Home

ବଜ୍ରପାତରେ ବିଲ ହିଡ଼ରେ ଟଳିପଡ଼ିଲେ ବୃଦ୍ଧ

ହାଟଡିହୀ,୧୧ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିବରେଇ ପଞ୍ଚାୟତ ସାରୁକୋଣା ଶାସନର ଦେହୁରୀ ସାହି ପଦୁ ପ୍ରଧାନ (୬୫)ଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି l ପଦୁ ଅପରାହ୍ନରେ ଛେଳି ଚରାଇ ଘରକୁ ଫେରୁଥିଲେ। ହଠାତ୍‌ କାଳବୈଶାଖୀ ଆସିଥିଲା। ବର୍ଷା ପବନ…

ଚିତ୍ରକୋଣ୍ଡାରେ ବାବୁଶାନ, ଏଲିନାଙ୍କ ରୋଡ୍‌ ଶୋ’

ଚିତ୍ରକୋଣ୍ଡା,୧୧ା୫(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବିଜେଡି ପକ୍ଷରୁ ବିଧାୟିକା ପ୍ରାର୍ଥିନୀ ଲଷ୍ମୀପ୍ରିୟା ନାୟକଙ୍କ ପାଇଁ ଓଲିଉଡ୍‌ ଷ୍ଟାର୍‌ ତଥା ଅଭିନେତା ବାବୁଶାନ ମହାନ୍ତି ଓ ଅଭିନେତ୍ରୀ ଏଲିନା ସାମନ୍ତରାୟଙ୍କୁ ନେଇ ରୋଡ୍‌ ଶୋ’ କରାଯାଇଛି। ଚିତ୍ରକୋଣ୍ଡାଠାରୁ ଗୁରୁପ୍ରିୟା ପର୍ଯ୍ୟନ୍ତ ରୋଡ୍‌…

ଝାଡ଼ଖଣ୍ଡର ଆଦିବାସୀଙ୍କ ପାଇଁ ବିପଦ ସୃଷ୍ଟି କରୁଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ? ଆସାମ ମୁଖ୍ୟମନ୍ତ୍ରୀ କହିଲେ କାରଣ…

ଦିସ୍‌ପୁର,୧୧।୫: ଆସାମ ଏବଂ ପଶ୍ଚିମବଙ୍ଗ ଭଳି ସୀମାନ୍ତ ରାଜ୍ୟ ପାଇଁ ବାଂଲାଦେଶର ଅନୁପ୍ରବେଶକାରୀମାନେ ଚିନ୍ତାର ବିଷୟ ପାଲଟିଛନ୍ତି। ଅନୁପ୍ରବେଶକାରୀଙ୍କ ଯୋଗୁ ଏହି ରାଜ୍ୟଗୁଡ଼ିକର ସୀମାନ୍ତ ଜିଲାଗୁଡ଼ିକର ଜନସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ ବାଂଲାଦେଶରୁ ଆସୁଥିବା ଅନୁପ୍ରବେଶକାରୀମାନେ କେବଳ ପଶ୍ଚିମବଙ୍ଗ…

କୋରାପୁଟରେ ୧୪୪ ଧାରା ଜାରିକଲେ ଜିଲାପାଳ

କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଶନିବାର ସନ୍ଧ୍ୟା ୬ଟାରୁ କୋରାପୁଟ ଜିଲା ବ୍ୟାପି ୧୪୪ ଧାରା ଜାରି କରିଛନ୍ତି କୋରାପୁଟ ଜିଲାପାଳ। ଶନିବାର କୋରାପୁଟ ଜିଲାପାଳ ପତ୍ରସଂଖ୍ୟା ୨୪୦୨/୧୧.୫.୨୪ ଜରିଆରେ ଏହି ୧୪୪…

ପ୍ରଚାରର ଶେଷ ଦିନରେ ଦମ୍‌ ଦେଖାଇଲେ ଲଳିତା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନର ଶେଷଦିନରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋନ୍‌ ନଂ-୩ରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ତାଙ୍କ ସମର୍ଥକଙ୍କ ସହ ଶନିବାର ଏକ ବିରାଟ…

ଭାଜପା ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ- ମୋଦିଙ୍କ ଅବସରକୁ ନେଇ ଜବାବ ରଖିଲେ ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିକୁ ନେଇ ଭାଜପା ପ୍ରତିକ୍ରିୟା ରଖିଛି। ଜେଲରୁ ମୁକୁଳିବା ପରେ କେଜ୍‌ରିଓ୍ବାଲ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରକୁ ନେଇ ବଡ଼ ଦାବି କରିଥିଲେ। ଏହାକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା…

ଧାରୁଆ କାତିରେ କାଟି ଦାଦାଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲେ ପୁତୁରା

ଏମ୍‌ଭି-୭୯,୧୧ା୫(ଭିକି ବାରିକ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ତେଲରାଇ ପଞ୍ଚାୟତ ଇପିଗୁଡା ଗ୍ରାମରେ ଶନିବାର ଆଦିବାସୀଙ୍କ ଆମ୍ବପରବ ପୂଜା ଚାଲିଥିବା ସମୟରେ ହଠାତ୍‌ ଦାଦା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ…

କୋକସରା ବ୍ଲକ: ୧୦୨ ବୁଥ୍‌ରେ ମତଦାନ କରିବେ ୯୧,୩୭୬ ଭୋଟର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ନିର୍ବାଚନ କ୍ଷେତ୍ରର ଧର୍ମଗଡ଼ ବିଧାନସଭାରେ ପ୍ରଥମ ପର୍ଯ୍ୟାୟର ନିର୍ବାଚନ ପ୍ରଚାରର ଆଜି ଶେଷଦିନ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ କଳାହାଣ୍ଡି ଲୋକ ସଭା ଓ ୭ ବିଧାନସଭା ପାଇଁ ନିର୍ବାଚନ ହେବ। କୋକସରା ବ୍ଲକର…

ଭାଜପା ନିଜ ନେତାଙ୍କୁ ଛାଡ଼ିନାହିଁ, ଏଥର ନିର୍ବାଚନ ଜିତିଲେ ସବୁ ବିରୋଧୀ ଦଳ ନେତା ଜେଲ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରୁ ମୁକୁଳିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଯଦି ଏଥର ଭାଜପା ନିର୍ବାଚନ ଜିତିଯାଏ ତେବେ ବିରୋଧୀ ଦଳର ସମସ୍ତ ନେତା ଜେଲ ଯିବେ।…

ଭାଲୁ ଆକ୍ରମଣରେ ୩ ଗୁରୁତର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲରେ ଶନିବାର ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି। ସକାଳୁ…

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ…

ବାଇକ୍‌ ଧକ୍କାରେ ଚାଲିଗଲା ପୋଲିଂ କର୍ମଚାରୀଙ୍କ ଜୀବନ

ଉମରକୋଟ,୧୧ା୫: ନିର୍ବାଚନ ଡ୍ୟୁଟିକୁ ଆସିଥିବା ବେଳେ ଶନିବାର ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ବୁଥ୍‌ ସମ୍ମୁଖରେ ବସ୍‌ରୁ ଓହ୍ଲାଇବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତିଙ୍କ ନାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri