Home

ସପିଂରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସର ବ୍ୟବହାର

ମୁମ୍ବାଇ,୨୨।୧୦: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର ଭିନ୍ନ ଭିନ୍ନ ବର୍ଗର ସପିଂରେ କରିବାକୁ ଯାଉଛି। ଏପରିକି ନିକଟରେ ଆରମ୍ଭ ହୋଇଥିବା ଇଣ୍ଡିଆ ମୋବାଇଲ୍‌ କଂଗ୍ରେସ-୨୦୨୪ରେ ରିଲାଏନ୍ସ ଜିଓ ଏହି ଅଭିନବ…

ଡିସେମ୍ବର ୨୦ରେ ‘ବନବାସ’

ମୁମ୍ବାଇ: ‘ଗଦର: ଏକ୍‌ ପ୍ରେମ କଥା’, ‘ଅପ୍‌ନେ’, ‘ଗଦର ୨’ ଆଦି ହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛନ୍ତି। ଅନିଲ ଇନ୍‌ଷ୍ଟାଗ୍ରାମରେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ବନବାସ’ର ପ୍ରଥମ ପୋଷ୍ଟରକୁ…

ସ୍ତ୍ରୀଙ୍କୁ କାର୍‌ରେ ଦେଶ ବୁଲାଉଛନ୍ତି

ନୋଏଡା: ଉତ୍ତର ପ୍ରଦେଶର ନୋଏଡାରେ ରହୁଥିବା ଅବସରପ୍ରାପ୍ତ ଅଜୟ ତୋମାର (୬୨) ଓ ତାଙ୍କ ସ୍ତ୍ରୀ ସୁନୀତା ତୋମାର(୫୮) ସେମାନଙ୍କ କାର୍‌ରେ ସାରା ଭାରତ ଭ୍ରମଣ କରିବା ଜାରି ରଖିଛନ୍ତି। ତେବେ କୌତୂହଳର ବିଷୟ ହେଉଛି ଏହି ଦମ୍ପତି କୌଣସି ହୋଟେଲ…

ସମୁଦ୍ରରେ ବିବାହ

ରିୟାଧ: ବିବାହକୁ ଅନନ୍ୟ ଓ ସ୍ମରଣୀୟ କରିବା ପାଇଁ ସମ୍ପ୍ରତି ଯୁବପିଢ଼ି ଅନେକ ପ୍ରକାରର ନୂତନ ଟ୍ରେଣ୍ଡ୍‌କୁ ଫଲୋ କରୁଛନ୍ତି। ନିକଟରେ ହାସନ୍‌ ଅବୁ ଅଲ୍‌-ଓଲା ଓ ୟାସ୍‌ମିନ ଦଫ୍‌ତରଦାର ନାମରେ ଏକ ପ୍ରେମୀ ଯୁଗଳ ସାଉଦି ଆରବର ଜେଦ୍ଦାହ ନିକଟସ୍ଥ…

ସିଜେଆଇଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ରାମଗୋପାଳ ଯାଦବ

ନୂଆଦିଲ୍ଲୀ,୨୨ା୧୦: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଉପରେ ସମାଜବାଦୀ ପାର୍ଟି ଏମ୍‌ପି ରାମଗୋପାଳ ଯାଦବ କ୍ୟାମେରା ଆଗରେ ଆପତ୍ତିଜନକ ମନ୍ତବ୍ୟ ଦେବା ପରେ ଏହାକୁ ନେଇ ବିବାଦ ଦେଖାଦେଇଥିଲା। ପରେ ରାମଗୋପାଳ ସିଜେଆଇଙ୍କ ପ୍ରତି କୌଣସି ଆପତ୍ତିଜନକ ମନ୍ତବ୍ୟ…

ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ କିଙ୍ଗ୍‌ ଚାଲର୍‌ସଙ୍କୁ ସିନେଟରଙ୍କ ଦୁର୍ବ୍ୟବହାର

ମେଲ୍‌ବୋର୍ନ,୨୨ା୧୦ : ବ୍ରିଟେନ ରାଜା ଚାଲର୍‌ସ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ଯାଇଥିବାବେଳେ ସେଠାରେ ଲିଡିଆ ଥୋର୍ପେ ନାମ୍ନୀ ଜଣେ ସ୍ବାଧୀନ ସିନେଟର ତାଙ୍କୁ ଅପମାନିତ କରିଛନ୍ତି। କିଙ୍ଗ ଚାଲର୍‌ସ ଓ ତାଙ୍କ ସ୍ତ୍ରୀ କାମିଲା କାନ୍‌ବେରାସ୍ଥିତ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ଗ୍ରେଟ୍‌ ହଲ୍‌ରେ ଉପସ୍ଥିତ…

