Home

ହରଭଜନଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ ମଧ୍ୟରେ ଖେଳାଯିବ IPL 2024 ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୧୯।୫: ପୂର୍ବତନ ଭାରତୀୟ ଅଫ ସ୍ପିନର ହରଭଜନ ସିଂ ଆଇପିଏଲ ୨୦୨୪ର ଫାଇନାଲିଷ୍ଟ ଦଳ ଚୟନ କରିଛନ୍ତି। ହରଭଜନ ସିଂ ବିଶ୍ୱାସ କରନ୍ତି ଯେ ଆଇପିଏଲ ୨୦୨୪ର ଅନ୍ତିମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ କୋଲକାତା ନାଇଟ ରାଇଡର୍ସ ଦଳ…

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ ସହ…

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ ଆମ ଆଦମୀ ପାର୍ଟି କରୁଥିବା କାମ ଭାଜପା କରିବାକୁ ସକ୍ଷମ ହୋଇ ନ ଥିବାରୁ…

ସିଏସ୍‌କେ ହାରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାୟୁଡୁ, ପରଦିନ ଆର୍‌ସିବିକୁ କହିଲେ ବଡ଼ କଥା; VIDEO

ବାଙ୍ଗାଲୁରୁ,୧୯।୫: ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶନିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଖେଳାଯାଇଥିଲା। କୋହଲିଙ୍କ ଟିମ୍‌ ଧୋନୀଙ୍କ ଦଳକୁ ୨୭ ରନ୍‌ରେ ପରାଜିତ କରିଥିଲା। ଏଥିସହ ଚେନ୍ନାଇ ପ୍ଲେଅଫ୍‌ ଦୌଫରୁ ବାଦ୍‌ ପଡ଼ିଥିଲା। ଏହାକୁ ନେଇ ପ୍ରଶଂସକଙ୍କ…

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ ଆଇନରେ ଅନେକ ଅସଙ୍ଗତି ରହିଛି ବୋଲି ଆବେଦନପତ୍ରରେ ଦର୍ଶାଯାଇଛି। ଜଷ୍ଟିସ ବେଲା ଏମ ତ୍ରିବେଦୀ…

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ ସନ୍ଧ୍ୟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ସେ…

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ ହୋଇଛନ୍ତି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଥିଲେ। ମେଣ୍ଡରରେ ଅନନ୍ତନାଗ-ରାଜୌରୀ ଲୋକ ସଭା ଆସନ…

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍‌ ଜାରି କରିବା…

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ। ପୁରୁଷୋତ୍ତମପୁର ବ୍ଲକରେ ଯାଉଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ ୧୫…

CSKର ପରାଜୟକୁ ହଜମ କରିପାରିଲେନି ରାୟୁଡୁ, ଅଧାରୁ ଛାଡିଲେ ମାଇକ…

ନୂଆଦିଲ୍ଲୀ,୧୯।୫: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଦଳ। ଏହି ଦଳ ପାଞ୍ଚ ଥର ଟାଇଟଲ ଜିତିଛି ଏବଂ ପ୍ଲେ ଅଫରେ ସର୍ବାଧିକ ଥର ପହଞ୍ଚିଛି। ତେଣୁ ଶନିବାର ଚେନ୍ନାଇ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲ…

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ ଫସିଯାଇଥାନ୍ତି। ଏବେ ସେମିତି ଘଟଣା ଜଣେ ଯୁବତୀଙ୍କ ସହ ଘଟିଛି। ଏକ ଡେଟିଂ ଆପ୍‌ରେ…

ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା ନେବାକୁ ରାସ୍ତାରେ କାନ୍ଦୁଥିବାର ଦେଖାଯାଇଥିଲା। ସେହି ସମୟରେ ସେହି ବାଟରେ ଯାଉଥିବା ଜଣେ ମହିଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri