ନୂଆ ଭାରତ ଘରେ ପଶି ମାରୁଛି: କାହିଁକି ଏମିତି କହିଲେ ପାକିସ୍ତାନ ରାଷ୍ଟ୍ରଦୂତ
ନ୍ୟୁୟର୍କ,୨୨।୫:ନୂଆ ଭାରତ ଘରେ ପ୍ରବେଶ କରି ହତ୍ୟା କରେ। ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି,…
ହଠାତ୍ ଆଖିବୁଜା ଗୁଳିମାଡ଼: ୪୦ ମୃତ
ଆବୁଜା,୨୨।୫:ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ ଗୁଳି ଚଳାଇଥିଲେ। କେବଳ ଏତିକି ନୁହେଁ, ଅନେକ ଘରେ ନିଆଁ ଲଗାଇ ଦେଇଥିଲେ। ଅନେକ…
ପ୍ରଧାନମନ୍ତ୍ରୀ ଭୋଟ ପାଇଁ ତାମିଲଙ୍କୁ ବଦନାମ କରନ୍ତୁ ନାହିଁ: ଷ୍ଟାଲିନ୍
ଚେନ୍ନାଇ,୨୨ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଓଡ଼ିଶାକୁ ପ୍ରଚାରରେ ଆସିବାବେଳେ ପ୍ରତିଥର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇ ରାଜ୍ୟର ଶାସକ ବିଜୁ ଜନତା ଦଳ (ବିଜେଡି)କୁ ଟାର୍ଗେଟ କରୁଛନ୍ତି। ଏହିକ୍ରମରେ ମୋଦି ସୋମବାର କଟକରେ ଭାଜପାର ଏକ…
ଦେଢ଼ଶୁର ବଳାତ୍କାର କରିବା ପରେ ଚରମ ନିଷ୍ପତ୍ତି ନେଲେ ମହିଳା
ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତା ମହିଳାଙ୍କୁ ନିଜ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହାପରେ ମହିଳା ଜଣକ ଲୋକଲଜ୍ଜାକୁ ସହି ନ ପାରି ବିଷ ପିଇ…
ଜୁନାଗଡ଼ରେ ପ୍ରାଚୀନ ନଗର ସଭ୍ୟତାର ସନ୍ଧାନ
ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ପ୍ରାଚୀନ ନଗର ସଭ୍ୟତା ଧ୍ୱଂସାବଶେଷର ସନ୍ଧାନ ମିଳିଛି। ଅନ୍ତର୍ଜାତୀୟ ପତ୍ରିକା ‘ହେରିଟେଜ୍’ରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ବୁଦ୍ଧିଜୀବୀ, ଐତିହାସିକ ଓ କଳାହାଣ୍ଡିବାସୀଙ୍କ ମନରେ ଉତ୍ସୁକତା ବଢ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ…
ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍ ଚେକ୍ କଟକର ବିକାଶ ପାଇଁ ବିନିଯୋଗ କରିବି
୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ ଯାତ୍ରା…
ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ
ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି ପ୍ରିୟଦର୍ଶୀ ମିଶ୍ର। ୨୦୧୪-୧୯ ପର୍ଯ୍ୟନ୍ତ ସେ ବିଜେଡିରୁ ଉତ୍ତର ଭୁବନେଶ୍ୱରର ବିଧାୟକ ଥିଲେ। ଚଳିତ ନିର୍ବାଚନରେ ପ୍ରିୟଦର୍ଶୀ ଦଳୀୟ ଟିକେଟ୍ ପାଇଁ ଆଶାବାଦୀ ଥିଲେ। ତେବେ…
ଦୁର୍ଘଟଣାରେ ଇସ୍ରୋ ଛାତ୍ରଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ସୋର, ୨୨ା୫(ଜନ୍ମେଜୟ ମିଶ୍ର):ଇସ୍ରୋରେ ପାଠ ପଢୁଥିବା ସୋର ପୌରାଞ୍ଚଳ ୧ ନମ୍ବର ୱାର୍ଡ ବାରପଡା ଗ୍ରାମର ଶ୍ରବଣ କୁମାର ଦାସ(୨୧)ଙ୍କ ସୋମବାର କାର୍ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…
ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର
ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ। ପ୍ରଣବ କୁମାର ଆଏଚଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟ୍ରେଲର ‘ଭାରତ ପର୍ବ’ ଦ୍ୱାରା…
କେକେଆର୍କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍)। ଏହା ଦଳ ପାଇଁ ଆଇପିଏଲ୍ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ…
ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧।୫(ସୁନିତ୍ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ ହାତରେ ରହିବ ବୋଲି ଖୋଦ୍ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ତେବେ…
ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ ଭାରତ ପାଇଁ କାହିଁକି ଝଟ୍କା? ଜାଣନ୍ତୁ କାହାକୁ ହେବ ଲାଭ…
ଦୁବାଇ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜରବୈଜାନ ସୀମାନ୍ତ ପ୍ରାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପଛରେ ଘନ କୁହୁଡ଼ି ଏବଂ ପ୍ରତିକୂଳ ପାଗ ଥିବା କୁହାଯାଉଛି। ତେବେ ରାଷ୍ଟ୍ରପତିଙ୍କ କର୍ଡନରେ ଅନ୍ୟ ଦୁଇ ହେଲିକପ୍ଟର…
Archives


