୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ
ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ ପଦ୍ମପୁର ସମେତ ବିଭିନ୍ନ ଅଞ୍ଚଳରେ ପରିଲକ୍ଷିତ ହୋଇଛି। ବନ୍ଦ ଯୋଗୁ ବସ, ଅଟୋ…
ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…
ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର କହିଛନ୍ତି ଯେ,…
ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର
ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୬ଟି ଶ୍ରେଣୀ ରହିଛି। ପୂର୍ବରୁ ଏଠାରେ ୧୨୦ରୁ ଊର୍ଦ୍ଧ୍ୱ…
ଏଇ ଭାରତରେ
ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି ସଂଗ୍ରହ କରୁଛନ୍ତି। କାହିଁକି ଜାଣନ୍ତି, ସେ ଏହିସବୁ ରୁୁଟିକୁ ବୁଲା କୁକୁର, ଗାଈ…
ଅଶୀ ଦଶକର ସ୍ମୃତି
ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ ତିଆରି କରିବା ଲୋକପ୍ରିୟ ଧାରା ପାଲଟିଛି। ୧୯୮୦ ଦଶକର କୃତ୍ରିମ ବୁଦ୍ଧିମତ୍ତା ଫଟୋ…
ଦୂର ଅତୀତର ଗାଁ ହାଟ
ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ ରଖେ। ତେବେ ଗାଁ ହାଟର କଥା ଅଲଗା। ଅନୂ୍ୟନ ଅଶୀ ବର୍ଷ ତଳକୁ…
ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ
ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି, କାହିଁକିି ହିନ୍ଦୁ ଏବଂ ଜୈନ ବୈଶ୍ୟ ସମୁଦାୟ ସମ୍ପୂର୍ଣ୍ଣ ନିରାମିଷାଶୀ ? ଏମାନେ…
ଏସ୍ଇବିସି ପାଇଁ କମିଶନ ଗଢ଼ିଲେ ସରକାର
ଭୁବନେଶ୍ୱର, ୮।୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗ(ଏସ୍ଇବିସି)ର ଲୋକଙ୍କ ସଂଖ୍ୟା, ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ…
ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ ବିଚାର ପାଇଁ ପଠାଯିବା ନେଇ ଗତ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ଏକ ବିଭାଜିତ ରାୟ…
ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ
ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫାରେ ବିକ୍ଷୋଭ ବନ୍ଦ ହୋଇଯିବ ନାହିଁ ବୋଲି ସିଜେପି ବୁଧବାର ଚେତାବନୀ ଦେଇଛି।…
ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’
ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ…
‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ
ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି ଡାକରାରେ ସାମିଲ ହୋଇଛନ୍ତି। ଫଳରେ ବସ, ଅଟୋ ଓ ଟ୍ରେନ ସେବା ପ୍ରଭାବିତ…

