ଆଇପିଏଲ୍ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍!
ନୂଆଦିଲ୍ଲୀ,୨୧।୫: ଆଇପିଏଲ୍ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍ ପ୍ଲେ ଅଫ୍ ଖେଳୁଛନ୍ତି। ମେ’ ୨୬ରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ, ଯେଉଁଥିରେ ପ୍ଲେ ଅଫ୍ ଜିତି ଆଗକୁ…
ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…
ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ ଏହି ବିଧାୟକଙ୍କୁ ମଙ୍ଗଳବାର ଜବାବ ତଲବ କରାଯାଇଛି। ସମୀର ଦାଶ, ସୀମାରାଣୀ ନାୟକ,…
କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍ ଫେଲ୍, କୋଲକାତାକୁ ମାତ୍ର ଏତିକି ରନ୍ର ସହଜ ଟାର୍ଗେଟ…
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନରେ ପ୍ଲେଅଫ୍ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସ ଟସ୍ ଜିତି…
୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…
ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍କି ବାର୍ ୪୦୦ ପାର୍’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା ଲାଗି ସମସ୍ତ ପ୍ରଚେଷ୍ଟା କରୁଛି। ଏମିତିରେ ରାଜନୈତିକ ରଣନୀତିଜ୍ଞ ତଥା ରାଜନୀତିର ଚାଣକ୍ୟ କୁହାଯାଉଥିବା…
ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି
ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା ପକ୍ଷରୁ ଆୟୋଜିତ ମହିଳା ସମାବେଶରେ ମୋଦି ସମ୍ବୋଧନ କରି ଭୋଟିଂ ହାର ବୃଦ୍ଧି କରିବା…
ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍ ପରିଚାଳନା କରିବେ ମହିଳା
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ…
ସିସୋଡିଆଙ୍କୁ ବଡ଼ ଝଟ୍କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍କା ଲାଗିଛି। ଉଭୟ ଇଡି ଏବଂ ସିବିଆଇ ମାମଲାରେ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ବିଚାରପତି…
କୋଲକାତା ବିପକ୍ଷରେ ଟସ୍ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି
ଅହମ୍ମଦାବାଦ,୨୧।୫: ଆଇପିଏଲ୍ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପ୍ରକାଶ…
ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !
ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ କ୍ରିକେଟ ଏକାଡେମୀ ମୁଖ୍ୟ ଭିଭି ଏସ୍ ଲକ୍ଷ୍ମଣ, ଗୌତମ ଗମ୍ଭୀର, ଜଷ୍ଟିନ୍ ଲାଙ୍ଗର, ରିକି…
ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…
ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ ଟାର୍ଗେଟ କରାଯାଉଛି। ଅନେକେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ବୋଲି କହୁଛନ୍ତି। ଏନେଇ…
ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…
ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ ମେଣ୍ଟ…
ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ
ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର…
Archives


