ଦେଶରେ କେବଳ ଜଣେ ନେତା ସତ କହୁଛନ୍ତି, ସେ ହେଉଛନ୍ତି…..
ଲକ୍ଷ୍ନୌ,୯।୫: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଉତ୍ତର ପ୍ରଦେଶରରେ ରାଲି କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବର୍ତ୍ତମାନ ଦେଶରେ କେବଳ ଜଣେ ନେତା ଅଛନ୍ତି ଯିଏ ସଠିକ କଥା କୁହନ୍ତି ଏବଂ ସେ ହେଉଛନ୍ତି ମୋର ଭାଇ ରାହୁଲ…
‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ
ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି ତାଙ୍କୁ ଉତ୍ତରାଧିକାରୀ କରିବା ନିଷ୍ପତ୍ତି ମଧ୍ୟ ପ୍ରତ୍ୟାହାର କରିନେଇଛନ୍ତି। ଏହାକୁ ନେଇ ରାଜନୀତି…
ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ
ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ…
ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର
ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି ଏୟାରଲାଇନ୍ସ ୨୫ କ୍ୟାବିନ କ୍ରୁ ମେମ୍ବରଙ୍କୁ ବିଦା କରିଛି। ଯେଉଁମାନେ ଅସୁସ୍ଥତା ଥିବା ଛୁଟିରେ…
ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧
ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର ଗ୍ୟାରେଣ୍ଟି…
ବସୁଧା ଯୋଜନା ବାଟବଣା
ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବନ୍ଧ, ମୁଡା, ଚହଳା ଆଦି ଜଳାଶୟ ଶୁଖିଗଲାଣି। ଗାଁରେ ନଳକୂଅ ଥିଲେ ବି ସେଥିରୁ…
ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ
ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ କେନ୍ଦ୍ରମନ୍ତ୍ରୀ…
ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।…
ପଳାଶୁଣି ଫୁଟ ଓଭରବ୍ରିଜ୍ ହେଉନି, ଜୀବନ ଯାଉଛି
ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍ ଓଭରବ୍ରିଜ୍ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ ଭଳି ସମସ୍ୟା ଯୋଗୁ ପ୍ରତ୍ୟହ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଠାରେ ଫୁଟ ଓଭରବ୍ରିଜ ନିର୍ମାଣ…
ଲିଭ୍-ଇନ୍ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ
ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍-ଇନ୍ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା ଗ୍ରହଣଯୋଗ୍ୟ ହୋଇପାରି ନାହଁ। ଏହାର ମୁଖ୍ୟ କାରଣ ହେଉଛି ବିବାହ ନ କରି ଯୋଡ଼ି…
ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ
ୱାଶିଂଟନ୍: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା ଜିନ୍ ସେୱର୍ଲିଙ୍କୁ ବିବାହ କରିବାକୁ ଯାଉଛନ୍ତି। ହେରୋଲ୍ଡଙ୍କ ବୟସ ୧୦୦ ହୋଇଥିବା ବେଳେ ତାଙ୍କ…
ନଡ୍ଡାଙ୍କୁ ସମନ
ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର କର୍ନାଟକ ପୋଲିସ ସମନ ଜାରି ରଖିଛି। ସପ୍ତାହେ ମଧ୍ୟରେ…
Archives


