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶନିବାର ଅନେକ ହେଭିଓ୍ବେଟ୍ଙ୍କ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏଥିରେ ସାମିଲ ଅଛନ୍ତି ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ। ତାଙ୍କୁ ଟକ୍କର ଦେଉଛନ୍ତି ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ…
ଏହି ଦିନ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ବୋର୍ଡ ପକ୍ଷରୁ ସୂଚନା
କଟକ,୨୪।୫(କାର୍ତ୍ତିକ ସାହୁ):ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍ସାଇଟ୍ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ…
ଧୋନିଙ୍କ ରିଟାୟରମେଣ୍ଟକୁ ନେଇ ଆସିଲା ନୂଆ ଅପଡେଟ, CSK କହିଲା ମାହିଙ୍କ ଫ୍ୟୁଚର ପ୍ଲାନ
ନୂଆଦିଲ୍ଲୀ,୨୪।୫: ଆଇପିଏଲ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ (CSK) ର ଯାତ୍ରା ଶେଷ ହୋଇଛି । ସିଏସକେକୁ ସେମାନଙ୍କର ଶେଷ ଲିଗ ମ୍ୟାଚରେ ଆରସିବି ହାତରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ଏହି ମ୍ୟାଚରେ ବିଜୟ ସହିତ ଆରସିବି ଦଳ ପ୍ଲେ…
ଗ୍ରାସୀମ କମ୍ପାନୀରେ ଅଘଟଣ: ଗ୍ୟାସ ପାଇପ୍ ଫାଟି ଚାରି ଆହତ
ଗଞ୍ଜାମ,୨୪।୫(ବିଦ୍ୟାଧର ସାହୁ):ଗଞ୍ଜାମ ସହର ସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ଶୁକ୍ରବାର ଅଘଟଣ ଘଟିଛି। କମ୍ପାନୀର ଗ୍ୟାସ ପାଇପ ଫାଟି ଚାରି ଶ୍ରମିକ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଆଶଙ୍କା କରାଯାଉଛି। ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର କମ୍ପାନୀ ପକ୍ଷରୁ ବିଦ୍ୟୁତ…
ପାଣ୍ଡିଆନ୍ ଦେଲେ ବଡ଼ ବୟାନ, କହିଲେ ଭାଜପାର ଟାର୍ଗେଟ୍ ହେଉଛି…
ଭୁବନେଶ୍ୱର,୨୪।୫: ଭାଜପାର ଇଣ୍ଟରନାଲ ଟାର୍ଗେଟ୍ ହେଉଛି ୩୦ ବିଧାନସଭା ଆସନ। ପ୍ରେସମିଟରେ କାର୍ତ୍ତିକ ପାଣ୍ଡିଆନ୍ଙ୍କ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପାଣ୍ଡିଆନ୍ କହିଛନ୍ତି, ରାଜ୍ୟବାସୀ ଦେଖିବେ ଭାଜପା ୩୦ରୁ କେତେ ପାଉଛନ୍ତି । ରାଜ୍ୟ ଭାଜପାରେ କେହି ଏପରି ନେତା ନାହାଁନ୍ତି…
ଲୋକ ସଭା ନିର୍ବାଚନକୁ ପଞ୍ଚାୟତ ନିର୍ବାଚନ କରିଦେଲେ ମୋଦି, କାହିଁକି ଏମିତି କହିଲେ ପ୍ରକାଶ ଆମ୍ବେଦକର
ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଞ୍ଚିତ ବହୁଜନ ଆଘାଡି (ଭିବିଏ)ର ଅଧ୍ୟକ୍ଷ ପ୍ରକାଶ ଆମ୍ବେଦକର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଲକ୍ଷ୍ମଣ ରେଖା ଅତିକ୍ରମ କରିଛନ୍ତି। ଇଣ୍ଡିଆନ ଏକ୍ସପ୍ରେସକୁ ସୂଚନା…
ନିର୍ବାଚନ ପାଇଁ ଟଙ୍କା ବଣ୍ଟାକୁ ଗ୍ରାମବାସୀଙ୍କ ବିରୋଧ, ଭିଡ଼ିଓ ଭାଇରାଲ
ପାଟଣା,୨୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବଚନ ମଣ୍ଡଳୀରେ ଷଷ୍ଠ ପର୍ଯ୍ୟାୟରେ ମତଦାନ ଶନିବାର ଅନୁଷ୍ଠିତ ହେବ। ନିର୍ବାଚନର ୨ଦିନ ପୂର୍ବରୁ ଗୁରୁବାର ଦ୍ୱିପ୍ରହରରୁ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ବିଭିନ୍ନ ଦଳ ପକ୍ଷରୁ ଭୋଟରଙ୍କୁ ଟଙ୍କା ବଣ୍ଟା ଯାଇଥିବା…
ଶଙ୍ଖ ଧରିଲେ ପ୍ରଦୀପ ନାୟକ: ଦିନକ ପୂର୍ବରୁ ଛାଡିଥିଲେ ଭାଜପା
ଭୁବନେଶ୍ୱର,୨୪ା୫:ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ଙ୍କ ଉପସ୍ଥିତରେ ଶଙ୍ଖ ଧରିଛନ୍ତି। ଗୁରୁବାର ପ୍ରଦୀପ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି…
ଖାର୍ଗେ କଲେ ବଡ଼ ଘୋଷଣା: ଏଥର ଭାଜପା ନୁହେଁ କଂଗ୍ରେସ ପାଇବ ବହୁମତ, ମିଳିବ ଏତିକି ଆସନ
ନୂଆଦିଲ୍ଲୀ,୨୪।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଲୋକ ସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ, କେବଳ କଂଗ୍ରେସ ଦଳ ୨୭୩ ଆସନ ଅତିକ୍ରମ କରିବ। ଏହା ବ୍ୟତୀତ…
ଟି-୨୦ ବିଶ୍ୱକପ୍ ପୂର୍ବରୁ କମାଲ କଲା ଆମେରିକା: ବାଂଲାଦେଶକୁ ଚଟେଇଲା ଧୂଳି
ନ୍ୟୁୟର୍କ,୨୪।୫: ଦ୍ୱିତୀୟ ଟି-୨୦ରେ ଆମେରିକା ବାଂଲାଦେଶକୁ ପରାସ୍ତ କରିଛି। ଆୟୋଜକ ଆମେରିକା ୩ ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ ଜିତିଛି। ଆମେରିକା ପ୍ରଥମ ଟି -୨୦ରେ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଥିଲା। ଏଥି ସହିତ, ଏହି ସିରିଜର ତୃତୀୟ…
୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ସମ୍ଭାବ୍ୟ ବାତ୍ୟା ‘ରେମଲ’
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ…
Archives


