Home

ପାକିସ୍ତାନ ଚୁଡ଼ି ପିନ୍ଧିନାହିଁ ଯଦି ପିନ୍ଧାଇଦେବା: ମୋଦି

ମୁଜାଫରନଗର,୧୩।୫: ବିହାରର ମୁଜାଫରପୁରରେ ଏକ ସାଧାରଣ ସଭାରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ପାକ ସମର୍ଥକ ବିବୃତ୍ତି ଉପରେ ଆକ୍ରମଣ କରି ଏହାର ଉତ୍ତର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଯଦି ପାକିସ୍ତାନ ଚୁଡ଼ିା ପିନ୍ଧୁନାହିଁ…

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌ ଭାବେ ଚର୍ମ ନିକଟରେ ଥାଏ ଅଧିକନ୍ତୁ ବାହ୍ୟ ପାର୍ଶ୍ୱକୁ ରହି ଫୁଲିବା ଦ୍ୱାରା ଭାରିକୋଜ୍‌…

୩୫ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୩ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର ଚାଲିଛି। ସୋମବାର ହାଟଡିହୀ ବ୍ଲକର ୩୫ନଂ ଜୋନ୍‌ରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ପ୍ରଚାର କରିଛନ୍ତ। ଜୋନ୍‌ ଅଧୀନ ହାଟଡିହୀ,ପନ୍ଦାଡୋ,ମରୈଗାଁ, ଜମ୍ଭୀରା, ଶଢ଼ା, ଢେଙ୍କା, ଶାସଙ୍ଗ…

ଅମିତ ଶାହାଙ୍କ ୫ ବଡ଼ ଭବିଷ୍ୟବାଣୀ: ସତ ହେବାନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୫: ନିର୍ବାଚନ ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ ଠାରୁ ଆରମ୍ଭ କରି ଷ୍ଟକ ମାର୍କେଟରେ ଏକ ନୂତନ ରେକର୍ଡ ସୃଷ୍ଟି କରିବା ପର୍ଯ୍ୟନ୍ତ ପାଞ୍ଚଟି ପୂର୍ବାନୁମାନ କରିଛନ୍ତି। ଏହି ୫ ଭବିଷ୍ୟବାଣୀ…

ଗିରଫ ହୋଇପାରନ୍ତି ଅନୁଭବ ମହାନ୍ତି

କଟକ,୧୩ା୫: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡ୍ଲ୍ୟୁ) ଜାରି ହୋଇଛି। କଟକ ଜେଏମ୍‌ଏଫ୍‌ସି (ଏମ୍‌ପି, ଏମ୍‌ଏଲ୍‌) କୋର୍ଟ ପକ୍ଷରୁ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ପରଓ୍ବାନା ଜାରି ହୋଇଥିବା ଜଣାପଡ଼ିଛି।…

ସୁବର୍ଣ୍ଣପୁର ବସ୍‌ଷ୍ଟାଣ୍ଡ ନିର୍ମାଣ ବିଳମ୍ବ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୁରୁଣା ବସଷ୍ଟାଣ୍ଡଠାରେ ଓଡିଶା ରାଜ୍ୟ ସଡକ ପରିବହନ ନିଗମ(ଓଏସ୍‌ଆର୍‌ଟିସି) ପକ୍ଷରୁ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଅଗଷ୍ଟ ୨୩ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର…

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ଟି…

ମାଓବାଦୀ ପ୍ରବଣ ଅଞ୍ଚଳରେ ମତ ସାବ୍ୟସ୍ତ କଲେ ଭୋଟର, ବୁଥ୍‌ ଉପରେ ତୀକ୍ଷ୍ଣ ନଜର

ଲାଞ୍ଜିଗଡ଼,୧୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତିଶୃଙ୍ଖଳା ସହ ଆରମ୍ଭ ହୋଇଥିବା ବେଳେ ମାଓବାଦୀ ପ୍ରବଣ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…

ସୁପ୍ରିମକୋର୍ଟରେ କେଜ୍‌ରିଓ୍ବାଲ୍‌ଙ୍କ ଉଦାହରଣ ଦେଲେ ହେମନ୍ତ ସୋରେନ୍‌: ତଥାପି ମିଳିଲାନି ଜାମିନ

ନୂଆଦିଲ୍ଲୀ,୧୩।୫: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଆବେଦନ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ହେମନ୍ତ ସୋରେନଙ୍କ ପକ୍ଷରୁ ହାଜର ହୋଇଥିବା ଓକିଲ କପିଲ ସିବଲ ଅନେକ ଯୁକ୍ତି ଦର୍ଶାଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଦିଆଯାଇଥିବା ଜାମିନର…

ଆରସିବିର ବିଜୟ ଦେଖି ଭାବପ୍ରବଣ ହେଲେ ଅନୁଷ୍କା

ବେଙ୍ଗାଲୁରୁ,୧୩।୫: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଦେଖିବାକୁ ମିଳିଥିଲା। ସେ ତାଙ୍କ ସ୍ବାମୀ ଏବଂ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିଲେ। ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବା ପରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ…

ନିଜ ପିଲାଙ୍କୁ ସେଟ୍‌ କରିବାକୁ ଲାଗିଛନ୍ତି ଲଣ୍ଠନ ବାଲା, ଲାଲୁଙ୍କୁ ଟାର୍ଗେଟ କଲେ ମୋଦି

ପାଟନା,୧୩।୫: ଦୁଇ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି ବିହାରକୁ ଆସିଛନ୍ତି। ରବିବାର ସାରେ ସେ ପାଟନାରେ ଦୁଇ କିଲୋମିଟର ଲମ୍ବା ରୋଡ ଶୋ କରିଥିଲେ। ଏହା ପରେ ରାଜ ଭବନରେ ବିଶ୍ରାମ କଲେ। ସୋମବାର ସେ ହାଜିପୁର, ମୁଜାଫରପୁର ଏବଂ ସରଣରେ…

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ କଭର୍‌ ଡ୍ରାଇଭ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ

ବେଙ୍ଗାଲୁରୁ,୧୩।୫: ଆଇପିଏଲ ୨୦୨୪ର ୬୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ଷଷ୍ଠ ବିଜୟ ହାସଲ କରିଛି। ବିରାଟ କୋହଲି ଏହି ମ୍ୟାଚରେ ୩୦ ରନ ସ୍କୋର ମଧ୍ୟ କରିପାରି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri