Home

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି।…

ତୁମ ସମୟ ଆସିବାକୁ ଯାଉଛି… ନିଜ ଶିଷ୍ୟଙ୍କ ପ୍ରଶଂସାରେ ଶତମୁଖ ହେଲେ ସିକ୍ସର କିଙ୍ଗ୍‌

ନୂଆଦିଲ୍ଲୀ,୯।୫: ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ୧୬୭ ରନ୍‌ର ବିଜୟ ଲକ୍ଷ୍ୟ କେବଳ ୫୮ ବଲ୍‌ରେ ହାସଲ କରିନେଇଥିଲା। ଏହି ମୁକାବିଲାରେ ହାଇଦ୍ରାବାଦର ଓପନିଂ ଯୋଡ଼ି ଏଭଳି ବ୍ୟାଟିଂ କରିଥିଲେ ଯେ ସଚିନ ତେନ୍ଦୁଲକର ଚକିତ ହୋଇଥିଲେ। ପ୍ରଥମେ ବ୍ୟାଟିଂ…

ମୋ ସହ ହୋଇନାହିଁ ବଳାତ୍କାର, ଟିଏମ୍‌ସି ନେତାଙ୍କ ନାଁରେ ମିଥ୍ୟା କେସ୍‌ କରିଛି ଭାଜପା: ସନ୍ଦେଶଖାଲି ପୀଡିତାଙ୍କ ଚାଞ୍ଚଲ୍ୟକର ଖୁଲାସା

କୋଲକାତା,୯।୫:ପଶ୍ଚିମବଙ୍ଗର ସନ୍ଦେଶଖାଲି ନିବାସୀ ତିନିଜଣ ମହିଳାଙ୍କ ମଧ୍ୟରୁ ଜଣେ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ପ୍ରତ୍ୟାହାର କରିନେଇଛନ୍ତି। ବଙ୍ଗଳାର ଉତ୍ତର ୨୪ ପରଗାନା ଜିଲାର ସନ୍ଦେଶଖାଲିର ଏହି ମହିଳା ଏହି ଅଭିଯୋଗ ପ୍ରତ୍ୟାହାର କରି କହିଛନ୍ତି,ତାଙ୍କ ସହ…

କେ.ଏଲ ରାହୁଲଙ୍କ ଉପରେ ରାଗି ଉଠିଲେ LSG ମାଲିକ, ଭିଡିଓ ହେଲା ଭାଇରାଲ

ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ ମଧ୍ୟରେ ମ୍ୟାଚ ପରେ ଏକ ବିବାଦ ସାମ୍ନାକୁ ଆସିଛି ଯାହା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି ମ୍ୟାଚରେ ଲକ୍ଷ୍ନୌ ଟିମ୍‌କୁ ସନରାଇଜର୍ସ ହାଇଦ୍ରାବାଦ ଠାରୁ ୧୦ ୱିକେଟ…

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ…

ରାମଲାଲାଙ୍କ ଦର୍ଶନ କଲେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ୍‌ ଖାନ୍‌; କହିଲେ ଏମିତି

ଅଯୋଧ୍ୟା,୯।୫: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ ବୁଧବାର ଅଯୋଧ୍ୟା ରାମ ମନ୍ଦିର ଗସ୍ତ କରିଛନ୍ତି। ଏହାକୁ ସେ ଶାନ୍ତିର ସ୍ଥାନ ବୋଲି କହିଛନ୍ତି। ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସେ ଦୁଇ ଥର ମନ୍ଦିରକୁ ଆସିଥିଲେ। ବହରାଇଚରେ ରହୁଥିବାରୁ…

ଏହି ଭୁଲ୍‌ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ ହେଉଛି ଆମର ଭୁଲ ଖାଇବା ଅଭ୍ୟାସ ବୋଲି ଆଇସିଏମଆର ପକ୍ଷରୁ କୁହାଯାଇଛି। ଅସ୍ବାସ୍ଥ୍ୟକର ଖାଦ୍ୟ…

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର…

କାହିଁକି ଅଧାରୁ ରାଜନୀତି ଛାଡିଥିଲେ ଅମିତାଭ ବଚ୍ଚନ

ଗଣତନ୍ତ୍ରର ମହାନ ପର୍ବ ଅର୍ଥାତ୍‌ ନିର୍ବାଚନ ଚାଲିଛି। ନିର୍ବାଚନବେଳେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଘଟଣା ମନେ ପଡିଯାଏ। ବିଗ ବି ରାଜନୀତି ପ୍ରବେଶ କରିଥିଲେ। କିନ୍ତୁ ପରେ ନିଜକୁ ରାଜନୀତିରୁ ଦୂରେଇ ଯାଇଥିଲେ। ୮୧ ବର୍ଷ ବୟସ୍କ ଅମିତାଭଙ୍କୁ ଶତାବ୍ଦୀର…

୧୫ ସେକେଣ୍ଡ ପାଇଁ ପୋଲିସ ହଟାଇ ଦିଅ…ଓଓ୍ବାଇସିଙ୍କୁ ଖୁଲମ୍‌ଖୁଲା ଧମକ ଦେଲେ ଭାଜପା ନେତା

ନୂଆଦିଲ୍ଲୀ,୯।୫: ଭାରତୀୟ ଜନତା ପାର୍ଟି (ଭାଜପା) ନିଜର ସମସ୍ତ ଶକ୍ତି ବ୍ୟବହାର କରି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ହାଇଦ୍ରାବାଦ ଗଡ଼କୁ ଭାଙ୍ଗି ଦେଇଛି। ମହାରାଷ୍ଟ୍ରର ଅମରାବତୀରୁ ଭାଜପା ଏମ୍‌ପି ତଥା ଭାଜପା ପ୍ରାର୍ଥୀ ମାଧବୀ ଲତାଙ୍କ ସମର୍ଥନରେ ପ୍ରଚାର କରିବାକୁ…

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ ବିଧାୟକ…

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ ଗ୍ରାହକମାନଙ୍କୁ ସଠିକ ଉତ୍ପାଦ ପ୍ରଦାନ ନ କରିବା ଏବଂ ସେମାନଙ୍କୁ ପ୍ରତାରଣା କରିବା। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri