Home

କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍‌ସିବିରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୨୩।୧୦: ଟିମ୍‌ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ଇନିଂସ ଖେଳିଛନ୍ତି। ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ ହେଁ ସଦ୍ୟ…

ବ୍ରିକ୍ସରେ ଆତଙ୍କବାଦ ଉପରେ ମୋଦିଙ୍କ ପ୍ରହାର! ଚାଇନା-ରୁଷିଆ ସାମ୍ନାରେ କହିଲେ ଡବଲ ଷ୍ଟାଣ୍ଡାର୍ଡର…

କଜାନ,୨୩।୧୦: ଅକ୍ଟୋବର ୨୩ ଅର୍ଥାତ୍‌ ବୁଧବାର ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଯୁଦ୍ଧକୁ ସମର୍ଥନ କରେ ନାହିଁ, କିନ୍ତୁ କୂଟନୈତିକ ଏବଂ ସଂଳାପ ବା କଥାବାର୍ତ୍ତାକୁ ସମର୍ଥନ କରେ। ସେ ଚାଇନା ଏବଂ…

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍‌ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ ଭବାନୀପାଟଣାସ୍ଥିତ…

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା ପାଣିପାଗ ବୈଜ୍ଞାନିକମାନେ ଘନଘନ ଗଣମାଧ୍ୟମରେ ସୂଚନା ଦେଉଥିବାବେଳେ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ଏବଂ…

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି ସୂଚନା…

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତ ମହିଳା ଜଣକ ଶିବତଲା ଶ୍ରୀରାମପୁର ଗାଁର ସୂର୍ଯ୍ୟ ମାଝିଙ୍କ…

McDonald ବର୍ଗର ଖାଇ ଜଣେ ମୃତ, ଅନେକେ ଅସୁସ୍ଥ! ଏହି ଫୁଡ ଆଇଟମ ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୨୩।୧୦: ଆମେରିକାରେ, ପ୍ରସିଦ୍ଧ ଫୁଡ ଚେନ ମ୍ୟାକଡୋନାଲ୍ଡରୁ ବର୍ଗର ଖାଇବା ପରେ ଲୋକେ ଅସୁସ୍ଥ ହୋଇପଡିଥିବା ଏକ ମାମଲା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ବର୍ଗର ଖାଇବା ପରେ ଆମେରିକାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶହଜାର ଲୋକ ଡାକ୍ତରଖାନାରେ…

କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…

ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି।…

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ପ୍ରିୟଙ୍କାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି…

‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା…

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି। ତେବେ ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?