Home

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ରାଜ୍ୟଗୁଡ଼ିକର କ୍ରିକେଟ ପ୍ରତିଭାଙ୍କୁ ଆଗକୁ ବଢ଼ାଇବା ପାଇଁ ବିସିସିଆଇ ଏଭଳି ନିଷ୍ପତ୍ତି ନେଇଛି। ଶିଲଂ,…

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଏନେଇ ଏକ ପ୍ରେସ୍‌ ବିଜ୍ଞପ୍ତିରେ ବିସ୍ତୃତ ସୂଚନା ଦେଇଛି। ଚଳିତ ବର୍ଷ…

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏପରିକି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ତା’ର ସିଇଓ ଜନ୍‌ ସ୍ଲାଭେନଙ୍କୁ…

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ (ଏନ୍‌ଏସଇ-ଆଜୁନି)ର ରାଇଟ୍‌ସ ଇସ୍ୟୁ ୨୦୨୪ ମେ ୨୧ରେ ଖୋଲିବାକୁ ଯାଉଛି। ଏପରିକି ଏବିଏଲର ୪୩.୮୧…

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଜମା ସଂଗ୍ରହ କ୍ଷେତ୍ରରେ ବିଓଏମ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ…

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ ନେଇ ନାଲ୍‌କୋ ଉଚ୍ଚକର୍ତ୍ତୃପକ୍ଷଙ୍କ ପକ୍ଷରୁ ରବିବାର ନିଯୁକ୍ତି ପତ୍ର ଦିଆଯାଇଛି। ନାୟକ ଦୀର୍ଘ ୨୪…

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି। ସେମାନଙ୍କୁ…

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ମୁଖ୍ୟ ଅତିଥି ଭାବେ…

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା ପ୍ରଚାର ପ୍ରସାର କରିବା ଏହି ଦିନର ମୂଳ ଉଦ୍ଦେଶ୍ୟ। ଉକ୍ତ ଦିନ ଯୁବକମାନଙ୍କୁ ଆତଙ୍କବାଦ…

ଇଭିଏମକୁ ଫୁଲମାଳ ପିନ୍ଧାଇଲେ ସ୍ବାଧୀନ ପ୍ରାର୍ଥୀ

ନାସିକ: ଚଳିତ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇ ଯାଇଛି। ତେବେ ଏହି ନିର୍ବାଚନ ଚାଲିଥିବାବେଳେ ମହାରାଷ୍ଟ୍ରର ନାସିକରୁ ଏକ ଭିଡିଓ ଫୁଟେଜ ସାମନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ମହାରାଷ୍ଟ୍ରର ନାସିକରୁ ଶାନ୍ତିଗିରି…

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ ମତଦାନର ଅଧିକାରକୁ ସାବ୍ୟସ୍ତ କରିଛନ୍ତି। ବଲିଉଡ୍‌ର ଭେଟେରାନ ଅଭିନେତା ତଥା ପୂର୍ବତନ ଏମ୍‌ପି ପରେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri