Home

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣକୁ ପୋଲିସ ଏକ ଏନକାଉଣ୍ଟର ପରେ ଗିରଫ କରିଛି। ତଦନ୍ତରୁ ଜଣାପଡିଛି…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଛୋଟ ବ୍ୟବସାୟୀମାନେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲେ। ନଗଦ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଭାରତୀୟ ସମୟ ଅନୁଯାୟୀ ସକାଳ ୯ଟା ୩୦ରେ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ ନାମ ବାଦ୍‌ ଦିଆଯାଇଛି। ସୋମବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିବା ଅବସରରେ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ ବିକଶିତ ହୋଇଥାଇପାରେ। ଆମେରିକାର ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟିର ଏକ ନୂତନ ଗବେଷଣାରୁ ଏହା ଜଣାପଡ଼ିଛି,…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି ପଦକ ହାସଲ କରିଥିଲା। ଭାରତୀୟ ଖେଳାଳିମାନେ କେବଳ ପାକିସ୍ତାନକୁ ଦୁଇଥର ପରାସ୍ତ କରି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା ବିଭାଗର ସରକାରୀ ଅଧିକାରୀମାନଙ୍କୁ ଦେବାକୁ ପଡ଼ିବ। ବିଧାନସଭା ଘେରାଉ ପୂର୍ବରୁ ସରକାର ଯଦି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ ଲୋଗୋ ଏବଂ ଅସ୍ଥାୟୀ ପ୍ରତୀକ ‘ଫୁଟବଲ ଖେଳାଳି’ ପ୍ରକାଶ କରିଛି। ଅକ୍ଟୋବର ୬ରେ…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ କରିଛନ୍ତି। ଫଳରେ ଟ୍ରମ୍ପ୍‌ ପ୍ରଶାସନ ଏବଂ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ମଧ୍ୟରେ ମୁହଁାମୁହିଁ ସ୍ଥିତି…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଆସନ୍ତା ୨୩ରୁ ୨୪ ସେପ୍ଟେମ୍ବର ମଧ୍ୟରେ କୋରାପୁଟ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?