Home

ଷ୍ଟାର୍‌ସିପ୍‌ ରକେଟ ବୁଷ୍ଟରକୁ ଧରିଲା ଲଞ୍ଚ୍‌ପ୍ୟାଡ୍‌

ଓ୍ବାଶିଂଟନ, ୧୫।୧୦: ଏଲନ ମସ୍କଙ୍କ ସ୍ପେସ୍‌ ଏକ୍ସ’ ଦ୍ୱାରା ସୋମବାର ମାତ୍ର ୭ ମିନିଟ ମଧ୍ୟରେ ୫ମ ଷ୍ଟାର୍‌ସିପ୍‌ ରକେଟର ଉତ୍‌କ୍ଷେପଣ ଓ ଅବତରଣ କରାଯାଇଛି, ଯାହା ଇତିହାସ ସୃଷ୍ଟି କରିଛି। ପୂର୍ବ ୪ଟି ପ୍ରୟାସ ପରି ଚଳିତ ଥର ଷ୍ଟାର୍‌ସିପ୍‌…

ଦୁର୍ଗା ଭସାଣି ବେଳେ ହିଂସା

ଲକ୍ଷ୍ନୌ,୧୫ା୧୦: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାରେ ରବିବାର ଦୁର୍ଗା ମୂର୍ତ୍ତି ଭସାଣି ବେଳେ ହିଂସାକାଣ୍ଡ ଘଟିଛି। ଦୁର୍ଗା ମେଢ଼କୁ ଶୋଭାଯାତ୍ରାରେ ନିଆଯାଉଥିବାବେଳେ ଗୀତ ବଜାଇବାକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯିବା ସହ ଅନ୍ୟ କେତେଜଣ ଆହତ ହୋଇଥିଲେ। ଏହାକୁ…

ନବୀନ ସରକାରର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୩ ଦିନିଆ କେନ୍ଦୁଝର ଗସ୍ତ ଅବସରରେ ସୋମବାର ପଦ୍ମପୁର ଲକ୍ଷ୍ମୀ ପଡ଼ିଆଠାରେ ଭାଜପାର ଏକ ମେଗା ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ଲୋକଙ୍କୁ ନୂତନ ସଦସ୍ୟ ଭାବେ ଭାଜପାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ଜଣେ ଗୁରୁତର

ହିଞ୍ଜିଳିକାଟୁ, ୧୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଭାବନ୍ଧ ଗ୍ରାମ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ବେଲଗାଁ ଥାନା ଭାବନ୍ଧ…

କାନାଡାକୁ ମୁହଁତୋଡ ଜବାବ: କୂଟନୀତିଜ୍ଞଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୪ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତା

ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍‌ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ ଟିଭି ସିରିଏଲ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅତୁଲ ଜଣେ ଦକ୍ଷ ଅଭିନେତା…

ସାମ୍ନାକୁ ଆସିଲା ଚାଇନାର ଅସଲ ଚେହେରା: ଭାରତ ବିରୋଧରେ କରୁଛି ଭିତିରିଆ ଷଡଯନ୍ତ୍ର

ନୂଆଦିଲ୍ଲୀ,୧୪।୧୦:ଭାରତ-ଚାଇନା ସୀମାରେ ଲାଗିରହିଥିବା ଉତ୍ତେଜନା ହ୍ରାସ ଲାଗି ଗୋଟିଏ ପଟେ କୂଟନୈତିକ ଉଦ୍ୟମ ଜାରି ରହିଥିବାବେଳେ ଅନ୍ୟପଟେ ବେଜିଂ ପାଙ୍ଗୋଙ୍ଗ୍‌ ହ୍ରଦର ଉତ୍ତର ପାର୍ଶ୍ୱ ନିକଟରେ ବିଶାଳ ବସ୍ତି ନିର୍ମାଣ କରୁଥିବା ସାଟେଲାଇଟ୍‌ ଚିତ୍ରରୁ ସ୍ପଷ୍ଟ ହୋଇଛି। ଏଥିରେ ନିର୍ମିତ ହୋଇଥିବା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସହ ଡିନର୍‌ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୧୪।୧୦: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାଗ ନେବାକୁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଗତ କିଛି ବର୍ଷ ଧରି ଦୁଇ ପଡୋଶୀ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଭାରତରୁ…

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ…

ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ: ମା’ଙ୍କ ସୁନା ଅଳଙ୍କାରକୁ ମଧ୍ୟ ଛାଡିଲେନି ଦୁର୍ବୃତ୍ତ

ଛତ୍ରପୁର, ୧୪।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବିରିସିଂ ଓ ଜଗନ୍ନାଥ ମନ୍ଦିରରେ ହୁଣ୍ଡି ଭାଙ୍ଗି ଟଙ୍କା ନେବା ସହିତ ବିରିସିଂ ମା’ଙ୍କ ସୁନା ଅଳଙ୍କାରଗୁଡିକ ମଧ୍ୟ ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡିଛି। ସୂଚନାନୁସାରେ, ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଲିଙ୍ଗି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ, ଜଣେ ଗିରଫ

ଖଲ୍ଲିକୋଟ,୧୪।୧୦(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଫରେଷ୍ଟ ଅଫିସ ପାଖରେ ଥିବା ମଙ୍ଗଳା ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି। କୌଣସି ଜମିବାଡ଼ି ବିବାଦକୁ ନେଇ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଆଇଆଇସି ନରେଶ କୁମାର…

ଲୋକଙ୍କୁ ହାତ ଯୋଡି ଏମିତି ଅନୁରୋଧ କଲେ ଭାଜପା ଏମ୍‌ପି ବ୍ରିଜଭୂଷଣ

ନୂଆଦିଲ୍ଲୀ,୧୪।୧୦: ବାହରାଇଚ ଘଟଣାରେ ଭାଜପା ନେତା ବ୍ରିଜଭୂଷଣ ଶରଣ ସିଂ ପ୍ରତିକ୍ରିୟା ରଖିଛନ୍ତି। ଶାନ୍ତି ବଜାୟ ରଖିବା ପାଇଁ ଉଭୟ ସମ୍ପ୍ରଦାୟର ଲୋକଙ୍କୁ ସେ ନିବେଦନ କରିଛନ୍ତି। ସରକାର ସମସ୍ତଙ୍କୁ ନ୍ୟାୟ ଦେବେ ବୋଲି ପୂର୍ବତନ ଏମ୍‌ପି କହିଛନ୍ତି। ବ୍ରିଜଭୂଷଣ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?