Home

ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ଜୟ ପାଣ୍ଡା ଏହି ସୂଚନା ଦେଇଛନ୍ତି। ବୈଜୟନ୍ତ ଜୟ ପାଣ୍ଡା…

କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ) ର ନବମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।…

ଓଏଏସ୍‌ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍‌ ଟେନ୍‌ରେ ଅଛନ୍ତି…

ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି।…

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ କରନ୍ତି । ସେମାନେ ଦିନସାରା ନିର୍ଜଳା ଉପବାସ ରୁହନ୍ତି ଏବଂ ସାରେ ଚନ୍ଦ୍ରକୁ ଜଳ…

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର): ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର ଋଣ ନେଇ ଚମ୍ପଟ ମାରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା…

ଇସ୍ରାଏଲ ଉପରେ ହେଜବୋଲ୍ଲାର କାଉଣ୍ଟର୍‌ ଆଟାକ୍‌, ୭ ମିନିଟ୍‌ରେ ଛାଡ଼ିଲା ୬୦ କ୍ଷେପଣାସ୍ତ୍ର

ଜେରୁଜେଲମ,୧୯।୧୦: ହେଜବୋଲ୍ଲା ମୁଖ୍ୟ ହସନ ନାସରାଲ୍ଲା ଏବଂ ହମାସ ମୁଖ୍ୟ ସିନଓ୍ବାରଙ୍କ ହତ୍ୟା ପରେ ମଧ୍ୟ ଇସ୍ରାଏଲର ଚିନ୍ତା କମ୍‌ ହେବା ଦେଖାଯାଉନାହିଁ। କାରଣ ହେଜବୋଲ୍ଲା ପୁଣିଥରେ ଶନିବାର ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ୭ ମିନିଟ୍‌ରେ ହେଜବୋଲ୍ଲା ଇସ୍ରାଏଲ…

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି ଭୟଙ୍କର ରୋଗର ଚି଼ହ୍ନଟ ପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର ମଙ୍ଗଳ ବିଭାଗ…

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ ୭୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ଆରଜେଡି ଏବଂ ବାମପନ୍ଥୀ ଦଳକୁ ୧୧ଟି ସିଟ ଦେବେ…

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ ବ୍ୟକ୍ତିତ୍ୱ…

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାରଙ୍କ ସହ ଆଲୋଚନା କରିବା ଲାଗି କ୍ୟାବିନେଟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁମତି…

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ ପୁଣିଥରେ ଚୁକ୍ତିନାମା ଆଧାରରେ ୬୫ବର୍ଷରୁ କମ୍‌ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚାକିରି ଦେବାକୁ ନିଷ୍ପତ୍ତି ନେଇଛି।…

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର ପ୍ରସ୍ତୁତି ଚାଲିଛି। ନିର୍ବାଚନ ପରେ କ’ଣ ହେବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଇତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?