Home

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ ୯ଟା ବେଳେ ଜଣେ ମହିଳା ପାଇଖାନାକୁ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ କହିଛନ୍ତି ଯେ ଆମେରିକା ସହିତ ଏକ ଚୁକ୍ତି ପାଇଁ ବୁଝାମଣାପତ୍ର (ଏମଓୟୁ)ର ଚୂଡ଼ାନ୍ତ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଛି । ପରିସ୍ଥିତି ଏପରି ବିଗିଡ଼ି…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି ଜଟିଆ ଗୌଡ଼ ରକ୍ଷା ପାଇଯାଇଛନ୍ତି। ଜଟିଆ ଜଣେ ଗରିବ ଚାଷୀ ହୋଇଥିବା ବେଳେ…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଦ୍ୱାରା ରାଜ୍ୟଗୁଡ଼ିକୁ ପଠାଯାଇଥିବା ଏକ ପରାମର୍ଶରେ ଏହି ନିଷ୍ପତ୍ତି ପ୍ରତିଫଳିତ ହୋଇଥିବା ଜଣାପଡ଼ିଛି।…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା ଏବଂ ଏକ ବାଣିଜ୍ୟ ଜାହାଜକୁ ନେଇ ଏକ ବଡ଼ ଧରଣର ଉଦ୍ଧାର କାର୍ଯ୍ୟ…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ୩୮ ବର୍ଷୀୟ ମାନସ କୁମାର ବେହୁରା ବୋଲି ଜଣାପଡ଼ିଛି। ସ୍ଥାନୀୟ ଲୋକେ ମନ୍ଦିର…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ବୁଥ୍‌ ଏଜେଣ୍ଟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚିଙ୍କ ବିରୁଦ୍ଧରେ ଜନସାଧାରଣଙ୍କ କ୍ରୋଧ ପ୍ରକାଶ ପାଇଛି। ମଶାଦରେ ଆରାଘଚିଙ୍କ ବିରୁଦ୍ଧରେ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ ଜନପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ଜନ୍ମଭୂମି ଭାବେ ଧୂଷୁରୀର ଏକ ସ୍ବତନ୍ତ୍ର ପରିଚୟ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର ସରକାରଙ୍କ ସୂତ୍ରରୁ ଏଭଳି ସୂଚନା ସାମ୍ନାକୁ ଆସିଛି। ରାଜନୈତିକ ମହଲରେ ଚର୍ଚ୍ଚା ଜୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri