ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …
ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା। ଏମାନେ ବହୁତ ପରିଶ୍ରମୀ। ସବୁ କାମକୁ ବେଶ ଭଲ ଭାବେ ପୂରଣ କରିବାର କ୍ଷମତା…
ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ବିଳମ୍ବରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅପେକ୍ଷା ନ କରି ନାମାଙ୍କନ ଦାଖଲ କଲେ ଆନନ୍ଦ ଶର୍ମା
ଶିମ୍ଲା,୯ା୫: ହିମାଚଳ ପ୍ରଦେଶରେ ଲୋକ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ରାଜ୍ୟର ମଣ୍ଡିରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମଦିତ୍ୟ ସିଂଙ୍କ ପରେ ଏବେ କାଙ୍ଗଡ଼ା ଲୋକ ସଭା ଆସନରୁ ଆନନ୍ଦ ଶର୍ମା ମଧ୍ୟ…
୨୦ କୋଟି ଅଫର୍ ଦେଲେ ବି ଆଇପିଏଲ୍ ଖେଳିବେ ନାହିଁ ବାବର, କାରଣ ବି କହିଲେ…
ଇସଲାମାବାଦ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)କୁ ନେଇ ସାରା ବିଶ୍ୱରେ କ୍ରେଜ୍ ଅଧିକ ରହିଛି। ଏହା ଏଭଳି ଏକ ଟୁର୍ନାମେଣ୍ଟ ଯେଉଁଠି ରାତାରାତି ଯେକୌଣସି ଖେଳାଳିର ଭାଗ୍ୟ ବଦଳାଇ ଦେଇପାରେ। ଅଚିହ୍ନା, ଅପରିଚିତରୁ ଷ୍ଟାର କରିପାରେ। କେବଳ ଏତିକି ନୁହେଁ ଏହାର ଅନେକ…
ଏବେ ଆରସିବିର ମାଲିକ କିଏ ଜାଣନ୍ତି: ବିଜୟ ମାଲ୍ୟା ନା ଆଉ କିଏ
ନୂଆଦିଲ୍ଲୀ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୦୮ରେ ଆରମ୍ଭ ହୋଇଥିଲା। ୧୭ ବର୍ଷ ପରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ(ଆରସିବି) ସବୁଠାରୁ ଲୋକପ୍ରିୟ ଫ୍ରାଞ୍ଚାଇଜ ହୋଇପାରିଛି। ଆରସିବି ଦଳ ଯେତିକି ଲୋକପ୍ରିୟ, ଏହାର ମାଲିକ ବିଜୟ ମାଲ୍ୟା ମଧ୍ୟ ତାଙ୍କର ପ୍ରଚୁର ଜୀବନଶୈଳୀ ହେତୁ…
ରୋଚକ ହେଉଛି ଆଇପିଏଲ୍ ପ୍ଲେ ଅଫ୍ ରେସ୍: ଜାଣନ୍ତୁ କେଉଁ ଦଳ ଅଛନ୍ତି ପ୍ରମୁଖ ଦାବିଦାର
ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ର ୫୭ଟି ମ୍ୟାଚ ଖେଳାଯାଇଛି। ହାଇଦ୍ରାବାଦ ଲକ୍ଷ୍ନୌର ପ୍ଲେ ଅଫରେ ପହଞ୍ଚିବାର ଆଶା ଶେଷ କରିଛି। ତେବେ ଏପର୍ଯ୍ୟନ୍ତ କୌଣସି ଦଳ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିନାହାଁନ୍ତି। ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ପ୍ରଥମ…
ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ରୋହିତ! ଅକରମ୍ କହିଲେ-କେଉଁ ଟିମ୍କୁ ଯିବେ ହିଟ୍ମ୍ୟାନ୍
ନୂଆଦିଲ୍ଲୀ,୯।୫: ଆଇପିଏଲ୍ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍ ପ୍ଲେ ଅଫ୍ ଦୌଡ଼ରୁ ବାଦ୍ ପଡ଼ିଛି। ୧୨ ମ୍ୟାଚ୍ରେ ୪ ବିଜୟ ସହ ଏମ୍ଆଇ ୮ ଅଙ୍କ ପାଇ ପଏଣ୍ଟ ଟେବୁଲର ୯ମ ସ୍ଥାନରେ ରହିଛି। ବାକି ଥିବା ମ୍ୟାଚ୍ ଦଳ ଜିତିଲେ…
ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା
ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି। ସେ…
୧୦୦ ଲୋକଙ୍କୁ ରାଜଭବନର ସିସିଟିଭି ଫୁଟେଜ୍ ଦେଖାଇଲେ ରାଜ୍ୟପାଳ
ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ କରିବା ପରେ ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜନୈତିକ ତିକ୍ତତା ବୃଦ୍ଧି ପାଇଛି। ଏହି ସମୟରେ ବୋଷ ଗୁରୁବାର ମହିଳାଙ୍କୁ…
୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…
ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି। ଶାହା ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍’ ଏବଂ ‘ଜିହାଦ ପାଇଁ ଭୋଟ୍’…
ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି
ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା ଗୁରୁବାର ନିଯୁକ୍ତି ଦେଇଛନ୍ତି। ସେହି ଭଳି ଜିଲା ସାଧାରଣ ସମ୍ପାଦକ ଭାବେ ଜ୍ଞାନେନ୍ଦ୍ର ମିଶ୍ରଙ୍କୁ…
ଅମିତ ଶାହାଙ୍କ ଭବିଷ୍ୟବାଣୀ: ୩ ପର୍ଯ୍ୟାୟ ନିର୍ବାଚନରେ ଏତିକି ଆସନ ଆଣିବ ଭାଜପା
ନୂଆଦିଲ୍ଲୀ,୯।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ଭାରତୀୟ ଜନତା ପାର୍ଟି ପୁଣି ଥରେ କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା…
Archives


