ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ
ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଦ୍ୱିତୀୟ ଥର ପାଇଁ ଚାଇନା ଗସ୍ତ କରିଛନ୍ତି। ତାଙ୍କର ପଞ୍ଚମ କାର୍ଯ୍ୟକାଳରେ ପ୍ରବେଶ କରିବା…
ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…
ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ ଚାହୁଁଛନ୍ତି…
ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ ଜନତା ଦଳ (ବିଜେଡି)୨୦୦୦ରୁ ଓଡ଼ିଶାରେ କ୍ଷମତାରେ ଅଛି ଏବଂ ନବୀନ ପଟ୍ଟନାୟକ କ୍ରମାଗତ ଭାବରେ…
ନା ମୁଁ ବୁଢା ହୋଇଛି..ନା ଅବସର ନେଇଛି..ଏବେ ମୁଁ ମୁକ୍ତ ଷଣ୍ଢ ପାଲଟି ଯାଇଛି: ବ୍ରିଜ ଭୂଷଣ
ନୂଆଦିଲ୍ଲୀ,୧୭।୫: ଉତ୍ତର ପ୍ରଦେଶର କେସିଆରଗଞ୍ଜ ଆସନରୁ ଟିକେଟ କଟିବା ପରେ ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂ ବର୍ତ୍ତମାନ ତାଙ୍କ ପୁଅ କରଣ ଭୂଷଣ ସିଂଙ୍କ ସମର୍ଥନରେ ପ୍ରଚାର କରୁଛନ୍ତି। ଏହି ସମୟରେ ଏକ ସାଧାରଣ ସଭାରେ ସେ ଦାବି…
ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ
ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍ବୋଧନ ଦେବାକୁ ଥିବା…
ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ ନୁହେଁ। କେବଳ ଲୋକମାନେ ଏହା କୁହନ୍ତି, କିନ୍ତୁ ମୁଁ ଏହାକୁ ବିଶ୍ୱାସ କରେ ନାହିଁ।…
ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ପଶ୍ଚିମବଙ୍ଗ, ଓଡ଼ିଶା, ତେଲଙ୍ଗାନା, ତାମିଲନାଡୁ ଏବଂ ଆନ୍ଧ୍ର ଭଳି ରାଜ୍ୟରେ ଭାରତୀୟ ଜନତା ପାର୍ଟି…
ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍ରେ କୋଳାକୋଳି
ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ ଗ୍ରାଉଣ୍ଡ ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଚେନ୍ନାଇ ଦଳ ବେଙ୍ଗାଲୁରୁରେ ପହଞ୍ଚି ଅଭ୍ୟାସ…
ବାରିପଦା ସହରରେ ବୁଲୁଛି ବାଘ
ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା ବେଳେ…
କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍! ଏବେଠୁ କଲେଣି…
ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କର ବା ମର ମ୍ୟାଚ୍ ଖେଳିବ। ଚଳିତ ସିଜନରେ ଆରସିବି କିମ୍ବଦନ୍ତୀ…
ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା
ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା। ଅନ୍ୟପଟେ ଜୁନ ୨ରେ ଭାଜପାର ବିଦାୟ ନିଶ୍ଚିତ ବୋଲି ବିରୋଧୀ ଦଳ ଦାବି କରୁଛନ୍ତି।…
ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍
ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା: ଭାରତର…
Archives


