ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା
ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍ ଶୋ’ କରି ନିର୍ବାଚନ ପ୍ରଚାର…
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଓହ୍ଲାଇଲେ ଯାତ୍ରୀ
ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା ଏକ ଟିସୁ ପେପରକୁ ଦେଖିଲେ ଆତଙ୍କ ଖେଲିଥିବା ଜଣାପଡିଛି। ବୋମା ବିଷୟରେ ସୂଚନା ପାଇବା…
ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ
ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ ପୁଅ ଜୁନୈଦ ଖାନ ଅନ୍ୟ ଏକ ଫିଲ୍ମ କରିବାକୁ ପ୍ରସ୍ତୁତ ଅଛନ୍ତି। ଜୁନୈଦ ତାଙ୍କର…
ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..
ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ଏହାପୂର୍ବରୁ ଏହି ଅଞ୍ଚଳରେ ବହୁ ସଂଖ୍ୟାରେ ଗୋହତ୍ୟା ମାମଲା ରୁଜୁ ହୋଇଥିଲା। ଆପଣ…
୪ ଦିନ ୫ ମ୍ୟାଚ୍, ରୋଚକ ସ୍ଥିତିରେ ପ୍ଲେ ଅଫ୍ ରେସ୍: କିଏ ମାରିବ ବାଜି
ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ ଏକ ମଜାଦାର ପ୍ରତିଯୋଗିତା ଅଛି। ତେବେ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ୫ଟି ମ୍ୟାଚ ବାକି…
ଅଭ୍ୟାସ ମ୍ୟାଚ୍ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video
ନୂଆଦିଲ୍ଲୀ,୧୬।୫: ଆଇପିଏଲ୍ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍ ରେସ୍ରୁ ପ୍ରଥମେ ବାଦ୍ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍ କେବଳ ଔପଚାରିକତା ବିଶିଷ୍ଟ ରହିବ। ଏହାପୂର୍ବରୁ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ଓ୍ବାଙ୍ଖଡେରେ ମୁମ୍ବାଇର…
‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ
ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ଭାବେ ବାଛିବା ପାଇଁ ଦିଗବିଜୟ ସିଂ ଭୁପେଶ ବାଘେଲଙ୍କ ବିବୃତ୍ତିକୁ ସମର୍ଥନ…
ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ ଓ…
ଏହି କ୍ରିକେଟର୍ଙ୍କୁ ପ୍ରପୋଜ୍ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି ମ୍ୟାଚ ଖେଳି ୯ଟି ଜିତିଛି। ଏସବୁ ମଧ୍ୟରେ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କ…
ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ
ବ୍ରେଟିସ୍ଲାଭା,୧୬ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏହି ସମୟରେ ଫିକୋଙ୍କ ଉପରେ ଗୁଳି ବିନିମୟର…
‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’
ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ ଭୋଟ…
କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ
ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ ଧାବକ ଉସେନ ବୋଲ୍ଟଙ୍କୁ ଟି-୨୦ ବିଶ୍ୱକପ ପାଇଁ ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ବୋଲ୍ଟଙ୍କ କ୍ରିକେଟ…
Archives


