Home

ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l କେନ୍ଦୁଝର…

ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା ଭଲ…

ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଦିନ…

ପ୍ରତିବର୍ଷ ୩୧ ଅକ୍ଟୋବରରେ ଆଇରନ ମ୍ୟାନ୍‌ ଅଫ୍‌ ଇଣ୍ଡିଆ ଅର୍ଥାତ୍‌ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ତାଙ୍କୁ ଭାରତର ଜାତୀୟ ଏକତାର ସ୍ଥପତି ଭାବରେ ସ୍ମରଣ କରାଯାଇଥାଏ। ଦେଶର…

ଦୁଇ ଦିନିଆ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ୪ର୍ଥ ଥର ନିଜର ଜନ୍ମମାଟି ଗସ୍ତ । ସେ ମଧ୍ୟାହ୍ନରେ ସ୍ଵତନ୍ତ୍ର ଏୟାର…

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ…

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ ଚୋରି ଯାଇଥିବା ଘଟଣାର ପର୍ଦ୍ଦାଫାଶ କରିଛି କେ.ନୂଆଗାଁ ଥାନା ପୋଲିସ। ବୁଧବାର ଏହି ଚୋରି…

ରୋହିତ-ଗମ୍ଭୀରଙ୍କ ମଧ୍ୟରେ ଫାଟ, ଅଧିନାୟକ-କୋଚ୍‌ଙ୍କ ମଧ୍ୟରେ ଜୋରଦାର କଥା କଟାକଟି!

ନୂଆଦିଲ୍ଲୀ,୩୦।୧୦: ଟି୨୦ ବିଶ୍ୱକପ୍‌ ୨୦୨୪ ବିଜୟ ପରେ ସେଲିବ୍ରେଶନ୍‌ ମୁଡ୍‌ରେ ଥିବା ଭାରତୀୟ ଟିମ୍‌ର ଖୁସିରେ ଲାଗିଛି ବ୍ରେକ୍‌। ଟି୨୦ ଫର୍ମାଟରେ ଦଳ ଜବରଦସ୍ତ ପ୍ରଦର୍ଶନ କରୁଥିଲେ ହେଁ ଟେଷ୍ଟ ଫର୍ମାଟରେ ଖେଳାଳି ଫିକା ପଡ଼ୁଛନ୍ତି। ଯାହାର ସଦ୍ୟ ଉଦାହରଣ ନ୍ୟୁଜିଲାଣ୍ଡ…

ପାକିସ୍ତାନ ଉପରେ ରାଗି ନିଆଁବାଣ ଚାଇନା, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ…

ବେଜିଂ,୩୦।୧୦: କେବଳ କଥାରେ ପାକିସ୍ତାନ-ଚାଇନା ବନ୍ଧୁ, ହେଲେ ଉଭୟଙ୍କର ବନ୍ଧୁତା କେବଳ ପରସ୍ପରଠାରୁ ଲାଭ ପାଇବା। ଭାରତ ବିରୋଧୀ ଏଜେଣ୍ଡା ହେଉଛି ଏହି ଦୁଇ ଦେଶ ମଧ୍ୟରେ ବନ୍ଧୁତାର ବଡ଼ କାରଣ। ପାକିସ୍ତାନ ଭାରତ ବିରୋଧରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ବେଳେ…

ଶୁଭମନ ଗିଲ୍‌ ନେଲେ ବଡ଼ ନିଷ୍ପତ୍ତି, ଅପେକ୍ଷାରେ ଥିବା ଏହି ଦଳକୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୩୦।୧୦: ଆଇପିଏଲ୍‌ ରିଟେନ୍‌ଶନର ଅନ୍ତିମ ତାରିଖ ହେଉଛି ଅକ୍ଟୋବର ୩୧। ଏହା ପୂର୍ବରୁ ଅନେକ ଚମକାଇବା ଭଳି ଖବର ସାମ୍ନାକୁ ଆସୁଛି। ପ୍ରଥମରୁ ଶ୍ରେୟାସ ଆୟର, କେ ଏଲ୍‌ ରାହୁଲ ଏବଂ ଋଷଭ ପନ୍ତଙ୍କ ଭଳି ଖେଳାଳି ବର୍ତ୍ତମାନର ଟିମ୍‌ରୁ ବାହାରିବାର…

ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ…

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ ଜଳିପୋଡ଼ି ଛାରଖାର ହୋଇଯାଇଛି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଣୁଆଗୁଡ଼ା…

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଟେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?