Home

ସିବିଏସ୍‌ଇର ନୂଆ ଗାଇଡ୍‌ଲାଇନ୍‌: ୭୫% ଉପସ୍ଥାନ ନ ଥିଲେ…

ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଏହାଠାରୁ କମ୍‌ ପ୍ରତିଶତ ଉପସ୍ଥାନ…

୧୦ ବର୍ଷ ପରେ ଗଠନ ହେବାକୁ ଯାଉଛି ନିର୍ବାଚିତ ସରକାର, ଆଜି ଶପଥ ନେବେ ଓମାର

ଶ୍ରୀନଗର,୧୬।୧୦: ଓମାର ଅବଦୁଲ୍ଲା ପ୍ରଥମ ଥର ପାଇଁ ୩୭୦ ରଦ୍ଦ ପରେ ବିଧାନସଭା ନିର୍ବାଚନରେ ନ୍ୟାଶନାଲ କନଫରେନ୍ସର ବିଜୟ ପରେ ଜମ୍ମୁ କ୍‌ଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ବୁଧବାର ଡାଲ ହ୍ରଦ…

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ…

୨୩ରେ ଏନ୍‌ଆର୍‌ଟିଏସ୍‌ ପରୀକ୍ଷା

କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍‌ଆର୍‌ଟିଏସ୍‌) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩…

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।…

୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା

ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ ଚନ୍ଦ୍ର ମିଶନ, ଚନ୍ଦ୍ରରେ ମହାକାଶ କେନ୍ଦ୍ରର ନିର୍ମାଣ ମିଶନ, ପୃଥିବୀ ବ୍ୟତୀତ ବାସଯୋଗ୍ୟ ଗ୍ରହ…

ଭାରତ ଉପରେ କଟକଣା ଲଗାଇପାରେ କାନାଡା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ତୀବ୍ର ହେବାରେ ଲାଗିଛି। ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ଭାଜପାକୁ ମେଣ୍ଟ ଟେନଶନ, ଫାଇନାଲ ହୋଇପାରୁନି ସିଟ ଶେୟାରିଂ, ନୀତିଶ କଲେଣି ବଡ଼ ପ୍ଲାନ

ନୂଆଦିଲ୍ଲୀ,୧୫।୧୦: ହରିୟାଣା, ଜମ୍ମୁ କଶ୍ମୀର ନିର୍ବାଚନ ପରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡର ନିର୍ବାଚନ ନେଇ ବିଗୁଲ୍‌ ବାଜି ସାରିଛି। ନିର୍ବାଚନ ଘୋଷଣା ହେବା ସହ ରାଜନୈତିକ ତାତି ବି ଶିଖର ଛୁଇଁଛି। ଏବେ ନୂଆ ନୂଆ ଭାଜପା ହରିୟାଣାରେ ହ୍ୟାଟ୍ରିକ ମାରିବା…

୯ଟି ଆସନ ପାଇଁ ଉପ-ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୫।୧୦: ଉତ୍ତରପ୍ରଦେଶରେ ୯ଟି ଆସନ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି। ତେବେ ରାଜ୍ୟରେ ୧୦ ସ୍ଥାନରେ ଉପ-ନିର୍ବାଚନ ହେବାର ଥିଲା। ମାତ୍ର ବର୍ତ୍ତମାନ ୯ଟି ଆସନ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି। ଅଯୋଧ୍ୟା ମିଲ୍କିପୁର ଆସନ ପାଇଁ ଉପ-ନିର୍ବାଚନ ଘୋଷଣା ହୋଇନାହିଁ।…

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି ଦେଖାଯାଏ ତା’ର ଉଦାହରଣ ପାଲଟିଛି ବିଜେଡି। ଦିନ ଥିଲା ବିଜେଡିକୁ ଆସିବାକୁ ନେତାଙ୍କ ଲାଇନ୍‌…

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ ଲୋକମାନେ ସମ୍ମୁଖୀନ ହେଉଥିବା ଆହ୍ବାନକୁ ସାମ୍ନାକୁ ଆଣିବା ହେଉଛି ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?