Home

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ଦିନରେ ବ୍ରାଣ୍ଡ୍‌ର ୫ଟି ଆଉଟ୍‌ଲେଟ ଆମେରିକା ବଜାରରେ ଉଦ୍‌ଘାଟନ ଏବଂ ପୁନଃ ଉନ୍ମୋଚନ…

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି ଶୁକ୍ରବାର ନୂଆଦିଲ୍ଲୀରେ ୨୨କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୮୦୫ ଟଙ୍କା ଏବଂ…

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି. ଦୂର କୁମ୍ଭାରବସ୍ତରେ ଏହି ପାର୍କ ଆସନ୍ତା ୨୪ରେ ଖୋଲାଯିବ। କୋଚି, ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ…

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା ଓସ୍‌ମେ)ର ଓଡ଼ିଶା ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ନିକଟରେ ସଂଘର ସମ୍ମିଳନୀ…

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିମୋନୋକୋନିଓସିସ୍‌ ଉପରେ ଏକ ବୃତ୍ତିଗତ ସ୍ବାସ୍ଥ୍ୟ ଏବଂ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପ୍ଲାଣ୍ଟ ପରିସରରେ…

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୧୦୦୦ରୁ ଅଧିକ ପ୍ରକାର ନୂତନ ଟି-ଶାର୍ଟ ବର୍ଗମାଳା ପୁରୁଷ, ମହିଳା ଓ ଶିଶୁମାନଙ୍କ…

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟରେ ଚାଲିଆସୁଥିବାବେଳେ ଏଥର ତାଙ୍କ ସହ ଝିଅ ଆରାଧ୍ୟାଙ୍କୁ ଦେଖିବାକୁ…

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା…

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା ସମାଜବାଦୀ ପାର୍ଟି ନେପାଳ ଦଳରେ ବିଭାଜନ ପରେ ଗତ ୧୩ ତାରିଖରେ ଉପେନ୍ଦ୍ର ଯାଦବଙ୍କ…

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ କହିଛନ୍ତି। ହରିୟାଣାର ଏକ ଗାଁର ବାସିନ୍ଦା ମିଳିତ ଭାବେ ବ୍ୟବହାର କରୁଥିବା ଜମି ଉପରେ…

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ ଅଭିଯୋଗ ନିର୍ବାଚନ ବେଳେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଦିଲ୍ଲୀ ପୋଲିସ ଏବଂ ଫରେନ୍‌ସିକ୍‌…

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା ପରେ ବର୍ତ୍ତମାନ ପଞ୍ଚମ ପର୍ଯ୍ୟାୟରେ ୧୪ ଟି ଆସନରେ ନିର୍ବାଚନ ହେବାକୁ ଯାଉଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri