IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି
ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୧୬ତମ ସିଜନ୍ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍ ପ୍ଲେ ଅଫ୍ ଖେଳିବ ତାହା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟରେ ଭିନ୍ନ ଭିନ୍ନ ରାଜ୍ୟ ଏବଂ ସହର ନାମରେ ଟିମ୍ ରହିଛି। ହେଲେ…
ଭ୍ରଷ୍ଟାଚାରୀଙ୍କୁ ବାହାରେ ରହିବାକୁ ଦେବି ନାହିଁ: ମୋଦି
କୋଲକାତା,୧୯।୫: ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପୁରୂଲିଆରେ ପହଞ୍ଚିଥିଲେ। ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୋର ଆଶୀର୍ବାଦ ଦରକାର। ବିରୋଧୀ ଦଳକୁ ଲକ୍ଷ୍ୟ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଦିଲ୍ଲୀରେ…
ବାହା ହେବେ ସାରା!
ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ ଅଛନ୍ତି। ସେ ଖୁବ କମ ସମୟ ମଧ୍ୟରେ ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ନିଜକୁ ପ୍ରତିଷ୍ଠିତ…
ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ
ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍ଆଇଟି ଟିମ୍କୁ ହସ୍ତାନ୍ତର…
ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?
ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା ମନ୍ଦାନା ଟ୍ରୋଲର ସମ୍ମୁଖୀନ ହୋଇଛନ୍ତି। କେବଳ ଏତିକି ନୁହେଁ ଏଥର ମଧ୍ୟ କଂଗ୍ରେସ ତାଙ୍କୁ…
ହାରିବା ପରେ ଡ୍ରେସିଂ ରୁମ୍ରେ ଏକା ବସିଲେ ଧୋନୀ, କାହା ସହ ମିଳାଇଲେନି ହାତ,ଭାଇରାଲ ହେଉଛି ଭିଡିଓ…
ବେଙ୍ଗାଲୁରୁ,୧୯ା୫: ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍ରେ ପ୍ରବେଶ କରିଛି। କ୍ରମାଗତ ୬ଟି ମ୍ୟାଚ ଜିତି ବିରାଟ କୋହଲିଙ୍କ ଦଳ ଏହାକୁ ପ୍ଲେ ଅଫ୍ କରିବାରେ ସଫଳ ହୋଇଥିବାବେଳେ ମହେନ୍ଦ୍ର ସିଂ ଧୋନୀଙ୍କୁ ନିରାଶ…
ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା
ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ ଲୋକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ସେତେବେଳେ ମଞ୍ଚ ଉପରେ ଅଖିଳେଶ ଯାଦବ ଏବଂ କଂଗ୍ରେସ…
ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ
ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ଅସୁସ୍ଥତା ସହ ସଂଘର୍ଷ କରୁଥିଲେ। ସୋସିଆଲ…
କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ
ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଏବଂ ଡିଭିଆର ଜବତ କରିଛି ଏବଂ ତଦନ୍ତକାରୀ ଦଳ ସେଠାରୁ ଚାଲିଯାଇଛନ୍ତି। ଘଟଣାର…
ହାଇଭୋଲ୍ଟେଜ୍ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍ରିଓ୍ବାଲ, କହିଲେ…
ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ ଏବଂ…
ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତ ଯୁବକ ଲାଠିଗୁଡ଼ା…
କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍ରେ ଲୋକେ ହେଉଛନ୍ତି ଦିୱାନା
ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ ସବୁ ଅଭିନେତ୍ରୀଙ୍କ ଠାରୁ ଆରମ୍ଭ କରି ମଡେଲମାନେ ପରଫେକ୍ଟ କ୍ୟାଟୱାକ କରିବା ପାଇଁ ଚେଷ୍ଟା…
Archives


