Home

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…

ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ, ବେଶ ବଦଳାଇ ହୋଟେଲରେ ଲୁଚିଥିଲେ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍‌ଖାଙ୍କୁ ପୋଲିସ ଧରିଛି। ମୁମ୍ବାଇ ଅଣାଯିବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତେବେ ସେ ଲରେନ୍ସ…

କିଏ ସେହି ସଞ୍ଜୀବ ଖାନ୍ନା? ଯିଏ ହେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ନାଁ ସୁପାରିସ ପରେ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୭ା୧୦: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ କେନ୍ଦ୍ର ସରକାରଙ୍କୁ ଆନୁଷ୍ଠାନିକ ସୁପାରିସ ପରେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବା ନେଇ ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି। ନଭେମ୍ବର ୧୦ରେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼ ଅବସର…

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌ ଧରି କହୁଛନ୍ତି ଯେ, ଜେଲ୍‌ ପଛେ ଯିବୁ ଯୋଗଦାନ କରେଇ ଦେବୁ ନାହିଁ ବୋଲି…

ଏହି ୪ ଖେଳାଳିଙ୍କୁ ହିଁ ରିଟେନ୍‌ କରିବ ମୁମ୍ବାଇ ଇଣ୍ଡିଆନ୍ସ, ରୋହିତଙ୍କୁ ନେଇ ଆସିଲା ବଡ଼ ଖବର…

ନୂଆଦିଲ୍ଲୀ,୧୭।୧୦: ଆଇପିଏଲ୍‌ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ନିଷ୍ପତ୍ତି ନେଇଛି। ମେଗା ଅକ୍ସନ ପୂର୍ବରୁ ଦଳ ଯେଉଁ ୪ ଖେଳାଳିଙ୍କୁ ପ୍ରଥମେ ରିଟେନ୍‌ କରିବ ତାହା ସ୍ଥିର କରିଛି। ଏହାଛଡ଼ା ରୋହିତ ଶର୍ମାଙ୍କୁ ନେଇ ଚମକାଇବା ଭଳି ନିଷ୍ପତ୍ତି ନେଇଛି।…

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ ଆହୁରି…

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ…

ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ ବରଣମାଳା ଓ ରଙ୍ଗବେରଙ୍ଗ ଆଲୁଅରେ ଝଲସି ଉଠୁଛି ମଣ୍ଡପ। ବୁଧବାର ଏହି ପୂଜାର ଆରମ୍ଭ…

ପିସିଙ୍କ ସ୍ବାମୀ ନିକ୍‌ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍‌ ଛାଡ଼ି ଦୌଡ଼ିଲେ…

ଲଣ୍ଡନ: ବଲିଉଡ୍‌ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍‌ଷ୍ଟାର ନିକ୍‌ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍‌ ବ୍ରଦର୍ସ’ଙ୍କର ଏକ କନ୍‌ସର୍ଟ ସମୟରେ ସେଭଳି କିଛି ଘଟଣା ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ଏହାର ଭିଡିଓ ଭାଇରାଲ ହେଉଛି।…

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ ଗ୍ରାହକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଜାରି ରହିଛି। ଏପରିକି ବ୍ୟାଙ୍କର ଜମା ରାଶି ବୃଦ୍ଧି ପାଇଁ…

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ବୁଧବାର ୪ ଦିନିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ହରିୟାଣା ଏବଂ…

ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର

ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?