Home

ଭୋଟ ଦେବେନି ପିହୁଙ୍କ ମା’ ମୋନାଲିସା

ବିଞ୍ଝାରପୁର,୨୪ା୫(ରାମକୃଷ୍ଣ ଦାସ):ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୂସୁଦନପୁର ଗ୍ରାମର ବହୁ ଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ(ପିହୁ) ନିଖୋଜ ଘଟଣାରେ ପୂର୍ଣ୍ଣଛେଦ ପଡ଼ୁନାହିଁ। ନ୍ୟାୟ ପାଇଁ ସଂଘର୍ଷ କରୁଥିବା ପିହୁଙ୍କ ମା’ ମୋନାଲିସା ନାୟକ ଚଳିତ ଥର ସାଧାରଣ ନିର୍ବାଚନରେ ଭୋଟ…

ରାଷ୍ଟ୍ରପତି ପ୍ରାର୍ଥୀଙ୍କ ମଞ୍ଚ ଭୁଶୁଡ଼ିଲା: ୯ ମୃତ

ମେକ୍ସିକୋ ସିଟି, ୨୪।୫:ମେକ୍ସିକୋର ନୁଏଭୋ ଲିୟୋନ୍‌ ରାଜ୍ୟରେ ଗୁରୁବାର ସିଟିଜେନ ମୁଭ୍‌ମେଣ୍ଟ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଅଲ୍‌ଭାରେଜ ମେନେଜ୍‌ଙ୍କ ଏକ ନିର୍ବାଚନୀ ସଭା ସମୟରେ ଅଘଟଣ ଘଟିଛି। ସଭା ଚାଲିଥିବାବେଳେ ଉକ୍ତ ମଞ୍ଚ ଭୁଶୁଡ଼ି ଜଣେ ନାବାଳକଙ୍କ ସହ ୯ ଜଣଙ୍କର…

ପୋଲିସ-ମାଓବାଦୀ ଗୁଳି ବିନିମୟ: ୮ ମାଓବାଦୀ ନିପାତ

ମାଲକାନଗିରି,୨୩ା୫(ଦୁର୍ଯ୍ୟୋଧନ ପାତ୍ର)/ ରାଉରକେଲା, ୨୪ା୫(ସଙ୍ଗୀତା ଜେନା):ଛତିଶଗଡ଼ ନାରାୟଣପୁର-ବିଜାପୁର ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଆବୁଜମାଡ ଜଙ୍ଗଲରେ ଡିଆର୍‌ଜି, ଏସ୍‌ଟିଏଫ୍‌ର ପ୍ରାୟ ୮୦୦ରୁ ଊର୍ଦ୍ଧ୍ୱ ଯବାନ ନାରାୟଣପୁର…

ସ୍କୁଲ ମାଟି ମାଡିନାହାନ୍ତି ୧୨୧ ଲୋକ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୪ା୫:ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୨୧ ପ୍ରାର୍ଥୀ ସେମାନଙ୍କ ସତ୍ୟପାଠରେ ନିଜକୁ ନିରକ୍ଷର ଘୋଷଣା କରିଛନ୍ତି। ୩୫୯ ପ୍ରାର୍ଥୀ ମାତ୍ର ୫ମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ନାମାଙ୍କନପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରୁ ଜଣାପଡ଼ିଛି। ୬୪୭ ପ୍ରାର୍ଥୀ ୮ମ…

ବିଚାରପତିଙ୍କ କୁକୁର ଚୋରି, ୨୪ ଅଭିଯୁକ୍ତ

ବରେଲି,୨୪/୫:ଉତ୍ତରପ୍ରଦେଶର ଜଣେ ବିଚାରପତିଙ୍କ ବରେଲିସ୍ଥିତ ବାସଭବନରୁ ପୋଷା କୁକୁର ଚୋରି ହୋଇଛି। ସେମାନଙ୍କ ପଡ଼ୋଶୀ ଡମ୍ପି ଅହମଦ କୁକୁର ଚୋରି କରିଥିବା ବିଚାରପତିଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରାଣୀ ନିଷ୍ଠୁରତା ଆଇନରେ ୨୪ରୁ ଊର୍ଦ୍ଧ୍ୱ…

ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିଛନ୍ତି। ବୈଠକରେ ନିର୍ବାଚନ ପରିଚାଳନାର ସମୀକ୍ଷା ସହ ପରାମର୍ଶ ଦେଇଛନ୍ତି ନଡ୍ଡା। ନଡ୍ଡା କହିଛନ୍ତି, ଆଲୋଚନାରୁ ନିଷ୍କର୍ସ ବାହାରିଲା ଯେ, ୧୦୦ରୁ ଊଦ୍ଧର୍‌ବ ସିଟ ଜିତିବୁ। ୧୦୦ରୁ ଊଦ୍ଧର୍‌ବ ସିଟ…

T20 World Cup: ଭାରତ-ପାକିସ୍ତାନ ମ୍ୟାଚର ଗୋଟିଏ ଟିକେଟ୍‌ ଦାମ୍‌ ୧୬ଲକ୍ଷରୁ ଅଧିକ, ଆଇପିଏଲର ପୂର୍ବ ଚେୟାରମ୍ୟାନ ICC ଉପରେ ଝାଡିଲେ ଅସନ୍ତୋଷ

ନୂଆଦିଲ୍ଲୀ,୨୩।୫: ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଜୁନ ୫ରେ ଭାରତ ଆୟର୍ଲାଣ୍ଡକୁ ସାମ୍ନା କରିବ। ଏହା ପରେ ଜୁନ ୯ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ହେବାକୁ ଯାଉଛି, ଯାହାକୁ ସାରା…

ଚମକାଇଲା ଅପରାଜିତାଙ୍କ ବୟାନ, ମୁଖ୍ୟମନ୍ତ୍ରୀ ଡିବେଟ୍‌ ପାଇଁ ହେଲେ…

ଭୁବନେଶ୍ୱର,୨୩।୫: ପଳାଶପଲ୍ଲୀଠାରେ ପ୍ରେସମିଟ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଗୁରୁବାର ଏଠାରେ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମାଣ ଦେଲେନାହିଁ କି ଡିବେଟ ପାଇଁ ରାଜି ହେଲେନି। ୪୮ଘଣ୍ଟା ବିତିଗଲା। ଡିବେଟ ପାଇଁ କେଉଁଠିକି ଯିବି…

ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ: ଯାହାଙ୍କୁ ଲାଗୁଛି ଭାଜପା ହାରିଯିବ, ସେମାନେ ସମସ୍ତେ…

ନୂଆଦିଲ୍ଲୀ,୨୩।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ଦାବି କରୁଛନ୍ତି। ସେ କହିଛନ୍ତି ଯେ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ଯେତିକି ଆସନ ପାଇଥିଲା,ଏଥର ବି ପ୍ରାୟ ସମାନ ନ ହେଲେ ପାଖାପାଖି…

ନିର୍ବାଚନ ଦିନ ବାତ୍ୟା, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ବୁଧବାର ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ସକାଳ ୮ଟା. ୩୦ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ବଙ୍ଗୋପସାଗରରେ ଓ୍ବେଲର୍ମାକ ଲୋ ପ୍ରେସର ଏରିଆରେ ପରିଣତ ହୋଇଛି। ଏହି ସିଷ୍ଟମ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହ ୨୪…

କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର!

ନୂଆଦିଳ୍ଲୀ,୨୩।୫: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲ ଜୁନ ୨ରେ ଆତ୍ମସମର୍ପଣ କରିବେ। ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ସୁପ୍ରିମକୋର୍ଟ ତାଙ୍କୁ ମେ ୧୦ ରେ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଏହାକୁ ନେଇ…

ଟୁଇଟ୍‌ କରି ଧର୍ମେନ୍ଦ୍ରଙ୍କୁ ଏମିତି କହିଲେ ପ୍ରଣବ ପ୍ରକାଶ, ଧର୍ମେନ୍ଦ୍ର ବାବୁ…

ଭୁବନେଶ୍ୱର,୨୩।୫: ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିପକ୍ଷ ଦଳ ମଧ୍ୟରେ ତର୍କବିତର୍କ ଦେଖିବାକୁ ମିଳୁଛି। ଉଭୟ ଦଳ ଉଭୟଙ୍କୁ ର୍ଟାଗେଟ୍‌ କରିବାରେ ଲାଗିଛନ୍ତି। ଏହି ସମୟରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri