Home

‘ହ୍ବାଟ୍ସଆପ୍‌’ରେ ନିଜର ସିକ୍ରେଟ୍‌ ଚାଟ୍‌କୁ ଏଭଳି ଲୁଚାନ୍ତୁ, GF ବି ପାରିବେନି ଜାଣି…

ନୂଆଦିଲ୍ଲୀ,୧୦।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ‘ହ୍ବାଟ୍ସଅପ୍‌’ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପିଲାଠାରୁ ଆରମ୍ଭ କରି ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସମସ୍ତେ ନିଜର ଆକାଉଣ୍ଟ ଖୋଲିଛନ୍ତି। ଏମିତିରେ କିଛି ନିଜର ଚାଟ୍‌କୁ ଲୁଚାଇବାକୁ ଚାହାନ୍ତି। ଯଦି ଆପଣ ସେଥିରୁ ଜଣେ…

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ। ଘରେ ଘରେ ଏଥିପାଇଁ ଉତ୍ସାହ ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରେ ସପ୍ତମୀଠାରୁ ଏହି ପୂଜା…

ଗୋଟିଏ ପାଳିରେ ୨ ଦ୍ୱିଶତକ: ବଡ଼ ରେକର୍ଡ କଲେ ରୁଟ୍‌-ବ୍ରୁକ୍‌

ମୁଲତାନ,୧୦।୧୦: ଇଂଲଣ୍ଡର ଜୋ ରୁଟ ଏବଂ ହ୍ୟାରି ବ୍ରୁକ ଚମତ୍କାର ଇନିଂସ ଖେଳିଛନ୍ତି। ମୁଲତାନରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଇଂଲଣ୍ଡର ଜୋ ରୁଟ ଏବଂ ହ୍ୟାରି ବ୍ରୁକ ଗୋଟିଏ ଇନିଂସରେ ୨ଟି ଦ୍ୱିଶତକ ହାସଲ କରିଥିଲେ। ଟେଷ୍ଟ କ୍ରିକେଟ…

ଅଟଳ ପେନସନ ଯୋଜନା: ସାମିଲ ହେଲେଣି ୫୬ ଲକ୍ଷ  ଲୋକେ, ଜାଣନ୍ତୁ ଏହାର ଲାଭ, କିଭଳି କରିବେ ଆବେଦନ 

ନୂଆଦିଲ୍ଲୀ,୧୦।୧୦: ଅବସର ପରେ ସମ୍ମୁଖୀନ ହେଉଥିବା ଆର୍ଥିକ ଆହ୍ବାନର ମୁକାବିଲା ଲାଗି ପେନସନ୍‌ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତ ସରକାର ଏହାକୁ ବୁଝନ୍ତି ଏବଂ ସେଥିଲାଗି ଅନେକ ଯୋଜନା ପରିଚାଳିତ ହେଉଛି। ଏଥିରେ ବିନିଯୋଗ କରି ଯେକେହି ନିଜର ଅବସରପରର ଜୀବନକୁ ସୁଖମୟ…

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ନ୍ୟୁଜିଲାଣ୍ଡର ବଡ଼ ଚାଲ୍‌: ଅଡୁଆରେ ପଡ଼ିପାରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୦।୧୦: ଆଜିକାଲି ଭାରତୀୟ ଦଳ ବାଂଲାଦେଶ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଏହି ସିରିଜ ପରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ମାଟିରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ, ଯାହା ଅକ୍ଟୋବର ୧୬ରୁ…

ସ୍କୁଟିକୁ ସାମ୍ନାପଟୁ ଧକ୍କାଦେଲା ବାଇକ୍‌, ୪ ଗୁରୁତର

ପାଟଣା,୧୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ହନୁମାନ ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ବାଇକ୍‌ ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଓ ସ୍କୁଟିରେ ଥିବା ଜଣେ ଗୁରୁତର ହୋଇଛନ୍ତି। ବାଇକ୍‌ରେ…

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ ଇକ୍ୟୁପ୍‌ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ ଚଳାଚଳ…

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ…

ଯେଉଁ କମ୍ପାନୀରେ ସିଭି ପକାଇ ପାଇଥିଲେ ଚାକିରି, ସେହି ଟାଟା କମ୍ପାନୀର ହେଲେ ମାଲିକ

ନୂଆଦିଲ୍ଲୀ,୧୦।୧୦: ୮୬ବର୍ଷରେ ସାରା ଦୁନିଆକୁ ପର କରି ଦେଇଛନ୍ତି ଭାରତର ବିଜନେସ ଟାଇଫୁନ୍‌ ରତନ ଟାଟା। ବ୍ୟବସାୟରେ ସେ ବିପ୍ଲବ ଆଣିଥିଲେ ଯେ, ଟାଟା ଲୁଣଠୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀରେ ପ୍ରତି ଘରେ ଘରେ ବ୍ୟବହାର ହେଉଛି।…

ତ୍ରିରଙ୍ଗାରେ ଘୋଡ଼ାଇ ଦିଆଗଲା ରତନ ଟାଟାଙ୍କ ମରଶରୀର,ଜନସାଧାରଣଙ୍କ ଶେଷଦର୍ଶନ ପାଇଁ…

ମୁମ୍ବାଇ,୧୦ା୧୦: ଟାଟା ସନ୍ସର ଚେୟାରମ୍ୟାନ ଏବଂ ଭାରତର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନପ୍ରାପ୍ତ ପଦ୍ମଭୂଷଣ, ରତନ ଟାଟାଙ୍କ ମରଶରୀର ଦକ୍ଷିଣ ମୁମ୍ବାଇର ନ୍ୟାଶନାଲ ସେଣ୍ଟର୍‌ ଫର୍‌ ପର୍‌ଫର୍‌ମିଂ ଆର୍ଟ (ଏନ୍‌ସିପିଏ) ରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ପାଇଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ…

୬୫ ବର୍ଷରେ ଚତୁର୍ଥ ବିବାହ କଲେ ସଞ୍ଜୟ ଦତ୍ତ? ଭାଇରାଲ ହେଉଛି…

ବମ୍ବେ: ବଲିଉଡର ‘ଖଳନାୟକ’ ସଞ୍ଜୟ ଦତ୍ତ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ନବରାତ୍ରୀ ଅବସରରେ ସେ ପୁଣିଥରେ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଭିଡିଓରେ ସଞ୍ଜୟ ଧୋତି କୁର୍ତ୍ତା ପିନ୍ଧିଛନ୍ତି। ଚତୁର୍ଥ ଥର ଲାଗି…

ରାହୁଲଙ୍କୁ ସମର୍ଥନ କରିଦେଲେ ଚନ୍ଦ୍ରବାବୁ ନାଇଡୁ, ଏକାକୀ ପଡିଗଲେ ମୋଦି, ଜାତୀୟ ରାଜନୀତିରେ ବଡ଼ ହଲଚଲ

ନୂଆଦିଲ୍ଲୀ,୧୦।୧୦: ହରିୟାଣାରେ ଭାଜପାକୁ ମିଳିଛି ହ୍ୟାଟ୍ରିକ ବିଜୟ। ଭାଜପା ଖାତାକୁ ଆଉ ଗୋଟିଏ ରାଜ୍ୟ ଯାଉଥିବାବେଳେ କଂଗ୍ରେସ ହାତରୁ ହରିୟାଣା ହାତଛଡା ହୋଇଛି। ଏନେଇ କଂଗ୍ରେସ ସମେତ ଇଣ୍ଡିଆ ମେଣ୍ଟକୁ ଶକ୍ତ ଝଟ୍‌କା ଲାଗିଛି। ବିଜୟର ଖୁସି ପାଳିବା ପାଇଁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?