Home

ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍‌ଭାବେ ଚିକିତ୍ସା…

ଅମୃତ ସରୋବର ଯୋଜନା ସ୍ବପ୍ନ

ଓଡ଼ଗାଁ,୧୨ା୫(ଆଦର୍ଶ କୁମାର ପଟ୍ଟନାୟକ)ସମ୍ପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଞ୍ଚଳରେ ପାରଦ ୪୨ ଡିଗ୍ରୀ ଉପରେ ରହୁଛି। ଲୋକେ ନିତ୍ୟବ୍ୟବାହାର୍ଯ୍ୟ ପାଣି ସହିତ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି।…

ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା

ନୟାଗଡ଼,୧୨।୫(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା ଦେଖାଇ ନୟାଗଡ଼ ଜିଲା ପ୍ରଶାସନ ସନ୍ଦେହ ଘେରକୁ ଆସିଛି । କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଅନୁକମ୍ପା ଯୋଗୁ ସରକାର ଅନେକ କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ମହାନଦୀର ମାଧପୁର…

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ କରି ଜାଳିପାରେ। ସନ୍ତାନ ଉପରେ ବିପଦ ଆସିଲେ ସେ ପାହାଡ଼ ଭଳି ସାମ୍ନାରେ…

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ ଆମେ ବହୁତ କମ୍‌ ଜାଣୁ। ମୁଁ ମଧ୍ୟ ଯେବେ ତାଙ୍କ ବିଷୟରେ ଜାଣିବାକୁ…

ନନ୍ଦିନୀଙ୍କୁ ଜାଣିବା ଆଜିର ପିଢ଼ିର ଉତ୍ତରଦାୟିତ୍ୱ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି, ସେହି ତୁଳନାରେ ତାଙ୍କୁ କିଛି ମିଳିନାହିଁ। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ି ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା ହେଲେ, ତାଙ୍କୁ…

ଡବଲ ଇଞ୍ଜିନ ଗଢ଼ିବା ପାଇଁ ଭୋଟରଙ୍କ ଆଶୀର୍ବାଦ କାମନା କଲେ ମୋହନ

କେନ୍ଦୁଝର,୧୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ବସନ୍ତପୁର ପଞ୍ଚାୟତର ବିଭିନ୍ନ ଗାଁ ଏବଂ ସାହି ବୁଲି ମାରାଥନ ପ୍ରଚାର କରିଛନ୍ତି କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝି। ସେ ଦଳୀୟ ନେତୃବୃନ୍ଦ…

ଧାରଣାରେ ବସିଲେ ସିକ୍ୟୁରିଟି କର୍ମଚାରୀ

ବଲାଙ୍ଗୀର,୧୧ା୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ସିକ୍ୟୁରିଟିମାନେ ବର୍ଦ୍ଧିତ ଦରମା ଓ ଦରମା ସ୍ଲିପ୍‌ ଦାବିରେ ଶନିବାର ହସ୍ପିଟାଲ ପରିସରରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି କାରଣରୁ ହସ୍ପିଟାଲ ପରିସରରେ ସୁରକ୍ଷା ପରିଚାଳନା ପ୍ରଭାବିତ…

ପ୍ରାର୍ଥୀଙ୍କ ପ୍ରଚାର ଶେଷ: ବୁଥ୍‌ ଅଭିମୁଖେ ପୋଲିଂ ଅଧିକାରୀ

କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଶନିବାର ଅପରାହ୍ନରେ ନିର୍ବାଚନ ନେଇ ସମସ୍ତ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟପକ୍ଷେ ନିର୍ବାଚନ ନେଇ ଜିଲାର ରହିଥିବା ମୋଟ୍‌ ୧୧୫୯…

ବିଜେଡି ଛାଡ଼ିଲେ ସାଧୁ ନେପାକ

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ତଥା ସାଧୁ ନେପାକ ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ତାଙ୍କୁ…

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ ହେଲିପ୍ୟାଡ୍‌ରେ…

‘ଶୁଟ୍‌କେସ୍‌ରେ ବନ୍ଧୁକ ଧରି ବୁଲୁଛି…ଖୋଲାଖୋଲି ଧମକ ଦେଲେ ଈଶାନ୍ତ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୧।୫: କିମ୍ବଦନ୍ତୀ ଦ୍ରୁତ ବୋଲର ଈଶାନ୍ତ ଶର୍ମା ଏବେ ଆଇପିଏଲ୍‌ ୨୦୨୪ରେ ନିଜର ଦମ୍‌ ଦେଖାଉଛନ୍ତି। ଏବେ ସେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ ଥିବା ବେଳେ ଦମ୍‌ଦାର ବୋଲିଂ କରୁଛନ୍ତି। ଦଳ ଏବେ ପ୍ଲେ ଅଫ୍‌ ରେସ୍‌ରେ ଥିବା ବେଳେ ଖେଳାଳିମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri