Home

ମୋମୋ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ

ହାଇଦ୍ରାବାଦ,୩୦।୧୦: ମୋମୋ ନେଲା ଜୀବନ। ହାଇଦ୍ରାବାଦର ବନଜାରା ପାହାଡ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନୀଙ୍କ ଦ୍ୱାରା ବିକ୍ରି ହୋଇଥିବା ମୋମୋ ଖାଇବା ପରେ ଜଣେ ୩୩ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଅନ୍ୟ ୨୦ ଜଣ…

‘ସେଞ୍ଚୁରୀ କୁଇନ୍‌’ ହେଲେ ସ୍ମୃତି ମନ୍ଧନା: ଭାଙ୍ଗିଦେଲେ ସବୁ ରେକର୍ଡ

ନୂଆଦିଲ୍ଲୀ,୩୦।୧୦: ସ୍ମୃତି ମନ୍ଧନା ତାଙ୍କ ନାମରେ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଭାରତୀୟ ମହିଳା କ୍ରିକେଟ ଇତିହାସରେ ସର୍ବାଧିକ ଦିନିକିଆ ଶତକ ହାସଲ କରିଛନ୍ତି। ସେ ମହାନ ବ୍ୟାଟ୍ସମ୍ୟାନ ମିତାଲି ରାଜଙ୍କୁ ପଛରେ ପକାଇ ଏହି ରେକର୍ଡ…

‘ସିଟାଡେଲ ହନିବନି’ ଟ୍ରେଲର ୨ ରିଲିଜ୍‌

ମୁମ୍ବାଇ:ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁଙ୍କ ‘ସିଟାଡେଲ ହନିବନି’ ଓ୍ବେବ ସିରିଜ୍‌ ଆସନ୍ତା ନଭେମ୍ବର ୭ରେ ଓଟିଟି ପ୍ଲାଟ୍‌ଫର୍ମ ଆମାଜନ ପ୍ରାଇମରେ ଷ୍ଟ୍ରିମିଂ ହେବାକୁ ଯାଉଛି। ତେବେ ଏହି ସିରିଜ୍‌ର ଦ୍ୱିତୀୟ ଟ୍ରେଲରକୁ ମଙ୍ଗଳବାର ଜାରି କରାଯାଇଛି।…

୧୩ ହଜାର କି.ମି. ସାଇକେଲ ଚଳାଇ ରୋନାଲ୍‌ଡୋଙ୍କୁ ଭେଟିଲେ ପ୍ରଶଂସକ

ରିୟାଧ୍‌:ପ୍ରସିଦ୍ଧ ଫୁଟ୍‌ବଲର ତଥା କିମ୍ବଦନ୍ତୀ କ୍ରୀଡ଼ାବିତ କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କର ବିଶ୍ୱବ୍ୟାପୀ ପ୍ରଶଂସକ ରହିଛନ୍ତି। ସମ୍ପ୍ରତି ତାଙ୍କୁ ଭେଟିବା ପାଇଁ ଜଣେ ପ୍ରଶଂସକ ସାଇକେଲ ଯୋଗେ ୧୩ ହଜାର କିଲୋମିଟର ଯାତ୍ରା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ରୋନାଲ୍‌ଡୋଙ୍କର ଗୋଙ୍ଗ୍‌(୨୪) ନାମକ ଚାଇନାର…

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ । କହିରଖୁଛୁ, ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୫ରୁ ଜନଗଣନା ଆରମ୍ଭ ହେବାର ଅଛି ଓ…

ହାତ ମିଶାଇଲେ ରୁଷିଆ-ପାକିସ୍ତାନ: ଟେନସନରେ ଭାରତ 

ଇସଲାମାବାଦ୍,୩୦/୧୦:ପାକିସ୍ତାନ ଆଜିକାଲି ରୁଷିଆ ସହ ନିଜର ସମ୍ପର୍କକୁ ସୁଦୃଢ଼ କରିବାରେ ଲାଗିପଡିଛି । ଉପ ପ୍ରତିରକ୍ଷା ମନ୍ତ୍ରୀ କର୍ଣ୍ଣେଲ ଜେନେରାଲ ଆଲେକଜାଣ୍ଡର ଭି ଫୋମିନଙ୍କ ନେତୃତ୍ୱରେ ରୁଷିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପାକିସ୍ତାନ ଗସ୍ତରେ ଅଛନ୍ତି । ରୁଷିଆର ଉପସୁରକ୍ଷା…

ଲେଖକ ଲେଖନ୍ତୁ

ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୧୯(୧) ‘ଏ’ରେ ନାଗରିକର ଅଭିବ୍ୟକ୍ତି ସ୍ବାଧୀନତା ଏକ ମୌଳିକ ଅଧିକାର ଭାବେ ବର୍ଣ୍ଣନା କରାଯାଇଛି। କିନ୍ତୁ ବହୁ କ୍ଷେତ୍ରରେ ସେହି ଅଧିକାର ଭଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ଏପରିକି ରୋକ୍‌ଠୋକ୍‌ କହି ଦେଉଥିବା କିମ୍ବା ଲେଖିଦେଉଥିବା ବ୍ୟକ୍ତିଙ୍କୁ…

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ ଖାନଙ୍କୁ ଧମକ ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମେସେଜ ପଠାଇଥିବା ବ୍ୟକ୍ତି ୨…

ସାଂଘାତିକ ଗୋଷ୍ଠୀ ସଂଘର୍ଷ:୩ ମହିଳା ସହ ୫ ଜଣଙ୍କୁ ନିର୍ମମ ହତ୍ୟା, ୪ ଗୁରୁତର

ସୁନ୍ଦରଗଡ,୩୦/୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ ଆହତ…

ପୁଣି ପ୍ରେମରେ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ସ୍ତ୍ରୀ, ଜାଣନ୍ତୁ ତାଙ୍କ ବୟଫ୍ରେଣ୍ଡ୍ କିଏ

ମୁମ୍ବାଇ,୩୦/୧୦:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ୍ ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି। କେତେବେଳେ ତାଙ୍କ ମ୍ୟୁଜିକ୍ ଭିଡିଓ ପାଇଁ ତ କେତେବେଳେ ଲୁକ୍ କାରଣରୁ ସେ ଆଲୋଚନାରେ ରହୁଛନ୍ତି। ନିକଟରେ ପ୍ରଯୋଜକ ନିଖିଲ ଦ୍ୱିବେଦୀ ଏକ ଦୀପାବଳି ପାର୍ଟିର ଆୟୋଜନ…

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ ଦେଶର କୂଟନୀତିଜ୍ଞଙ୍କୁ ବହିଷ୍କାର କରାଯାଇଛି। ସେପଟେ ଏବେ ଆମେରିକା ମଧ୍ୟ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର…

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ ୬ ବର୍ଷ ମଧ୍ୟରେ ଏହି ସଂଖ୍ୟା ହଜାରେ ଟପିପାରେ । ରିପୋର୍ଟରେ କୁହାଯାଇଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?