ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ
କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ୨୭୫ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟରେ ମୁଖ୍ୟ ବିରୋଧୀ ଦଳ ନେପାଳୀ…
ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା
ଭୁବନେଶ୍ୱର, ୨୧।୫(ସୁନିତ୍ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା ବୁଝିବାର ନାଟକ କରିଥିଲେ। କିନ୍ତୁ ଗୁମାସ୍ତାଙ୍କ ନାଟକକୁ ଓଡ଼ିଶାବାସୀ ବୁଝି ବିଜେଡିକୁ ପ୍ରତ୍ୟାଖ୍ୟାନ କରୁଥିବାରୁ…
ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ
କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି…
ଗୋଟିଏ ଇଆଡ଼େ, ଆଉ ଗୋଟେ ସିଆଡ଼େ
ସମ୍ବଲପୁର/ରେଙ୍ଗାଲିରୁ,୨୧ା୫ (ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସମ୍ବଲପୁର ସମେତ ୫ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟ ଜୋରଦାର ଚଳାଇଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରଣବ…
ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ ୧…
୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ
କୋବ୍ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ ଲାଇନ…
୧୫ତମ ଷ୍ଟେଜ୍ରେ ପୋଗାକାର ବିଜୟୀ
ରୋମ୍, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍ର ୧୫ତମ ଷ୍ଟେଜ୍ ଜିତିଛନ୍ତି। ସେ ୬ ଘଣ୍ଟା ୧୧ମିନିଟ ୪୩ ସେକେଣ୍ଡ ଟାଇମିଂରେ ରେସ୍ ଶେଷ କରିଥିଲେ। ଏଥିସହିତ ସେ ଓଭରଅଲ୍ ଜେନେରାଲ…
ଟିକେଟ୍ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍
ପ୍ୟାରିସ୍,୨୧ା୫(ପି.ଟି): ପ୍ୟାରିସ୍ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ। ଏହା ସହ ପାରାଲିମ୍ପିକ୍ସ ଟିକେଟ ବିକ୍ରିକୁ ବୃଦ୍ଧି କରିବା ପାଇଁ ଏକ ଭିଡିଓ କ୍ୟାମ୍ପେନ୍…
ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ
ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ ବିଜେଡି କର୍ମୀମାନେ ମୋ ପୁଅକୁ ହାଣି ହତ୍ୟା…
୩ଦିନ ହିଟ୍ ଓ୍ବେଭ୍, ୨୪ରୁ ବର୍ଷା
ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍ ଓ୍ବେଭ୍କୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୨…
ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ
ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା ସହ ଏହାକୁ ପ୍ରତ୍ୟାହାର କରିନେବା ପାଇଁ ଆବେଦନକାରୀଙ୍କୁ ଅନୁମତି ପ୍ରଦାନ କରିଥିଲେ। ଆବେଦନକାରୀ ଆଇନଜୀବୀ…
ଜଣେ ଏମ୍ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ
ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରେ ରୋଡ୍…
Archives