କଶ୍ମୀରରେ ପାକିସ୍ତାନ ବିରୋଧୀ ବିକ୍ଷୋଭ

ଜମ୍ମୁ/ଶ୍ରୀନଗର,୨୨ା୧୦: ଜମ୍ମୁ-କଶ୍ମୀରର ଗନ୍ଦେରବଲ ଜିଲାର ଏକ ନିର୍ମାଣାଧୀନ ଟନେଲରେ ରବିବାର ରାତିରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଡାକ୍ତର ଓ ୬ ଶ୍ରମିକ ନିହତ ହୋଇଛନ୍ତି। ଏହି ଆକ୍ରମଣ ପଛରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ନିଜକୁ ଦାୟୀ କରିଛି। ଏଲ୍‌ଇଟିର…

ଗନ୍ଦେରବଲ ଆକ୍ରମଣ ପଛରେ ଲଶ୍କର

ଜମ୍ମୁ,୨୨ା୧୦: ଅନ୍ୟ ହିନ୍ଦୁ ମହିଳାଙ୍କ ଭଳି ପାରମ୍ପରିକ ବେଶଭୂଷାରେ ସଜେଇ ହୋଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରିଥିବା ରୁଚି ଅବରୋଲ ରବିବାର ସ୍ବାମୀଙ୍କ ଭିଡିଓ କଲ୍‌କୁ ଅପେକ୍ଷା କରିଥିଲେ। ଫୋନ୍‌ ଆସିଥିଲେ ସେ କରଓ୍ବା ଚଉଥ୍‌ ବ୍ରତ ଭାଙ୍ଗି ଖାଦ୍ୟ…

ଏହି ଦିନ ନାମାଙ୍କନ ଭରିବେ ପ୍ରିୟଙ୍କା:ମା’-ଭାଇ ରହିବେ ଉପସ୍ଥିତ

ନୂଆଦିଲ୍ଲୀ,୨୧ା୧୦: ଓ୍ବାୟନାଡ୍‌ ଲୋକ ସଭା ଆସନ ନିମନ୍ତେ ଉପନିର୍ବାଚନ ପାଇଁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ…

ଶେଷରେ କ୍ଷମା ମାଗିଲେ ସଲ୍‌ମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି

ନୂଆଦିଲ୍ଲୀ,୨୧ା୧୦:ବଲିଉଡ୍‌ ଅଭିନେତାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଏଥିପାଇଁ ସୋମବାର କ୍ଷମା ମାଗିଛନ୍ତି। ଭୁଲ୍‌ବଶତଃ ଉକ୍ତ ହ୍ବାଟ୍ସଆପ୍‌ ବାର୍ତ୍ତା ପଠାଯାଇଥିଲା ବୋଲି ସେ କହିଛନ୍ତି। ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ପରେ ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ହିଟ୍‌ଲିଷ୍ଟରେ ସଲ୍‌ମାନ ଥିବା…

୧୬ ପିଲା ଜନ୍ମ ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି

ଚେନ୍ନାଇ,୨୧ା୧୦: ଦକ୍ଷିଣ ଭାରତରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ ନିକଟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ କହିଥିଲେ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଏଥିରେ ଆଉ ପାଦେ ଆଗେଇଯାଇ ଦକ୍ଷିଣ ଭାରତୀୟମାନେ…

କରଓ୍ବାଚୌଥରେ ସ୍ବାମୀଙ୍କ ପାଇଁ ସ୍ବତନ୍ତ୍ର ମଙ୍ଗଳସୁତ୍ର ପିନ୍ଧିଲେ ସୋନାକ୍ଷୀ: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାରା ଦେଶରେ ଧୂମଧାମରେ କରଓ୍ବାଚୌଥ ପାଳନ କରାଯାଇଛି। ବଲିଉଡରେ ମଧ୍ୟ ବିବାହିତ ଅଭିନେତ୍ରୀମାନେ ନିଜ ସ୍ବାମୀଙ୍କ ପାଇଁ ଉପବାସ କରିଥିଲେ। ବିବାହ ପରେ ଅନେକ ବଲିଉଡ ସୁନ୍ଦରୀଙ୍କର ଏହା ପ୍ରଥମ କରଓ୍ବାଚୌଥ ଥିଲେ। ସେମାନଙ୍କ ମଧ୍ୟରେ ସୋନାକ୍ଷୀ ସିହ୍ନା ଅନ୍ୟତମ। ସୋନାକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?