ଭୋଟ୍ ଦେଉଛି ଓଡ଼ିଶା: ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୧୩ା୫: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ସମ୍ପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ୍…
ସ୍କୁଲ ଉଡାଇ ଦେବାକୁ ଆସିଲା ଧମକ: ପୋଲିସର ନିଦ ହଜିଲା
ନୂଆଦିଲ୍ଲୀ,୧୩।୫: ନୋଏଡା ପରେ ଏବେ ଜୟପୁର ଦୁର୍ବୃତ୍ତଙ୍କ ଟାର୍ଗେଟକୁ ଆସିଛିି। ଜୟପୁରର ଅନେକ ବଡ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏଥିମଧ୍ୟରେ ସ୍କୁଲଗୁଡ଼ିକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଏହି ଧମକପୂବର୍ଣ୍ଣ ମେଲ୍ ଆସିବା ପରେ ପୋଳିସର ନିଦ…
ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ
ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା…
୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…
ଆରସିବି ଜିତିବା ପରେ ପଏଣ୍ଟ ଟେବୁଲ୍ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କ’ଣ ପ୍ଲେ ଅଫ୍ ସମୀକରଣ
ନୂଆଦିଲ୍ଲୀ,୧୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୭ ରନରେ ପରାସ୍ତ କରିଛି। ଏହିପରି ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ ପ୍ଲେ ଅଫ ଖେଳିବାର…
ମତଦାନ ସାବ୍ୟସ୍ତ କଲେ ଏମ୍ପି ସପ୍ତଗିରି
ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ…
ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ…
କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି
କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…
ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା
ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍ ବିଳମ୍ବରେ ହୋଇଥିଲା।…
ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି,…
ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି
ଜଗତ୍ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା ଥିଲା ତାହା ଦୂରହେବା ତ ଦୂରର କଥା ବରଂ ଦିନକୁ ଦିନ ନୂଆ…
ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ
ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ…
Archives


