ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ
ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ପିଆଜ ବଜାରରୁ ଏକପ୍ରକାର ଗାଏବ ହୋଇଯାଇଛି। ଏହାର ସୁଯୋଗ ନେଇ କିଛି…
IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍ ଇଣ୍ଡିଆ
ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍ର ଟସ୍ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ ଚୟନ କରିଛି। ଅର୍ଥାତ ଭାରତୀୟ ଟିମ୍ ପ୍ରଥମେ ବୋଲିଂ କରିବ। ମ୍ୟାଚ୍ ଲାଗି ନ୍ୟୁଜିଲାଣ୍ଡ…
ପୃଥିବୀ ଆଡ଼କୁ ମାଡ଼ି ଆସୁଛି ୬ ଗ୍ରହାଣୁ, ନାସା କହିଲା…
ଓ୍ବାଶିଂଟନ, ୨୪।୧୦: ପୃଥିବୀ ନିକଟ ଦେଇ ୬ କ୍ଷୁଦ୍ର ଗ୍ରହ ଗୁରୁବାର ଅତିକ୍ରମ କରିବ ବୋଲି ଆମେରିକୀୟ ମହାକାଶ ସଂସ୍ଥା(ନାସା) ସୂଚନା ଦେଇଛି। ନାସା ପକ୍ଷରୁ ଉକ୍ତ କ୍ଷୁଦ୍ର ଗ୍ରହଗୁଡ଼ିକୁ ଚିହ୍ନଟ କରାଯାଇଛି। ଯଦିଓ ଏ ସମସ୍ତ କ୍ଷୁଦ୍ର ଗ୍ରହ ପୃଥିବୀ…
ବାଂଲାଦେଶ ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି, ବାସଭବନରେ ପଶିଲେ ବିକ୍ଷୋଭକାରୀ
ଢାକା,୨୪ା୧୦: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ଉପରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍ ଧରିଛି। ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିକରି ହଜାର ହଜାର ବିକ୍ଷୋଭକାରୀ ମଙ୍ଗଳବାର ତାଙ୍କ ଢାକାସ୍ଥିତ ବାସଭବନ ବଙ୍ଗଭବନ ପରିସରରେ ଧସେଇ ପଶିଥିଲେ।…
ରାତିରେ ଲ୍ୟାଣ୍ଡଫଲ୍ ସକାଳୁ ଏ କି ସ୍ଥିତି, ୪ ଜିଲାକୁ ଏବେଠୁ ହାଇ ଆଲର୍ଟ,କରିବ ତାଣ୍ଡବ…
ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ପାରାଦୀପ ଦକ୍ଷିଣ-ପୂର୍ବକୁ ୨୬୦ କିଲୋମିଟର…
ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୨୫…
ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍ଏଫ୍ ଯବାନ କଲେ ପଣ୍ଡ
ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍ଏଫ୍ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍ଏଫ୍ ଯବାନମାନେ ବୁଧବାର କୋଣ୍ଡାକାମ୍ବେରୁ ସଂରକ୍ଷିତ…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ
ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ କରିଥିବା ବେଳେ ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା…
୨ ଦିନ ହାଇକୋର୍ଟ ଛୁଟି
କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଅକ୍ଟୋବର ୨୪ ଓ ୨୫ ତାରିଖ ଦୁଇ ଦିନ କୋର୍ଟ ଓ ହାଇକୋର୍ଟର…
ଏଟିଏମ୍ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍…
ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ ଗୌଡ଼ ଗତ ୧୮ ତାରିଖରେ ହିଞ୍ଜିଳିକାଟୁ ଏସ୍ବିଆଇ ଶାଖା ଏଟିଏମ୍ରୁ ୨ ହଜାର ଟଙ୍କା…
ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ
ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ ମୃତହେଦ ଉଦ୍ଧାର କରିଛି। ଘଟଣାସ୍ଥଳରେ ପୋଲିସ ଏସ୍ଡିପିଓ ମଧୁସ୍ମିତା ମିଶ୍ର, ଥାନା ଏସ୍ଆଇ କେ.…
ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା…

