Home

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରିଛନ୍ତି। ଛତିଶଗଡ଼ ପରେ ମହାରାଷ୍ଟ୍ର ଏହି ପଦକ୍ଷେପ ନେବାରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ। ଭିଭିଏସ ଲକ୍ଷ୍ମଣ ନୂତନ ମୁଖ୍ୟ ଚୟନକର୍ତ୍ତା ହେବା ରେସ୍‌ରେ ଆଗୁଆ ଅଛନ୍ତି। ଏହି…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ ଉଦାହରଣ ଭାଡ ରୋଡ ଅଞ୍ଚଳରେ ଦେଖିବାକୁ ମିଳିଛି। ଏଠାରେ ସପ୍ତମ ଶ୍ରେଣୀରେ ପଢ଼ୁଥିବା…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ କର୍ତ୍ତା ଭାବରେ ବିବେଚନା କରାଯାଏ। ବୁଧ କର୍କଟ ରାଶିରେ ବାସ କରିବା ଦ୍ୱାରା…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର ରଥଚକ ରାଷ୍ଟ୍ରପତିଙ୍କ ଭବନରେ ପ୍ରଦର୍ଶିତ ହେବ ବୋଲି ମଙ୍ଗଳବାର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାରେ ଲାଗିଛି। ୩ ଦିନ ହେବ ରାଜ୍ୟରେ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ ନାହିଁ ବୋଲି କୃଷି ବିଭାଗ କହୁଛି। କିନ୍ତୁ ଡିଏପି ଏବଂ ୟୁରିଆ ସାର…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି ହ୍ରାଇଡ୍ରାମା କରିଥିଲେ ଜଣେ ନାବାଳିକା। ନାବାଳିକା ଜଣକ ମଞ୍ଚେଶ୍ୱର ଥାନା ଝରଣାବସ୍ତି(ଖ) ଅଞ୍ଚଳରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ସତର୍କ ଏବଂ ସଚେତନତା ସୂଚନା ଜାରି କରାଯାଇଛି। ଅଞ୍ଚଳରେ ଆଇନ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ପମ୍ପରେ ତେଲ ଦିଆ ନ ଯାଉ। ଏହାକୁ ନେଇ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା ସଂଗଠନକୁ ତତକ୍ଷଣାତ୍ ପ୍ରଭାବରୁ ଭଙ୍ଗ କରିଦେଇଛି। ଦଳ ଜିଲ୍ଲା ସଭାପତି ରଘୁବୀର ସିଂହ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ କରି କେବଳ ଶୁଦ୍ଧ ପେଟ୍ରୋଲ ବିକ୍ରୟ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଖବରରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?