Home

ଏତିକି କୋଟି ଟଙ୍କା ଛାଡିଯାଇଛନ୍ତି ରତନ ଟାଟା: ଧନୀ ତାଲିକାରେ…

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ଏହାପୂର୍ବରୁ ଅକ୍ଟୋବର ୭ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା…

ଓଡ଼ିଶା ସହ ଏମିତି ଥିଲା ରତନ ଟାଟାଙ୍କ ସମ୍ପର୍କ…

ମୁମ୍ବାଇ/ଭୁବନେଶ୍ୱର,(୧୦ା୧୦): ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ…

କୋଚ୍‌ଙ୍କୁ କ୍ଷୀରରେ ଗାଧୋଇଦେଲେ ଟିମ୍‌ ଇଣ୍ଡିଆ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧୦: ଟିମ୍‌ ଇଣ୍ଡିଆର ଆସିଷ୍ଟାଣ୍ଟ କୋଚ୍‌ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ବନ୍ଧୁ ଅଭିଷେକ ନାୟର ଅକ୍ଟୋବର ୮ରେ ୪୧ତମ ଜନ୍ମଦିନ ପାଳନ କରିଥିଲେ। ବାଲାଂଦେଶ ବିପକ୍ଷରେ ଟି୨୦ ସିରିଜ ଖେଳୁଥିବା ଭାରତୀୟ ଟିମ୍‌ର ସମସ୍ତ ଖେଳାଳି ଏହି ଖାସ୍‌ ଦିନକୁ…

ମିଛର ଝଡ଼ ସୃଷ୍ଟି କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୦ା୧୦:ମୋଦି ସରକାରଙ୍କ ଗତ ୧୦ ବର୍ଷର ଶାସନରେ ଗରିବ, କୃଷକ, ଯୁବ ଓ ମହିଳାମାନେ ବିଶେଷ ଉପକୃତ ହୋଇଛନ୍ତି। କେନ୍ଦ୍ରର ଜନକଲ୍ୟାଣକାରୀ ନୀତିକୁ ଦେଖି ହରିୟାଣା ଭୋଟର ଭାଜପାକୁ କ୍ରମାଗତ ତୃତୀୟ ଥର କ୍ଷମତାସୀନ କରାଇଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ନିଜ…

ଥରେ ନୁହେଁ ୪ ଥର ପ୍ରେମରେ ପଡିଥିଲେ ରତନ ଟାଟା, କିନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଶିଳ୍ପ ଜଗତରେ ରତନ ଟାଟା ଏକ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି। ୮୬ ବୟସରେ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ସବୁଠାରୁ ବଡ଼ ଉଦ୍ୟୋଗପତି ଓ ଦାନବୀର। ଅକ୍ଟୋବର ୯ତାରିଖ ରାତିରେ ସେ ସମସ୍ତଙ୍କୁ ଶୋକ ସମୁଦ୍ରରେ ଭସାଇ ଆରପାରିକୁ…

ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ…

ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଙ୍କୀ…

ରତନ ଟାଟାଙ୍କ ପରଲୋକରେ ସବୁଠି ଶୋକର ଛାୟା: ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…

ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର ତୁରେକେଲା ବ୍ଲକ ଝରଣି ଗ୍ରାମ ପଞ୍ଚାୟତର ସଦର ଗ୍ରାମରେ ଭାଜପାର…

ମୁଁ ମୋ ବନ୍ଧୁଙ୍କୁ ହରାଇଦେଲି: ରତନ ଟାଟାଙ୍କ ପରଲୋକରେ ଭାବପ୍ରବଣ ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୦।୧୦: ଭେଟେରାନ ଶିଳ୍ପପତି ରତନଙ୍କ ଟାଟା ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରତନ ଟାଟା ୮୬ ବର୍ଷ ବୟସରେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ…

ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି

ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି। ଗୁରୁବାର ସକାଳରେ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ।…

ରାଜକୀୟ ସମ୍ମାନ ସହ ରତନ ଟାଟାଙ୍କୁ ଦିଆଯିବ ଅନ୍ତିମ ବିଦାୟ: ୨ ରାଜ୍ୟରେ ଦିନିକିଆ ଶୋକ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?