Home

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା ଏବଂ ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତିବିଦ୍ୟା (AAT) ର ପ୍ରସାର ମଧ୍ୟରେ, କେନ୍ଦ୍ର ସରକାରଙ୍କ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ ଚୋରି ଜିନିଷ ନିଜେ ଫେରାଇ ଦେଇଥିଲେ। କେବଳ ସେତିକି ନୁହେଁ, ସେମାନେ ନିଜର…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ ଏବଂ ପତଳା ଲୁକ ସ୍ବାସ୍ଥ୍ୟ ସମସ୍ୟା ସହିତ ଜଡିତ ହୋଇପାରେ ବୋଲି ପ୍ରଶଂସକ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଙ୍ଗ, ନାଭାଲ ୱିଙ୍ଗ,…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ବାଣ ସହ ଏକ ଡାଲା ଅଟୋ OD25D2062 କୁ ପୋଲିସ ଜବତ କରିଛି।…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଥିଲେ। ସେ ସ୍ପଷ୍ଟ ଭାବରେ କହିଥିଲେ ଯେ ସେ ସମ୍ରାଟ ଚୌଧୁରୀ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି ହାତୀପଲକୁ ଦେଖିବା ପାଇଁ ଘଟଗାଁ ବ୍ଲକ ଡ଼ପାଣି ଗ୍ରାମର ମଦନ ନାଏକ ସେଠାକୁ…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର କିଣିବାକୁ ପଡ଼ିପାରେ, ଯାହା ଫଳରେ ଗ୍ରାହକଙ୍କ ଉପରେ ଆର୍ଥିକ ବୋଝ ପଡ଼ିପାରେ ।…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ ପରେ, ତାଙ୍କୁ ତାମିଲନାଡୁ ପୋଲିସ ଗିରଫ କରିଛି। କାବେରୀ ନଦୀ ସମ୍ପର୍କରେ ତାଞ୍ଜାଭୁରରେ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି ହଲିଉଡରେ ସକ୍ରିୟ ଅଛନ୍ତି। ଲଗାତର ଅନ୍ତର୍ଜାତୀୟ ପ୍ରୋଜେକ୍ଟରେ କାମ କରୁଛନ୍ତି। ହଲିଉଡ ଷ୍ଟାରଡମ…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ କିଛଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରୁଥିବାର ଅନୁମାନ କରାଯାଉଛି।…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର ନର୍ସରି ଏବେ ଶ୍ରୀହୀନ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଦୀର୍ଘ ବର୍ଷ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?