କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ
ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ ମାଫିଆମାନେ ମାହାଳ ଗଛ କାଟି ଟ୍ରାକ୍ଟରରେ ଚୋରା ଚାଲାଣ କରୁଥିବା ଖବର ପାଇ ବନ…
ଏହି ଦଳ ହେବ ଆଇପିଏଲ୍ ଚାମ୍ପିୟନ୍: ଭବିଷ୍ୟବାଣୀ କଲେ ହେଡେନ୍
ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲୀୟ ପୂର୍ବତନ କିମ୍ବଦନ୍ତୀ ମାଥ୍ୟୁ ହେଡେନ ଆଇପିଏଲ ୨୦୨୪ ବିଜେତା ସମ୍ବନ୍ଧରେ ପୂର୍ବାନୁମାନ କରିଛନ୍ତି। ଏକ ସାକ୍ଷାତକାରରେ ହେଡେନ ରାଜସ୍ଥାନ ଏଥର କପ୍ ନେବ ବୋଲି କହିଛନ୍ତି। ହେଡେନ କହିଛନ୍ତି, ମୁଁ ଭାବୁଛି ଏଥର ରାଜସ୍ଥାନ ରୟାଲ୍ସ ଦଳ ଆଇପିଏଲ…
ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍:ଦେଖନ୍ତୁ ଭିଡିଓ
ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦଳର…
ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ
କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ କେସିଙ୍ଗା ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି। ପରଲସିଙ୍ଗା ଗ୍ରାମ ମହୁଲପଡାର ଜିତୁଙ୍କୁ ତାଙ୍କ…
ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ
ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। କିନ୍ତୁ ସୌଭାଗ୍ୟବଶତଃ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି।…
କୋଭାକ୍ସିନ ନେବାର ବର୍ଷେ ପରେ ୩୦% ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ
ନୂଆଦିଲ୍ଲୀ,୧୭/୫:ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କମ୍ପାନୀ ପ୍ରସ୍ତୁତ କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କଠାରେ ରକ୍ତ ଜମାଟ ବାନ୍ଧିବା ଓ ପ୍ଲେଟ୍ଲେଟ୍ କାଉଣ୍ଟ କମିଯିବା ଭଳି ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିବା ଉକ୍ତ କମ୍ପାନୀ ନିକଟରେ ବ୍ରିଟେନର ଏକ ଅଦାଲତରେ ସ୍ବୀକାର କରିବା ପରେ ସାରା ବିଶ୍ୱରେ…
ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ
ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ କଡା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣର ଆରମ୍ଭରେ କହିଛନ୍ତି ଯେ ଆପଣ…
‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’
ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ହମନ୍ତ। ସେ କହିଛନ୍ତି, ଓଡ଼ିଶାରେ ମୋଦି ମାଗଣା ଚାଉଳ…
ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ
ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪ ଲୋକ ସଭା ନିର୍ବାଚନରେ ମହାରାଷ୍ଟ୍ର ବିକାଶ ଆଗାଡି (MVA) ଜିତିବ। ଏହାର କାରଣ ହେଉଛି…
ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର ଇଣ୍ଡିଆର ବିନିଯୋଗ ଏବଂ ଟାଟା ଗ୍ରୁପ ଦ୍ୱାରା ନିଆଯିବା ପରେ ଏୟାର ଇଣ୍ଡିଆ ଲିମିଟେଡ…
ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ
କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ ଶାସକ ମିଳିତ ସାଂସଦଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୁରୁବାର ସାରେ ଗୃହର ବାଚସ୍ପତି ଦେବରାଜ…
ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ
କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ କୀଟନାଶକ ଏବଂ ଇଥିଲିନ ଅକ୍ସାଇଡ ହେବାର ସମ୍ଭାବନା ସମ୍ପର୍କରେ ରିପୋର୍ଟ ମଧ୍ୟରେ ନେପାଳର ଖାଦ୍ୟ…
Archives


