Home

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ ଇରାନରେ ପହଞ୍ଚିଛି । ଗାଜାରେ ହମାସ ମୁଖ୍ୟ ୟାହିୟା ସିନୱାର ଏବଂ ବେରୁଟରେ ହେଜବୋଲ୍ଲା…

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ୬ ମୃତ

ସିକନ୍ଦରାବାଦ,୨୨।୧୦: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆଇ ସହିତ କଥାବାର୍ତ୍ତା କରି ଚନ୍ଦ୍ର ପ୍ରକାଶ ସିଂ କହିଛନ୍ତି, ଆଶାପୁରୀ କଲୋନୀରେ ରାତି…

ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନିରେ ଥିବା ଇଣ୍ଟିଗ୍ରେଟେଡ୍‌ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ…

ଲରେନ୍ସ ବିଷ୍ଣୋଇଙ୍କୁ ଏନକାଉଣ୍ଟର କଲେ ମିଳିବ ୧ କୋଟି ଟଙ୍କା? ଜାଣନ୍ତୁ କିଏ ଘୋଷଣା କରିଛି ଏହି ପୁରସ୍କାର ରାଶି

ନୂଆଦିଲ୍ଲୀ,୨୨।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କ ହତ୍ୟା ପରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ପୁଣି ଥରେ ଖବରରେ ଅଛନ୍ତି। ବାବା ସିଦ୍ଦିକୀଙ୍କ ହତ୍ୟା ସହ ତାଙ୍କ ନାମ ଯୋଡି ହୋଇଯିବାର କିଛି ଦିନ ପରେ, କାନାଡା ସରକାର ତାଙ୍କୁ ନାମକରଣ…

ବିଶ୍ୱ ଆଶ୍ଚର୍ଯ୍ୟ ପଥରେ ଓଡ଼ିଶା

ସରକାର ଘୋଷଣା କରିଛନ୍ତି ଯେ, ୨୦୩୬ ସୁଦ୍ଧା ଓଡ଼ିଶା ଏକ ‘ବିକଶିତ’ ରାଜ୍ୟ ହୋଇଯିବ। ଓଡ଼ିଶା ଯଦି ଆଉ ମାତ୍ର ୧୨ ବର୍ଷରେ ‘ବିକଶିତ’ ରାଜ୍ୟ ହୋଇଯିବ ତେବେ ତାହା ଏକ ସର୍ବକାଳୀନ ବିଶ୍ୱସ୍ତରୀୟ ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ଲୋକଙ୍କର ଆୟ…

ଆଇଲାଲୋ ‘ଦାନା’

ବାତ୍ୟା ଆସୁଛି, ପରିବା କିଣି ପକାଇବା। ଘରେ ଲୁଣ, ଲଙ୍କା, ଖାଇବାତେଲ ସହିତ ଡିଜେଲ ଓ ପେଟ୍ରୋଲ ମଧ୍ୟ କିଣି ଠୁଳ କରିବା। ସେଇଥିପାଇଁ ଧାଡ଼ିରେ ଛିଡ଼ା ହେବାକୁ କଷ୍ଟ ଲାଗିଲେ ମଧ୍ୟ ତାହା କରିବା। ପିଲାଙ୍କୁ ଘର ବାହାରକୁ ଯିବା…

ଲରେନ୍ସ ତୁ ବଡ ଭୁଲ କରିଛୁ… ପାକିସ୍ତାନରୁ ଲରେନ୍ସ ବିଷ୍ଣୋଇଙ୍କୁ ମିଳୁଛି ଧମକ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୨।୧୦: ଏବେ ପାକିସ୍ତାନରେ ମଧ୍ୟ ସଲମାନ ଖାନଙ୍କ ସୁରକ୍ଷା ଏବଂ କ୍ରମାଗତ ଧମକକୁ ନେଇ ଚର୍ଚ୍ଚା ହେଉଛି। ଏନସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କ ହତ୍ୟା ପରେ ସଲମାନ ଖାନଙ୍କ ପ୍ରଶଂସକମାନେ କେବଳ ଦେଶରେ ନୁହେଁ, ସଲମାନ…

ରୁଷିଆ ଗସ୍ତରେ ଗଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ବାହାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ ପୂର୍ବରୁ କଜାନ ସହରରୁ ସ୍ବତନ୍ତ୍ର ଫଟୋ ସାମ୍ନାକୁ ଆସିଛି। ପିଏମ ମୋଦିଙ୍କୁ ସ୍ବାଗତ କରିବା ପାଇଁ ଏନଆରଆଇ ବା ପ୍ରବାସୀ ଭାରତୀୟମାନେ ହୋର୍ଡିଂ ଲଗାଇଛନ୍ତି। ସୂଚନାଯୋଗ୍ୟ, ରୁଷିଆର…

‘ଅର୍ଥନୈତିକ ଅଭିବୃଦ୍ଧି ସହ ଭାରତର ଉତ୍ଥାନ ହେଉଛି’

ଭୁବନେଶ୍ୱର,୨୨ା୧୦(ଅନୁରାଧା ମହାରଣା): ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ରୁ ଅଧିକ ଷ୍ଟାର୍ଟଅପ୍‌ ସହିତ ଭାରତ ଏହାର ଅର୍ଥନୀତିକୁ ନୂଆରୂପ ଦେବାକୁ ଯାଉଛି। ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ ଭାରତ ନେତୃତ୍ୱ ସମ୍ମିଳନୀରେ ଭାରତ ଓ ଚାଇନାର ଅର୍ଥନୈତିକ ଅଭିବୃଦ୍ଧି ସମ୍ପର୍କରେ ବିଶେଷ…

ଶେୟାର ବଜାର କାରବାରରେ ହ୍ରାସ

ମୁମ୍ବାଇ,୨୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)…

ଅଭ୍ୟୁଦୟ ଆଇସିସିର ନୂଆ ସଭାପତି

ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି ଆଇସିସିର ବାର୍ଷିକ ପୂର୍ଣ୍ଣାଙ୍ଗ ଅଧିବେଶନରେ ଅଭ୍ୟୁଦୟଙ୍କୁ ନୂଆ ସଭାପତି ଭାବେ ଘୋଷଣା କରାଯାଇଛି। ଏହି…

ଆଇଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଆଇଡେଷ୍ଟିନି (ଆପଲ୍‌ ଅଥରାଇଜଡ ରିସେଲର ଷ୍ଟୋର) ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶାରେ କେବଳ ଗୋଟିଏ ନୁହେଁ, ଦୁଇଟି ଆପଲ୍‌ ଅଥରାଇଜ୍‌ଡ ରିସେଲର ଷ୍ଟୋର କାଭାକା କମ୍ପ୍ଲେକ୍ସ, ଅଇଁଠାପାଲି ମେନରୋଡ ସମ୍ବଲପୁର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?