ଟି୨୦ ବିଶ୍ୱକପ୍କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍ନୀ କଲା ବଡ଼ ଘୋଷଣା…
ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍ ନେଇ ବଡ଼ ଘୋଷଣା କରିଛି ଡିଜ୍ନୀ ପ୍ଲସ୍ ହଟ୍ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍ରେ ମାଗଣାରେ ବିଶ୍ୱକପ୍କୁ ଉପଭୋଗ କରିପାରିବେ। ତେବେ ଗତ ବର୍ଷ ଏହା ଦିନିକିଆ ବିଶ୍ୱକପ୍ ଏବଂ ଏସିଆ କପ୍ର ମାଗଣା ଷ୍ଟ୍ରିମିଂ…
କେଜ୍ରିଓ୍ବାଲ ଜେଲ୍ରେ ରହିବେ ନା ଘରକୁ ଯିବେ ଆସନ୍ତାକାଲି ଆସିବ ବଡ଼ ରାୟ
ନୂଆଦିଲ୍ଲୀ,୮ା୫: ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରଓ୍ବାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଉପରେ ସୁପ୍ରିମକୋର୍ଟ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଏହାର ରାୟ ପ୍ରଦାନ କରିବେ। କେଜ୍ରିଓ୍ବାଲ ଅଭିଯୁକ୍ତ ମଦ ଦୁର୍ନୀତି ମାମଲା ସହ ଜଡ଼ିତ…
ବିଶ୍ୱ ବଜାରରୁ କୋଭିସିଲ୍ଡ ଟିକା ପ୍ରତ୍ୟାହୃତ କରିବ ଆଷ୍ଟ୍ରାଜେନେକା, ପାର୍ଶ୍ୱପ୍ରତିକ୍ରିୟା ନେଇ ଖୁଲାସା ପରେ…
ନୂଆଦିଲ୍ଲୀ,୮।୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଟିକା ସାମିଲ ଅଛି। କିଛି ଦିନ ପୂର୍ବେ ଏହି ଫାର୍ମା କମ୍ପାନୀ କୋର୍ଟରେ…
କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା
ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ ବାଲେଶ୍ୱର ଜିଲାପାଳ ଅଫିସ ପହଞ୍ଚିଲେ। ଅତିରିକ୍ତ ଜିଲାପାଳଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିଲେ।…
ମୋଦିଙ୍କ ଆଦାନୀ-ଅମ୍ବାନୀ ବୟାନକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା, କଂଗ୍ରେସ କହିଲା…
ନୂଆଦିଲ୍ଲୀ,୮।୫: ଲୋକ ସଭା ନିର୍ବାଚନ ପାଇଁ ସବୁ ଦଳ ଜୋରଦାର ପ୍ରଚାର କରୁଛନ୍ତି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତେଲଙ୍ଗାନା ଗସ୍ତରେ ଥିବାବେଳେ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିବା ଆଳରେ ଶିଳ୍ପପତି ଗୌତମ ଆଦାନୀ ଓ ମୁକେଶ ଅମ୍ବାନୀଙ୍କୁ…
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ଚଢ଼ାଉ
ନୂଆଦିଲ୍ଲୀ,୮ା୫: ଝାଡ଼ଖଣ୍ଡର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ରେଡ୍ କରିଛି। ଗିରଫ ଅଭିଯୁକ୍ତ ସଞ୍ଜୀବ ଲାଲଙ୍କ ସହ ଇଡି ପ୍ରୋଜେକ୍ଟ ଭବନରେ ବୁଧବାର ପହଞ୍ଚିଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ନିଜେ ପ୍ରକଳ୍ପ ନିର୍ମାଣରେ ରହିଛି। ଅଭିଯୁକ୍ତ ସଞ୍ଜୀବ ଲାଲ୍ ଝାଡ଼ଖଣ୍ଡ ଗ୍ରାମ୍ୟ…
ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା
ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…
ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ
ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି। ଏନ୍ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ ସହ…
ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି । ଖବର ପାଇ ଖୁଣ୍ଟୁଣୀ ଥାନା ପୋଲିସ ଓ…
ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…
ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ ପିଟ୍ରୋଡା ଭାରତୀୟଙ୍କ ରଙ୍ଗ ଓ ରୂପକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ସେ ଭାରତକୁ…
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ…
ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା
ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ ବୟାନକୁ ନେଇ ବିବାଦ ଉପୁଜିଥିଲା। ଶାସକ ଦଳ ଭାଜପା ଏହାକୁ ନେଇ କଂଗ୍ରେସକୁ ଟାର୍ଗେଟ…
Archives


