ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ
ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ ରଖିବାରୁ ତାଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ରାଧାରମଣ ରୋଡ୍ସ୍ଥିତ ଶ୍ରୀ ସାଇ ହସ୍ପିଟାଲରେ ଗ୍ରାମର…
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍ ଚର୍ଚ୍ଚାରେ ଥିଲା। ତେବେ ଏଯାଏଁ ମୋଦି ଏହାକୁ ନେଇ ମୁହଁ ଖୋଲି ନ ଥିବାବେଳେ…
ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍ ଟୁରିଷ୍ଟ ଗୋପୀଚାନ୍ଦ
ଓ୍ବାଶିଂଟନ,୧୯ା୫: ଜେଫ୍ ବେଜୋସ୍ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍ ଟୁରିଜିମ୍ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍ଏସ୍-୨୫କୁ ନେଇ କାର୍ମାନ ଲାଇନ…
ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା
ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା…
ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍
ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି। ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ ସଭାପତି…
ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍ ସୁନା
ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର, ସ୍ବାଧୀନ…
ଭୋଟ୍ ବେଲେ ମାଗି ଆଏସନ୍
ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍ ବେଲେ ମାଗି ଆଏସନ୍, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା ବେଳେ ଅନ୍ୟ ସମୟରେ ସେମାନଙ୍କର ଦେଖା ମିଳେନାହିଁ। ସୁନ୍ଦରଗଡ଼ ସହରରୁ ୩୦ କିଲୋମିଟର…
ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା
ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ…
ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ
ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସିକା ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା…
ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ
ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା।…
ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର
ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର ପ୍ରଦାନ…
ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍ୱର୍କ ଜୋନ୍
ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ ବାରମ୍ବାର…
Archives


