ପ୍ରୋତ୍ସାହନ ଅଭାବରୁ ସଙ୍କଟରେ କୌଳିକ ବୃତ୍ତି
ବାସୁଦେବପୁର,୧୭।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଏକ ଶିଳ୍ପବିହୀନ ଅଞ୍ଚଳ। ଏଠାକାର ଲୋକେ ମୁଖ୍ୟତଃ କୌଳିକ ବୃତ୍ତିକୁ ଆଧାର କରି ଜୀବନ ଜୀବିକା ନିର୍ବାହ କରିବା ସହ ଆର୍ଥିକ ଅଭିବୃଦ୍ଧି କରିଥାନ୍ତି। ମାତ୍ର ସରକାରୀ ପ୍ରୋତ୍ସାହନ ଅଭାବରୁ ଏଠାରେ…
ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ
ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍ରେ ଦୋଷୀଙ୍କୁ ଦଣ୍ଡିତ କରିବା ଓ ଆଦିବାସୀ ବିରୋଧୀ ମନୋଭାବକୁ ନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ଏନ୍ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ
କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଜାମିନ୍ ବିହୀନ ଗିରଫ ପରୱାନା (ଏନ୍ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍ଏଫ୍ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ…
ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍
ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ ଜୀବିକା ମିଶନ ଅଧିକାରିଣୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଯିବାକୁ ଡରୁଛନ୍ତି। ଏଥିସହ ମହିଳା…
ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ
ଭୁବନେଶ୍ୱର,୧୭।୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ ଉଭୟ ଦଳଙ୍କ ମଧ୍ୟରେ ସମାଲୋଚନା, ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏହି ଲଢ଼େଇ ସୀମିତ ନାହିଁ।…
ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ
ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା ସହ ବ୍ୟାୟାମ କରିଥାନ୍ତି। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଏକମାତ୍ର ଶିଶୁ…
ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍ ଲିକ୍: ୧୫ରୁ ଊଦ୍ଧର୍ବ ଗୁରୁତର
ନୀଳଗିରି(ପ୍ରଶାନ୍ତ କୁମାର ବିଶ୍ୱାଳ)/ ରେମୁଣା(ରବୀନ୍ଦ୍ର ମହାକୁଡ), ୧୭ା୫:ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗଡିଆମାଳସ୍ଥିତ ସ୍ନୋ ୱାଲର୍ଡ ନାମକ ଚିଙ୍ଗୁଡି ପ୍ଲାଣ୍ଟରେ ଗୁରୁବାର ରାତି ପ୍ରାୟ ୯ଟା ବେଳେ ଗ୍ୟାସ ଲିକ୍ ହୋଇ ୧୫ ଊଦ୍ଧର୍ବ ଗୁରୁତର ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ କେତେଜଣ…
ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ
ଯାଜପୁର,୧୭ା୫(ହର୍ଷବର୍ଦ୍ଧନ ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ ଯାଜପୁର ଲୋକ ସଭା ଅଧୀନ ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଏବେ ନିର୍ବାଚନୀ ପରିବେଶ ସରଗରମ…
ସଂତୃପ୍ତ ସବୁଠୁ ଧନୀ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା
ଭୁବନେଶ୍ୱର, ୧୭ା୫:ଆସନ୍ତା ୨୫ରେ ହେବାକୁ ଥିବା ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬ ଲୋକ ସଭା ଆସନ ପାଇଁ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ(୪୪%) କୋଟିପତି ହୋଇଥିବା ଆସୋସିଏସନ୍ ଫର୍ ଡେମୋକ୍ରାଟିକ ରିଫର୍ମସ୍ (ଏଡିଆର୍)…
ତଟକ୍ଷୟ ଛଡ଼ାଇନେଲା ସାତଭାୟାବାସୀଙ୍କ ବାସ,ଚାଷ
କେନ୍ଦ୍ରାପଡ଼ା,୧୭ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳରେ ବିଶ୍ୱତାପନ ଯୋଗୁ ସମୁଦ୍ର ତଟକ୍ଷୟ ସାତଭାୟାବାସୀଙ୍କ ବାସ ଓ ଚାଷକୁ ଛଡ଼ାଇ ନେଇଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ ସାତଭାୟାର ଯୁବବର୍ଗ କେରଳ, ସୁରଟ, ଆନ୍ଧ୍ରପ୍ରଦେଶ…
ଖଲ୍ଲିକୋଟ୍ରେ ୧୪୪ ଧାରା ଜାରି
ଖଲ୍ଲିକୋଟ,୧୭ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇଛି ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ। ରାଜନୈତିକ ହିଂସାରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମର ଦିଲ୍ଲୀପ ପାହାନ…
Archives


