Home

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା ବିଶିଷ୍ଟ ରହିବ। ଏହାପୂର୍ବରୁ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ଓ୍ବାଙ୍ଖଡେରେ ମୁମ୍ବାଇର…

‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ

ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ଭାବେ ବାଛିବା ପାଇଁ ଦିଗବିଜୟ ସିଂ ଭୁପେଶ ବାଘେଲଙ୍କ ବିବୃତ୍ତିକୁ ସମର୍ଥନ…

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ ଓ…

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି ମ୍ୟାଚ ଖେଳି ୯ଟି ଜିତିଛି। ଏସବୁ ମଧ୍ୟରେ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କ…

ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ

ବ୍ରେଟିସ୍ଲାଭା,୧୬ା୫:  ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ  ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏହି ସମୟରେ ଫିକୋଙ୍କ ଉପରେ ଗୁଳି ବିନିମୟର…

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ ଭୋଟ…

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ ଧାବକ ଉସେନ ବୋଲ୍ଟଙ୍କୁ ଟି-୨୦ ବିଶ୍ୱକପ ପାଇଁ ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ବୋଲ୍ଟଙ୍କ କ୍ରିକେଟ…

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ତାଙ୍କୁ ୨୦୨୩ ଦିନିକିଆ ବିଶ୍ୱକପ୍‌ ପରେ…

ଏ ମୋଦି ତ ବହୁତ ସୁନ୍ଦର… କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ଜୈନପୁର,୧୬।୫: ଉତ୍ତରପ୍ରଦେଶର ଜୈନପୁରରେ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସୁନ୍ଦର ପିଲାଙ୍କୁ ଦେଖି ପ୍ରଶଂସା କରିଛନ୍ତି। ଏହି ଦୁଇ ପିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଏମ ଯୋଗୀ ପରିଧାନ କରି ଆସିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ସେହି ପିଲାମାନଙ୍କୁ…

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍‌ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା ଫଳରେ…

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡର…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି, ଖଲ୍ଲିକୋଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri