Home

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସ୍ପେକ୍ଟର୍‌ ଇଣ୍ଡେକ୍ସ ଏହି ସୂଚନା ଦେଇଛି।…

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ…

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଦୀରେ ମୋଟ୍‌ ୮ ପିଲାର ହେବାକୁ ଥିବା ବେଳେ…

ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି

ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ ହାରିବା ପରେ ଦଳକୁ ପ୍ରଥମ ରାଉଣ୍ଡରୁ ହଟାଇବାକୁ ପଡିଲା। ଏହି ମ୍ୟାଚରେ ଚେନ୍ନାଇର ୨୧୦…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଜିଲାର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ରରେ ନିର୍ବାଚନ ତାତି ଜୋର…

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ଆଣ୍ଟିବାୟୋଟିକ ଚିକିତ୍ସା କରୁଛନ୍ତି। ରବିବାର ରାଜାଙ୍କ ସ୍ବାସ୍ଥ୍ୟ ଉପରେ ରୟାଲ କୋର୍ଟ ତାଜା ଅପଡେଟ…

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି। ଫଳରେ ସାଧାରଣ ଭୋଟର କାହାକୁ ଭୋଟ ଦେବେ ସେଥିପ୍ରତି ଅଧିକ ଯନତ୍ବାନ ହେଉଥିବା ଚର୍ଚ୍ଚା…

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟ୍‌ ହେବାରେ ଲାଗିଛି। ପ୍ରଶାସନିକ ଅଧିକାରୀଙ୍କ ଜାଣତରେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ଏଥିରେ…

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା…

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ। ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି, ମୁଁ…

ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ ଅଣ୍ଡର ଗାଉଣ୍ଡ ବ୍ରିଜ ବଦଳରେ ଉଭର ବ୍ରିଜ ଦାବି କରି ଆଜି ଭୋଟ ବର୍ଜନ…

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ ମୋତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri