ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ
ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ନିଜର ମତ ରଖିଥିଲେ। ଠାକରେ କହିଛନ୍ତି, ପଣ୍ଡିତ ଜବାହରଲାଲ ନେହେରୁଙ୍କ ପରେ ତୃତୀୟ ଥର…
‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ। କାରଣ ତୁମ ହତ୍ୟାକାରୀ ଏବେ ବି ଜୀବିତ ଅଛନ୍ତି। କେହି ବି ଦେଶକୁ ଖଣ୍ଡ…
ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ
ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ ଭୋଟର…
ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ
ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ଏନେଇ ସୂଚନା ଦେଇଛନ୍ତି। ନଗଦ ଟଙ୍କା ସହ ୩୧ ଲକ୍ଷ ଲିଟର ମଦ,…
୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ
ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ ସ୍ଥାନୀୟ ଲୋକମାନେ ତିନିଜଣ ପାକିସ୍ତାନୀ ଛାତ୍ରଙ୍କୁ ପିଟି ପିଟି ମାରି ଦେଇଛନ୍ତି। ସ୍ଥାନୀୟ ଲୋକମାନେ…
Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରୁ ବାହାରୁଥିବା ଦେଖାଯାଇଛି। ଏହାରି ଭିତରେ ମହିଳା ସିକ୍ୟୁରିଟି ଗାର୍ଡ ଜଣକ ତାଙ୍କୁ…
ଭାଜପାକୁ ଭୋଟ ନ ଦେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ
ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ ଶପଥ କରାଉଛନ୍ତି ଯେ ସେମାନେ ଏଥର ଭାଜପାକୁ ଭୋଟ ଦେବେ ନାହିଁ। ଶେଷରେ ଯାହା…
ଏଥର ଟି-୨୦ ବିଶ୍ୱକପ୍ କିଏ ହେବ ଚାମ୍ପିୟନ୍: ଜୟ ଶାହା କଲେ ଖୁଲାସା
ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଜୁନ ୨ରେ ଆୟର୍ଲାଣ୍ଡ ବିପକ୍ଷରେ ବିଶ୍ୱକପ ଅଭିଯାନ ଆରମ୍ଭ କରିବ। ଏହା…
କେଜ୍ରିଓ୍ବାଲ୍ଙ୍କୁ ଚ୍ୟାଲେଞ୍ଜ୍ ଦେଲେ ଅମିତ ଶାହା
ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ଙ୍କୁ ଟାର୍ଗେଟ୍ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା ଯେ, କେଜ୍ରିଓ୍ବାଲ୍ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ଦ୍ୱାରା ଇଣ୍ଡିଆ ମିଳିତ ମେଣ୍ଟ ଉପକୃତ ହୋଇଛି…
ଆତିଶିଙ୍କ ଗମ୍ଭିର ଅଭିଯୋଗ: କିଛି ଦିନ ହେବ ଭାଜପା ସହ ସମ୍ପର୍କରେ ଅଛନ୍ତି ଶ୍ୱାତି, ନଡ୍ଡା କହିଲେ ଏଏପିର ଚୋରି ଧରାପଡିଲା
ନୂଆଦିଲ୍ଲୀ,୧୮।୫: ଶ୍ୱାତି ମାଲିଓ୍ବାଲଙ୍କ ମାମଲାକୁ ନେଇ ଗୋଟିଏ ପଟେ ପୋଲିସ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ବି ହୋଇଛି ସରଗରମ। ଆମ ଆଦମୀ ପାର୍ଟି(ଏଏପି) କହିଛି ଏହା ଭାଜପାର ଚାଲ। ହେଲେ ଏହାର ଜବାବ ରଖିଛି ଭାଜପା।…
ଉଇକେଟ୍ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…
ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ ତାଙ୍କର ପ୍ରଥମ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ୍ ସେ ଫ୍ଲପ୍ ସାବ୍ୟସ୍ତ ହୋଥିଲେ। ସେ…
ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି
ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ପ୍ରଥମ ଥର ପାଇଁ ବାର୍ଷିକ ‘ରବିବାର ଟାଇମ୍ସ ରିଚ ଲିଷ୍ଟ’ରେ ସ୍ଥାନ…
Archives


