ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…
ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…
ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର ବିଜେଡି ଭିତରେ ବହୁତ ଫରକ ଅଛି । ସେ ଦଳର ନେତୃତ୍ୱ ନେଇଥିଲେ ନବୀନ…
ଟି୨୦ ବିଶ୍ୱକପ୍ ଜିତି ପାରିବ ନାହିଁ ଟିମ୍ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…
ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ କ୍ରିକେଟ ବିଶେଷଜ୍ଞମାନେ ଭବିଷ୍ୟବାଣୀ କରୁଥିବା ଦେଖାଯାଉଛି। ଏହି କ୍ରମରେ ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ଅଧିନାୟକ…
ଟିମ୍ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍ ହେବେ ଗୌତମ ଗମ୍ଭୀର: ରିପୋର୍ଟ
ନୂଆଦିଲ୍ଲୀ,୧୭।୫: ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଗୌତମ ଗମ୍ଭୀର ଏହି ପଦ ଗ୍ରହଣ କରିବେ। ବର୍ତ୍ତମାନ ଆଇପିଏଲ୍ରେ କୋଲକାତା ନାଇଟ୍ ରାଇଡର୍ସର ମେଣ୍ଟର ଥିବା ଗମ୍ଭୀରଙ୍କୁ ବିସିସିଆଇ…
ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ
ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଅମେଠିରୁ ରାହୁଲ ୩ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ଭାଜପା ନେତ୍ରୀ…
ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ
ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍ ଅଭିନେତ୍ରୀ ଜେନିଫର ଲୋପେଜ୍। ବେନ୍ ଆଫ୍ଲେକ୍ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ ଏବେ ସମ୍ପର୍କରେ ତିକ୍ତତା ଆସିଥିବାରୁ ଦୁହେଁ ବାଟ ଅଲଗା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେବଳ…
ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା
ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ ଲାଗିଛି। ଶୁକ୍ରବାର ସଂଧ୍ୟାରେ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ଆତିଶୀ ଏକ ସାମ୍ବାଦିକ ସମ୍ମିଳନୀ କରି…
ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ
ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ୧୫ ତାରିଖରେ ହଳଦିଆଠାରେ ଏକ ସାଧାରଣ ସଭାରେ…
ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ ବା ରାଜନୈତିକ ପର୍ଯ୍ୟଟକ କହି ନବୀନ ଆକ୍ଷେପ କରିଛନ୍ତି। ଜାତୀୟ ନ୍ୟୁଜ ସରବରାହ…
ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!
ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ କିଏ ଜାଣିବାକୁ ଅପେକ୍ଷା କରିବା ଲାଗି ପ୍ରଭାସ କହିଛନ୍ତି। ଏଣୁ ପ୍ରଶଂସକଙ୍କ ଉତ୍କଣ୍ଠା ଦ୍ୱିଗୁଣିତ…
ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ
ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା କରାଯାଇଛି। ପୋଷ୍ଟର ବିବାଦ ନୁହେଁ, କେବଳ ଦଳ ପରିବର୍ତ୍ତନ ପାଇଁ ହତ୍ୟା କରାଯାଇଛି। ମୋ…
‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’
ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି ଅଡୁଆରେ ପଡିଛି। ତେବେ ଶୁକ୍ରବାର ସକାଳେ ଏସମ୍ପର୍କିତ ଭିଡିଓ ସୋସିଆଲ ମିଡିଆ ଏକ୍ସ’ ରେ…
Archives


