ରାଜନୈତିକ ଦଳଙ୍କୁ ଉପଦେଶ ଦେବା ପାଇଁ ଏତେ କୋଟି ଟଙ୍କା ଚାର୍ଜ କରନ୍ତି ପ୍ରଶାନ୍ତ କିଶୋର, ପିକେଙ୍କ ବଡ଼ ଖୁଲାସା
ନୂଆଦିଲ୍ଲୀ,୨।୧୧: ରାଜନୈତିକ ରଣନୀତିକାରରୁ ଜନସୁରାଜ ପାର୍ଟିରୁ ରାଜନେତା ପାଲଟିଥିବା ପ୍ରଶାନ୍ତ କିଶୋର କରିଛନ୍ତି ବଡ଼ ଖୁଲାସା। ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ବହୁ ରାଜନୈତିକ ପାର୍ଟିର ପରାମର୍ଶଦାତା ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି। ବହୁ ଦଳ ତାଙ୍କ ଉପଦେଶ…
ଆମ୍ବଟାକୁଆ ଖାଇ ୨ ମୃତ୍ୟୁ ଘଟଣା: ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତା ନେଇ ଅଭିଯୋଗ ଆଣିଲେ ଏହି ବିଜେଡି ନେତା
ଦାରିଙ୍ଗବାଡ଼ି,୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ଏନେଇ ସାରା…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ଆସିବ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨ା୧୧: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ…
ମୋତେ ଆଜିଯାଏ ପ୍ରକୃତ ପ୍ରେମ ମିଳିଲାନି, କାହିଁକି ଏମିତି କହିଲେ କାର୍ତ୍ତିକ ଆର୍ୟନ
ମୁମ୍ବାଇ: ନିକଟରେ ରିଲିଜ୍ ହୋଇଥିବା ଫିଲ୍ମ ‘ଭୁଲ୍ ଭୁଲେୟା-୩’ ପାଇଁ ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ ଆଜିକାଲି ଚର୍ଚ୍ଚାରେ ରହିଛନ୍ତି। ଏହି ଦୀପାବଳି ଅର୍ଥାତ୍ ନଭେମ୍ବର ୧ରେ ‘ଭୁଲ୍ ଭୁଲେୟା-୩’ ରିଲିଜ୍ ହୋଇଛି। ଏହି ସମୟରେ କାର୍ତ୍ତିକ ତାଙ୍କ ପ୍ରେମସମ୍ପର୍କ ବିଷୟରେ…
ଗାଁକୁ ପଶି ଆସିଲା ହାତୀଛୁଆ
କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ଜଗଦଳା ଡ୍ୟାମ୍ ନିକଟ ରେଙ୍ଗାଳବେଡ଼ା ଗ୍ରାମ ଭିତରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହାତୀଛୁଆ ପଶି ବୁଲୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।ଦଳରୁ ଅଲଗା ହୋଇ ହାତୀଛୁଆଟି ଗ୍ରାମରେ ପଶି ଲୋକଙ୍କ…
ଝାଡ଼ଖଣ୍ଡ ସୀମାରେ ଶିବ ଲିଙ୍ଗ ଭାଙ୍ଗିବା ଘଟଣା: ପ୍ରତିବାଦରେ ଚମ୍ପୁଆରେ ଆନ୍ଦୋଳନ
କେନ୍ଦୁଝର,୨ା୧୧: ଓଡ଼ିଶା ରାଜ୍ୟ କେନ୍ଦୁଝର ଜିଲା ଚମ୍ପୁଆ ସୀମା ଝାଡ଼ଖଣ୍ଡସ୍ଥିତ ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗ ଭଙ୍ଗା ଘଟଣାରେ ଚାପା ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଏହି ଘଟଣା ଘଟିଥିଲା। ଦୁର୍ବୃତ୍ତମାନେ ଶିବ ଲିଙ୍ଗ…
ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍: ୫ମୃତ, ୫ ଗୁରୁତର
ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ। ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ହେମଗିର…
ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ନଭେମ୍ବର ୨୫ରେ ଶୀତ ଅଧିବେଶନ ଆରମ୍ଭ ହୋଇପାରେ ।…
ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…
ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର ଜରିମାନା ଲଗାଯାଇଛି। ଜରିମାନା ରାଶି…
‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…
ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ ସୂଚନା ଦେଇଛନ୍ତି। କିନ୍ତୁ ଏସବୁ ଭିତରେ ସେ ଏପରି ଏକ ବୟାନ ଦେଇଛନ୍ତି ଯାହା…
ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର
ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ ବେଲାଗଞ୍ଜ ବିଧାନସଭା ଉପ-ନିର୍ବାଚନରେ ତାଙ୍କ ଦଳକୁ ସମର୍ଥନ କରି ସମସପୁର, ନିମଚକ ଏବଂ ପିରବିଗା…
ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ
ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର କହିଛନ୍ତି,…

