Home

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି। ସେମାନଙ୍କୁ…

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ମୁଖ୍ୟ ଅତିଥି ଭାବେ…

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା ପ୍ରଚାର ପ୍ରସାର କରିବା ଏହି ଦିନର ମୂଳ ଉଦ୍ଦେଶ୍ୟ। ଉକ୍ତ ଦିନ ଯୁବକମାନଙ୍କୁ ଆତଙ୍କବାଦ…

ଇଭିଏମକୁ ଫୁଲମାଳ ପିନ୍ଧାଇଲେ ସ୍ବାଧୀନ ପ୍ରାର୍ଥୀ

ନାସିକ: ଚଳିତ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇ ଯାଇଛି। ତେବେ ଏହି ନିର୍ବାଚନ ଚାଲିଥିବାବେଳେ ମହାରାଷ୍ଟ୍ରର ନାସିକରୁ ଏକ ଭିଡିଓ ଫୁଟେଜ ସାମନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ମହାରାଷ୍ଟ୍ରର ନାସିକରୁ ଶାନ୍ତିଗିରି…

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ ମତଦାନର ଅଧିକାରକୁ ସାବ୍ୟସ୍ତ କରିଛନ୍ତି। ବଲିଉଡ୍‌ର ଭେଟେରାନ ଅଭିନେତା ତଥା ପୂର୍ବତନ ଏମ୍‌ପି ପରେଶ…

ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ

ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍‌ସାଇଟ୍‌ର ପ୍ରତିଷ୍ଠାତା ଜୁଲିଅନ୍‌ ଅସାଞ୍ଜ ଅପିଲ୍‌ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨ ବର୍ଷୀୟ ଅସାଞ୍ଜଙ୍କ ଆଇନଗତ ଲଢ଼େଇ ଆହୁରି ଦୀର୍ଘ ହେବାକୁ ଯାଉଛି। ବ୍ରିଟେନ୍‌ ସରକାରଙ୍କ…

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା ଜାରି…

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ ହୋଇଥିବାବେଳେ…

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ…

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି। ଏକ ଟ୍ରକ ଧକ୍କାରେ ବାଇକରେ ଥିବା ଶଳା ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ ସେ କହିଛନ୍ତି ଯେ ଆଜି କଙ୍ଗନା ଯେଉଁ ମନ୍ଦିର ଯାଉଛନ୍ତି, ସେହି ମନ୍ଦିରଗୁଡ଼ିକୁ ସଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri