Home

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ କରିଛି l ଶନିବାର ଭୋର ସମୟରୁ ଚଢ଼ାଉ ଆରମ୍ଭ ହୋଇଥିଲାବେଳେ ୭୦ ଲକ୍ଷରୁ ଉର୍ଦ୍ଧ୍ୱ…

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ପାଣିରେ ହାତ ଦେବା କଷ୍ଟ ହୋଇପଡ଼ୁଥିବାବେଳେ ଦୈନନ୍ଦିନ ଜୀବନରେ ଚଳଣିରେ…

ଏଥର ୨୪ ମାସର ପ୍ରସ୍ତୁତି: ଆଜି ପ୍ରାକ୍‌ ବଜେଟ ଆଲୋଚନା

ଭୁବନେଶ୍ୱର,୧୭ା୧ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ଶନିବାରଠାରୁ ପ୍ରାକ୍‌ ବଜେଟ ଆଲୋଚନା ଆରମ୍ଭ ହେବ। ଦୁଇଦିନ ଧରି ହେବାକୁଥିବା ଏହି ଆଲୋଚନା ସମୟରେ ବିଭାଗଗୁଡ଼ିକ ପକ୍ଷରୁ କିପରି ବଜେଟ ପ୍ରସ୍ତୁତ କରାଯାଇଛି ଏବଂ କେଉଁସବୁ ନୂତନ…

ବିଜେଡି ୨ ବିଧାୟକ ବିଦା ହେବା ପଛର ଭିତିରି କଥା: ଜାଣନ୍ତୁ କ’ଣ ଘଟିଲା

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର):ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର…

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଶୁକ୍ରବାର ମିଳିତ ଭାବେ ବାଲ୍ୟ ବିବାହ ଏବଂ ମହିଳା ଓ ଶିଶୁ…

BMC Results 2026:ଭାଜପାର ବିଜୟ ପରେ ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କରୁଛି ରସମଲାଇ

ମୁମ୍ବାଇ,୧୬।୧: ମହାରାଷ୍ଟ୍ର ପୌର ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ, ‘ରସମଲାଇ’ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ନିର୍ବାଚନ ପ୍ରଚାର ସମୟରେ ତାମିଲନାଡୁ ଭାଜପା ନେତା ଆନ୍ନାମଲାଇ ଏବଂ ଏମଏନଏସ ମୁଖ୍ୟ ରାଜ ଠାକରେଙ୍କ ମଧ୍ୟରେ ହୋଇଥିବା…

ବାଂଲାଦେଶ କ୍ରିକେଟରଙ୍କୁ ମିଳୁଛି ହତ୍ୟା ଧମକ, ଅଧ୍ୟକ୍ଷ କହିଲେ…

ଢାକା,୧୬।୧: ବାଂଲାଦେଶ କ୍ରିକେଟରେ ବର୍ତ୍ତମାନ କିଛି ଭଲ ଚାଲିଛି ନାହିଁ। ଗୁରୁବାର, ବାଂଲାଦେଶ କ୍ରିକେଟର୍ସ ୱେଲଫେୟାର ଆସୋସିଏସନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛି ଯେ BCB ନିର୍ଦ୍ଦେଶକ ନଜମୁଲ ଇସଲାମଙ୍କୁ ତାଙ୍କ ପଦବୀରୁ ହଟାଇବା ପର୍ଯ୍ୟନ୍ତ କୌଣସି ଖେଳାଳି କ୍ରିକେଟ…

କରିସ୍ମା କପୁରଙ୍କୁ ସୁପ୍ରିମକୋର୍ଟ ଦେଲେ ଏମିତି ଆଦେଶ: ଦେବାକୁ ପଡ଼ିବ…

ଶିଳ୍ପପତି ସଞ୍ଜୟ କପୁରଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପତ୍ତିକୁ ନେଇ ଚାଲିଥିବା ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଏହି ହାଇ-ପ୍ରୋଫାଇଲ ଆଇନଗତ ଲଢ଼େଇ ସୁପ୍ରିମକୋର୍ଟରେ ପହଞ୍ଚିଥିବା ଜଣାପଡ଼ିଛି। ସଞ୍ଜୟଙ୍କ ତୃତୀୟ ପତ୍ନୀ ପ୍ରିୟା କପୁର ସଞ୍ଜୟ ଏବଂ ବଲିଉଡ ଅଭିନେତ୍ରୀ…

ଗମ୍ଭୀରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଏହି କ୍ରିକେଟର୍‌: ଜାଣିଶୁଣି ରୋହିତ ଶର୍ମାଙ୍କୁ…

ନୂଆଦିଲ୍ଳୀ,୧୬।୧:ଅକ୍ଟୋବର ୨୦୨୫ରେ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା ହେବାର ଥିଲା। ଶୁବମନ ଗିଲଙ୍କ ନାମ ‘ଅଧିନାୟକ’ ଭାବରେ ପ୍ରକାଶ ପାଇବା ମାତ୍ରେ ଭାରତୀୟ କ୍ରିକେଟ ପ୍ରଶଂସକମାନେ ଜାଣିପାରିଲେ ଯେ, ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଯୁଗ…

ନବୀନଙ୍କୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ରବି ପାଣି: ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୧: ପାଟକୁରା ବିଧାୟକ ତଥା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଉଭୟ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା ଦର୍ଶାଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ୨ ନେତା…

ପୁଟିନଙ୍କ ହାତକୁ ଆସିଲା ‘ଜଳ ରାକ୍ଷସ’, ନିମିଷକେ ସମୁଦ୍ରକୁ ଗିଳିଦେବ: ଜାଣନ୍ତୁ ଏହା କ’ଣ

ମସ୍କୋ,୧୬।୧: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ମଧ୍ୟରୁ ଅନ୍ୟତମ ରୁଷିଆ ଏହାର ସାମରିକ କ୍ଷମତାରେ ପୋସାଇଡନ ନାମକ ଏକ ଅସ୍ତ୍ର ଯୋଡିଛି। ଏହାକୁ ‘ଡୁମସଡେ ଡ୍ରୋନ’ ଏବଂ ‘ସମୁଦ୍ର ରାକ୍ଷସ’ ମଧ୍ୟ କୁହାଯାଏ। ଏହା କୌଣସି ସାଧାରଣ ଅସ୍ତ୍ର ନୁହେଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri